Monthly Archives

September 2020

ଅନଲକ ୪.୦ : କେଉଁଗୁଡ଼ିକୁ ଅନୁମତି ମିଳିବ ? ୧ରୁ ଯାତ୍ରୀବାହୀ ବସ ଚଳାଚଳକୁ ଅନୁମତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : କେନ୍ଦ୍ର ସରକାର ଅନଲକ ୪.୦ ଲାଗି ଗାଇଡଲାଇନ ଜାରି କରିବାର ଦିନକ ପରେ ରାଜ୍ୟ ସରକାର ଅନଲକ ୪.୦ ପାଇଁ ଗାଇଡଲାଇନ ଜାରି କରିଛନ୍ତି । ଏହି ଗାଇଡଲାଇନ ଅନୁସାରେ ରାଜ୍ୟ ସରକାର ରାଜ୍ୟରେ କଟକଣାକୁ କିଛିଟା କୋହଳ କରିଛନ୍ତି । ନିମ୍ନ

ବନ୍ୟାଞ୍ଚଳ ବୁଲି ଦେଖିଲେ ମୁଖ୍ୟମନ୍ତ୍ରୀ: କ୍ଷତିଗ୍ରସ୍ତଙ୍କୁ ୫୦ କିଲୋ ଚାଉଳ, ୫୦୦ ଟଙ୍କା ସହାୟତା ଦେବାକୁ ନିର୍ଦେଶ

ମାସ୍କ ଓ ସାମାଜିକ ଦୂରତା ନିୟମ ପାଳନ ପାଇଁ ବନ୍ୟାଦୁର୍ଗତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୧/୦୯ : ବନ୍ୟା କ୍ଷତିଗ୍ରସ୍ତ ପରିବାରକୁ ୫ କିଲୋ ଲେଖାଏଁ ଚାଉଳ ଓ ୫୦୦ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ନିର୍ଦେଶ ଦେଇଛନ୍ତି
error: Content is protected !!
Open chat