Monthly Archives

September 2020

ଆନୁଷ୍ଠାନିକ ଭାବେ ବାୟୁସେନାରେ ସାମିଲ ଶକ୍ତିଶାଳୀ ହେଲା ବାୟୁସେନା, ଆରମ୍ଭ ହେଲା ରାଫେଲ ଯୁଗ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୯ : ଭାରତୀୟ ବାୟୁସେନାରେ ୫ଟିଯାକ ରାଫେଲ ଯୁଦ୍ଧ ବିମାନକୁ ଗୁରୁବାର ଆନୁଷ୍ଠାନିକ ଭାବେ ସର୍ବଧର୍ମ ପୂଜା ପରେ ସାମିଲ କରାଯାଇଛି। ରାଫେଲ ଯୁଦ୍ଧ ବିମାନ ସାମିଲ ଅବସରରେ ହରିଆଣାର ଆମ୍ବାଲା ଏୟାରବେସ୍‌ରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ

କରୋନା କବଳରେ କମିଶନରେଟ୍‌ ପୁଲିସ: ୮୦୦ ସିପାହୀ ସମେତ ହୋମ୍‌ ଆସୋଲେସନରେ ସିପି , ଡିସିପି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୧୦/୦୯: କରୋନା ଲଢ଼େଇରେ ଫ୍ରଣ୍ଟଫୁଟ୍‌ର ସିପାହୀ ସାଜିଥିବା ପୁଲିସ ବାହିନୀ ଏବେ ବିପଦରେ । ମାରାତ୍ମକ ‘କରୋନା’ ବ୍ୟାଧି ଭାଇରସ କମିଶନରେଟ୍‌ ପୁଲିସର ଚାରିଆଡେ ଗ୍ରାସି ଗଲାଣି । ଅଦୃଶ୍ୟ ଶତ୍ରୁ ସହ ଲଢ଼ୁଥିବା ୮୦୦ରୁ ଅଧିକ ସିପାହୀ ପଜିଟିଭ୍‌

ଲଦାଖର ଏଲ୍‌ଏସିରେ ହାଇଆଲର୍ଟ; ବାୟୁସେନା ପ୍ରସ୍ତୁତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୦/୦୯ : ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖାରେ ଦେଖାଯାଇଥିବା ସୀମା ଉତ୍ତେଜନାକୁ ନେଇ ଭାରତର ବାୟୁସେନା ବୁଧବାର ସୀମାନ୍ତ ଅଞ୍ଚଳରେ ଏହାର ଯୁଦ୍ଧବିମାନକୁ ଉଡ଼ାଣ କରିଛି। ବାୟୁସେନାର ସୁଖୋଇ, ମିଗ୍‌ ଓ ପରିବହନକାରୀ ବିମାନ ବାରମ୍ବାର ସୀମା ନିକଟରେ

ନିଶାସେବନ ଅଭିଯୋଗର ପ୍ରମାଣ ପାଇଁଁ ମୁମ୍ବଇ ପୁଲିସକୁ କଙ୍ଗନାଙ୍କ ଆହ୍ବାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ବଇ ୦୯/୦୯ : ମହାରାଷ୍ଟ୍ର ପୁଲିସକୁ ମଙ୍ଗଳବାର ଖୋଲା ଆହ୍ବାନ ଦେଇଛନ୍ତି ଅଭିନେତ୍ରୀ କଙ୍ଗନା ରଣାୱତ। ଦିନକ ପରେ ସେ ମୁମ୍ବଇ ଆସିବାକୁ ଥିବାବେଳେ ମୁମ୍ବଇ ପୁଲିସର ସହାସ ଥିଲେ ତାଙ୍କ ବିରୋଧରେ ନିଶାସେବନ ଓ ନିଶାଦ୍ରବ୍ୟ କାରକାରରେ ସମ୍ପୃକ୍ତିର ପ୍ରମାଣ

ଲଦାଖରେ ଭାରତ-ଚୀନ୍ ବିବାଦ ବଢିଲା : ୪୫ ବର୍ଷରେ ପ୍ରଥମ ଥର ଭାରତ-ଚୀନ ସୈନିକଙ୍କ ଭିତରେ ଗୁଳିକାଣ୍ଡ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୮/୦୯ : ଲଦାଖରେ ଭାରତ-ଚୀନ୍ ବିବାଦ ଦିନକୁ ଦିନ ଘନେଇବାରେ ଲାଗିଛି। ସୋମବାର ବିଳମ୍ବିତ ରାତିରେ ପାଙ୍ଗୋଙ୍ଗ ତ୍ସୋ ହ୍ରଦ ନିକଟ ଏଲଏସିରେ ଚୀନ ସୈନିକମାନେ ଗୁଳିକାଣ୍ଡ କରିଥିବାର ଖବର ମିଳିଛି। ତେବେ ଅନ୍ୟପକ୍ଷେ ଚୀନର ସରକାରୀ ଗଣମାଧ୍ୟମ

ଜାନୁଆରୀରୁ ଅଷ୍ଟ୍ରେଲିଆର ସବୁ ଦେଶବାସୀଙ୍କୁ ମାଗଣା କରୋନା ଟୀକା : ସ୍ବାସ୍ଥ୍ୟମନ୍ତ୍ରୀ ଗ୍ରେଗ୍ ହଣ୍ଟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଆଡ଼ିଲେଡ଼ ୦୮/୦୯ : ଆସନ୍ତା ଜାନୁଆରୀ ମାସରୁ ଅଷ୍ଟ୍ରେଲିଆରେ ଦେଶବାସୀଙ୍କୁ ଦିଆଯିବ କରୋନା ଟୀକା । ଅଷ୍ଟ୍ରେଲିଆର ସ୍ବାସ୍ଥ୍ୟମନ୍ତ୍ରୀ ଗ୍ରେଗ୍ ହଣ୍ଟ ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଜାନୁଆରୀରେ ଅଷ୍ଟ୍ରେଲିଆରେ କରୋନା ଟୀକା ମିଳିଯିବ ଏବଂ ଏହି

ରାଜ୍ୟରେ କରୋନା ମହାମାରୀ ସଂକ୍ରମିତ ସଂଖ୍ୟା ବଢୁଥିବା ଲକ୍ଷ୍ୟ କରି OJEE ପରୀକ୍ଷା ସ୍ଥଗିତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ଵର ୦୮/୦୯:ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ସ୍ଥଗିତ ହୋଇଛି । ଆସନ୍ତା ୯ ତାରିଖ (ବୁଧବାର)ରୁ ୧୫ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଅନୁଷ୍ଠିତ ହୋଇଥାଆନ୍ତା । କିନ୍ତୁ ରାଜ୍ୟରେ କରୋନା ମହାମାରୀରେ ଦିନକୁ ଦିନ ସଂକ୍ରମିତ ସଂଖ୍ୟା ବଢୁଥିବା ଲକ୍ଷ୍ୟ

ଭୋଡାଫୋନ- ଆଇଡିଆର ମିଶ୍ରଣ : ବ୍ରାଣ୍ଡ “ଭିଆଇ” ନାମରେ ପରିଚିତ ହେବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୭/୦୯ : ଭୋଡାଫୋନ୍ ଓ ଆଇଡିଆ ଟେଲିକମ କମ୍ପାନୀ ମିଶ୍ରଣର ପ୍ରାୟ ଦୁଇ ବର୍ଷ ପରେ ଏହାର ନୂତନ ନାମ ଘୋଷଣା କରିଛନ୍ତି। ଭୋଡାଫୋନ୍ ଆଇଡିଆ ବର୍ତ୍ତମାନ ବଜାରରେ ଭିଆଇ(vi ) ଭାବରେ ପରିଚିତ ହେବେ। ଭୋଡାଫୋନ ପାଇଁ ‘ଭି’ ଓ ଆଇଡିଆ ପାଇଁ ‘ଆଇ’ ରଖାଯାଇଛି।

ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦାବୀ ନେଇ ରାଜ୍ୟର ୩୧୪ ବ୍ଲକକୁ ଯୁବକଙ୍କ ପଦଯାତ୍ରା

ଧର୍ମଗଡ,(ଯୁବରାଜ ଅଗ୍ରୱାଲ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୯: ଓଡ଼ିଶାକୁ ସ୍ୱତ୍ୱନ୍ତ୍ର ରାଜ୍ୟ ପାହ୍ୟା ଦାବିରେ ଆଜିକୁ ୪୨୨ ଦିନ ହେବ ଓଡ଼ିଶାର ୩୧୪ ବ୍ଲକକୁ ପଦଯାତ୍ରା କରୁଛନ୍ତି ଜଣେ ଯୁବକ । ସତ୍ୟବ୍ରତ ଦାସ ଆଜିକୁ ୪୨୨ଦିନ ତଳେ ଯାଜପୁର ଜିଲ୍ଲା ବଡ଼ଚଣା ବ୍ଲକରୁ ନିଜ ପଦ ଯାତ୍ରା ଆରମ୍ଭ

ପୁଣି ଇତିହାସ ରଚିଲା ଡି.ଆର‌.ଡି.ଓ. : ଆଜି ଧାମରାସ୍ଥ ଅବଦୁଲ୍‌ କଲାମ ଦ୍ୱୀପରୁ ହେଲା ହାଇପରସୋନିକ‌ ଗତିଶୀଳଯାନର ସଫଳ…

ବାଲେଶ୍ୱର/ଚାନ୍ଦବାଲି,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୭/୦୯ : ଆଜି ଭାରତୀୟ ପ୍ରତିରକ୍ଷା ଗବେଷଣା ପ୍ରତିଷ୍ଠାନ (ଡିଆର‌ଡିଓ) ପକ୍ଷରୁ ଭଦ୍ରକ ଜିଲ୍ଲା ଧାମରାସ୍ଥିତ ଅବଦୁଲ୍‌ କଲାମ ଦ୍ୱୀପର ୪ ନମ୍ବର ଲଞ୍ଚପ୍ୟାଡ‌ରୁ ହାଇପରସୋନିକ‌ ଗତିଶୀଳଯାନ (ଏଚ୍ଏସ‌ଟିଡିଭି / ହାଇପରସୋନିକ୍‌ ଟେ‌କ୍ନୋଲୋଜି
error: Content is protected !!
Open chat