ଆଜିଠାରୁ ଲଘୁଚାପ, ସାରା ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ
ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୨୦-୦୯-୨୦ : ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାଇକ୍ଲୋନିକ ସର୍କୁଲେସନ ଘନୀଭୂତ ହୋଇ ଏକ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠାରୁ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ଥିବାବେଳେ କେତୋଟି ଜିଲ୍ଲାରେ ପ୍ରବଳରୁ!-->…