Monthly Archives

August 2020

କରୋନା ଯୋଦ୍ଧାଙ୍କ ପିଲାମାନଙ୍କୁ ସ୍କୁଲ ଫି ଛାଡ୍‌ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରତାପ ଷଡଙ୍ଗୀଙ୍କ ଚିଠି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୮: ମହାମାରୀ କରୋନା କାରଣରୁ ଲୋକ ମାନଙ୍କର ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ଶକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ର ଛାତ୍ରୀ ମାନଙ୍କୁ ଫିସରେ ରିହାତି ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନୁରୋଧ କରିଛନ୍ତି କେନ୍ଦ୍ର ମନ୍ତ୍ରୀ

ଆଜିଠୁ ଭୁବନେଶ୍ବରରେ କୋରୋନା ପାଇଁ ଦ୍ବିତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୮: ଭୁବନେଶ୍ବରରେ ଆଜିଠୁ କୋରୋନା ପାଇଁ ଦ୍ବିତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ ହେବ। ୨୫ଟି ୱାର୍ଡରେ ଏହି ସର୍ଭେ ହେବ। ୨ ଦିନରେ ୧୫୦୦ ନମୁନା ସଂଗ୍ରହ  କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। RMRCର ଟେକ୍ନିକାଲ ଓ ଭୁବନେଶ୍ୱର ମହାନଗର ନିଗମ(BMC)ର

ପ୍ରଧାନମନ୍ତ୍ରୀ ମୋଦି ଉଦଘାଟନ କରିବେ ଦୁନିଆର ସବୁଠାରୁ ଉଚ୍ଚରେ ନିର୍ମିତ ଅଟଳ ରୋହତଙ୍ଗ ସୁଡ଼ଙ୍ଗ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୮: ହିମାଚଳ ପ୍ରଦେଶ ରୋହତଙ୍ଗ ପାସ୍ ତଳେ ନିର୍ମାଣ ହୋଇଥିବା ଦୁନିଆର ସବୁଠାରୁ ଉଚ୍ଚ ସ୍ଥାନରେ ଥିବା ଅଟଳ ରୋହତଙ୍ଗ ସୁଡ଼ଙ୍ଗ ପ୍ରସ୍ତୁତ ହୋଇଛି | ରଣାଟିନି ଓ ସୁରକ୍ଷା ଦୃଷ୍ଟିକୋଣରୁ ଏହା ବହୁତ ମହତ୍ଵପୁର୍ଣ | ଏହାକୁ ସୀମା ସଡକ ସଂଗଠନ ଦ୍ୱାରା

ଲକ୍‌ଡାଉନ୍ ପରେ ରାଜ୍ୟରେ ବଢ଼ିଛି ସାଇବର ଅପରାଧ

ଲକ୍‌ଡାଉନ୍ ଯୋଗୁଁ ବଢ଼ିଛି ସାଇବର ଠକେଇଅନ୍‌ଲାଇନ୍ କାରବାରକୁ ଟାର୍ଗେଟ୍ କରୁଛନ୍ତି ଅପରାଧୀଏପ୍ରିଲ ୧ରୁ ଏଯାଏଁ ଘଟିଲାଣି ୬୫୦ଟି ସାଇବର ଅପରାଧ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୮: କରୋନା ମହାମାରୀ ଯୋଗୁଁ ଦୀର୍ଘ ୫ ମାସ ଧରି ଲକ୍‌ଡାଉନ୍ ଫଳରେ ରାଜ୍ୟରେ ବିଭିନ୍ନ ପ୍ରକାର

ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲା: ରିଆ ଚକ୍ରବର୍ତ୍ତୀଙ୍କ ଭୁବନେଶ୍ୱର ଡ୍ରଗସ ଲିଙ୍କ – ପୋଲିସ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୮/୦୮ : ବହୁ ଚର୍ଚ୍ଚିତ ବଲିଉଡ‌ ଅଭିନେତା ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ଘଟଣାରେ ରିଆ ଚକ୍ରବର୍ତ୍ତୀଙ୍କ ଭୁବନେଶ୍ୱର ଡ୍ରଗ‌ସ ଲିଙ୍କ ମାମଲାକୁ ନାରକୋଟିକସ‌ କେଂଟ୍ରାଲ ବ୍ୟୁରୋ (ଏନ‌ସିବି) ତଦନ୍ତ ଦାୟିତ୍ୱ ନେଇଛନ୍ତି । ଭୁବନେଶ୍ୱର ଲିଙ୍କ ଥିବା

କୋରାପୁଟର ଶହୀଦ ଲକ୍ଷ୍ମଣ ନାୟକ ମେଡ଼ିକାଲ କଲେଜରେ ରାଜ୍ୟର ଷଷ୍ଠ ପ୍ଲାଜମା ବ୍ୟାଙ୍କ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା…

ଓଡ଼ିଶାରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି - ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର/କୋରାପୁଟ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୮/୦୮ : ରାଜ୍ୟରେ ପ୍ଲାଜମା ଚିକିତ୍ସା ସଫଳ ହୋଇଛି । ଅଧିକରୁ ଅଧିକ କୋଭିନ ରୋଗୀ ଏହି ଚିକିତ୍ସା ପଦ୍ଦତିରେ ସୁସ୍ଥ ହେଉଛନ୍ତି ବୋଲି ମୁଖ୍ୟମନ୍ତ୍ରୀ ନବୀନ

ରାଜ୍ୟର ଏମ.‌ଏସ.‌ଏମ.‌ଇ.ରେ ଉତ୍କର୍ଷତା ଭାରତ ସରକାରଙ୍କ “ଏକ ଜିଲ୍ଲା ଏକ ଉତ୍ପାଦ” କାର୍ଯ୍ୟକ୍ରମରେ…

ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୮/୦୮ : ଭାରତ ସରକାରଙ୍କ ଆତ୍ମନିର୍ଭର ଭାରତ ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ‘ଏକ ଜିଲ୍ଲା ଏକ ଉତ୍ପାଦ’ କାର୍ଯ୍ୟକ୍ରମର ରୂପାୟନରେ ରାଜ୍ୟ ସରକାରଙ୍କ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗର ଉତ୍କର୍ଷ ସହାୟକ ହେବ ବୋଲି ଶକ୍ତି, ଶିଳ୍ପ,

ଭାରତର ମହାକାଶ ଗବେଷଣାରେ ପ୍ରମୁଖ ଭୂମିକାରେ ଓଡ଼ିଶା : ଧର୍ମେନ୍ଦ୍ର ପ୍ରଧାନ

-ଚାନ୍ଦିପୁର, ବାଲେଶ୍ୱର ଏବଂ ଭଦ୍ରକର ଭାରତରତ୍ନ ଅବଦୁଲ କଲାମ ଦ୍ୱୀପପୁଞ୍ଜ ଦେଶର ଅନେକ ଗୌରବମୟ ସଫଳତାର ସାକ୍ଷୀ ହୋଇଛି-ଆଇଏନ୍‍-ସ୍ପେଶର ପ୍ରତିଷ୍ଠା ମହାକାଶ ଅଭିଯାନରେ ଭାରତକୁ ଆତ୍ମନିର୍ଭର କରିବ-‘ନ୍ୟୁ ସ୍ପେସ ଇଣ୍ଡିଆ ଲିମିଟେଡ୍‍ ମହାକାଶ କାର୍ଯ୍ୟକ୍ରମକୁ ନୂଆ ଦିଗଦର୍ଶନ ଦେବ-ଭାରତ’ର

ସେପ୍ଟେମ୍ବର ୧ରୁ ଧର୍ମଘଟ କରିବେ ଓଲା, ଉବର ଚାଳକ

ନୂଆଦିଲ୍ଲୀ : ବିଭିନ୍ନ ଦାବି ନେଇ ଟାକ୍ସି ଆଗ୍ରିଗେଟର କମ୍ପାନି ଓଲା ଓ ଉବର ଚାଳକମାନେ ଆସନ୍ତା ସେପ୍ଟେମ୍ବର ୧ରୁ ସାରା ଦେଶରେ ଧର୍ମଘଟ ଡାକରା ଦେଇଛନ୍ତି । ଏହା ଫଳରେ ସାଧାରଣ ଯାତ୍ରୀମାନେ ସମସ୍ୟାର ସମ୍ମୁଖୀନ ହେବାର ଆଶଙ୍କା ରହିଛି । ସର୍ବୋଦୟ ଡ୍ରାଇଭର ସଂଘର ସଭାପତି କମଲଜିତ ସିଂ

ଆସନ୍ତାବର୍ଷ ଜାନୁଆରିରେ ଆସିବ ବିରୁଷ୍କାଙ୍କ ଘରକୁ ନୂଆ ଅତିଥି, ଇନ୍‌ଷ୍ଟା ପୋଷ୍ଟ୍‌‌ କରି ସୂଚନା ଦେଲେ ଅନୁଷ୍କା

ମୁମ୍ବାଇ: ସେଲିବ୍ରିଟି ଦମ୍ପତି ଅନୁଷ୍କା ଶର୍ମା ଓ ବିରାଟ କୋହଲି ସୋସିଆଲ୍‌ ମିଡିଆରେ ଏକ ବଡ଼ ଘୋଷଣା କରିଛନ୍ତି। ଅନୁଷ୍କା ତାଙ୍କ ଇନ୍‌ଷ୍ଟାଗ୍ରାମ୍‌ ଆକାଉଣ୍ଟ୍‌ରେ ସେୟାର୍‌ କରିଛନ୍ତି କି ସେ ଚାରି ମାସର ଗର୍ଭବତୀ ଅଛନ୍ତି ଓ ୨୦୨୧ ଜାନୁଆରିରେ ସେ ମାଆ ବନିବାକୁ ଯାଉଛନ୍ତି। ବିରାଟ ଓ
error: Content is protected !!
Open chat