Monthly Archives

October 2020

ଗୃହିଣୀ ମାନଙ୍କ ପାଇଁ ଆଶ୍ବସ୍ତିକର ଖବର: ଲଗାତାର ଭାବେ ଖସୁଛି ସୁନା ଦର ! !

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆଶ୍ୱସ୍ତି ପ୍ୟାକେଜକୁ ନେଇ ଟ୍ୱିଟ୍ କରି ଆଶ୍ୱସ୍ତି ପ୍ୟାକେଜରେ ହସ୍ତାକ୍ଷର କରିବା କଥା କହିଛନ୍ତି । ଏହା ପରେ ସାରା ବିଶ୍ୱରେ ସେୟାର ମାର୍କେଟରେ ଗତି ଦେଖିବାକୁ ମିଳିଛି । କାରଣ ଆମେରିକା ବିଶ୍ୱର

ନୀତୀଶ କୁମାର: ବିଧାୟକ ନ ଥାଇ ୬ଥର ହେଲେଣି ମୁଖ୍ୟମନ୍ତ୍ରୀ ! !

ନୂଆଦିଲ୍ଲୀ/ପାଟନା,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ସତ, ବିହାରର ମୁଖ୍ୟମନ୍ତ୍ରୀ ଭାବେ ୬ ଥର ଶପଥ ନେଇଥିବା ଜେଡିୟୁ ନେତା ନୀତୀଶ କୁମାର ନିଜ ମୁଖ୍ୟମନ୍ତ୍ରିତ୍ୱ ସମୟରେ ଥରେ ବି ବିଧାୟକ ହୋଇନାହାନ୍ତି।  ନୀତୀଶ କୁମାର ଯେତେବେଳେ ପ୍ରଥମଥର ପାଇଁ

“ଭାରତର ସାର୍ବଭୌମତ୍ୱ ରକ୍ଷା କରିବାକୁ ବାୟୁସେନା ସର୍ବଦା ପ୍ରସ୍ତୁତ” : ଭାରତୀୟ ବାୟୁସେନାର ୮୮ତମ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ଆଜି ଅକ୍ଟୋବର ୮, ଦେଶର ବାୟୁସେନା ଏହାର ୮୮ତମ ପ୍ରତିଷ୍ଠା ଦିବସ ପାଳନ କରିଛି। ଏହି ଅବସରରେ ଗାଜିଆବାଦର ହିଣ୍ଡନ ଏୟାରବେସ୍‍ ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇସାରିଛି। ଏହି ଅବସରରେ ଗାଜିଆବାଦର ହିଣ୍ଡନ ଏୟାରବେସରେ ଏକ

ଆଜି ଠାରୁ ମୋଦୀଙ୍କ ‘ଜନ ଆନ୍ଦୋଳନ’- ଔଷଧ ନ ଆସିବା ଯାଏଁ ଢିଲା ନାହିଁ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୮-୧୦-୨୦ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି , ଏହାକୁ ନେଇ ସଭିଁଙ୍କୁ ଅଧିକରୁ ଅଧିକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଠାରୁ ଏକ ‘ଜନ ଆନ୍ଦୋଳନ’ ଆରମ୍ଭ କରିଛନ୍ତି। ମୋଦୀ ଟ୍ୱିଟ କରି କହିଛନ୍ତି , ଔଷଧ

ରାଜ୍ୟରେ ମନ୍ଦିର ଖୋଲିବା ନେଇ ମିଳିଲା ସଂକେତ, ମନ୍ଦିର ପ୍ରଶାସନକୁ ଚିଠି ଜାରି କଲେ ସରକାର

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୮-୧୦-୨୦ : ମହାମାରୀ କରୋନା ଭାଇରସ୍‌ ପାଇଁ ମାସ ମାସ ଧରି ରାଜ୍ୟର ମନ୍ଦିରଗୁଡ଼ିକ ବନ୍ଦ ରହିଥିବା ବେଳେ ମନ୍ଦିର ଖୋଲିବା ନେଇ ସଂକେତ ଦେଇଛନ୍ତି ରାଜ୍ୟ ସରକାର। କିପରି କୋଭିଡ ନିୟମ ମାନି ମନ୍ଦିର ଖୋଲା ଯାଇପାରିବ ପୁରୀ ଶ୍ରୀମନ୍ଦିର

ଚାରିଧାମ ଦେବସ୍ଥାନମ ବୋର୍ଡକୁ ୫ କୋଟି ଲେଖାଏଁ ଦାନ କଲେ ଅନନ୍ତ ଅମ୍ବାନୀ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୮-୧୦-୨୦ : ଉତ୍ତରାଖଣ୍ଡର ଚାରିଧାମ ଦେବସ୍ଥାନମ ବୋର୍ଡକୁ ରିଲାଏନ୍ସ ଗ୍ରୁପର ମାଲିକ ମୁକେଶ ଅମ୍ବାନୀଙ୍କ ପରିବାର ତରଫରୁ ୫ କୋଟି ଟଙ୍କା ଦାନ କରାଯାଇଛି । ମୁକେଶଙ୍କ ପୁଅ ଅନନ୍ତ ଏହି ଦାନ କରିଛନ୍ତି । କରୋନା ସଂକ୍ରମଣ ଜନିତ ଲକ୍‌ଡାଉନ ଯୋଗୁ ଏହି

ରାଜଭବନର ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା : ୨ ଗୁରୁତରଙ୍କ ମଧ୍ୟରୁ ଜଣଙ୍କର ଏସସିବି ମେଡିକାଲରେ ମୃତ୍ୟୁ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୮-୧୦-୨୦ : ଗତକାଲି ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ଗୁରୁତର ହୋଇ କଟକ ଏସ୍‌ସିବିକୁ ସ୍ଥାନାନ୍ତର ହୋଇଥିବା ଦୁଇ ଆହତ ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ଏନେଇ ଏସସିବି ମେଡକାଲ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ

୯ରୁ ପୁଣି ଏକ ଲଘୁଚାପ, ୧୧ରୁ ବଢ଼ିବ ବର୍ଷା: ସତର୍କ ସୂଚନା ଜାରି କଲେ ସ୍ୱତନ୍ତ୍ର ରିଲିଫ୍‌ କମିଶନର

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୦୮-୧୦-୨୦ : ଗୋଟିଏ ଲଘୁଚାପ ପଳାଇଲା। ପୁଣି ଆଉ ଗୋଟିଏ ଦାନା ବାନ୍ଧୁଛି। ଆସନ୍ତା ୯ ତାରିଖବେଳକୁ ଲଘୁଚାପ ରୂପ ନେବ। ଏହା ପରେ ତୃତୀୟ ସପ୍ତାହରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି। ସମ୍ଭାବ୍ୟ ଦୁଇଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି

ସର୍ବସାଧାରଣ ସ୍ଥାନରେ ଧାରଣା ଓ ପ୍ରତିବାଦ ବନ୍ଦ : ସୁପ୍ରିମକୋର୍ଟ

ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ,୦୮-୧୦-୨୦ :ଏଣିକି ସର୍ବସସାଧାରଣ ସ୍ଥାନରେ ଧାରଣା କିମ୍ବା ପ୍ରତିବାଦ ସଭା କରି ପାରିବେନି ଆନ୍ଦୋଳନକାରୀ । ଅନିର୍ଦ୍ଧିଷ୍ଟ  କାଳ ପର୍ଯ୍ୟନ୍ତ ଏହି ରାୟ ଶୁଣାଇଛନ୍ତି ଦେଶର ସର୍ବୋଚ୍ଚ ଅଦାଲତ । ଶାହିନବାଗରେ ନାଗରିକତା ସଂଶୋଧନ ଆଇନ ବା ସିଏଏକୁ ବିରୋଦ୍ଧ

କେନ୍ଦ୍ର କ୍ୟାବିନେଟ‌ ନିଷ୍ପତ୍ତି ଉପରେ କେନ୍ଦ୍ରମନ୍ତ୍ରୀଙ୍କ ସାମ୍ବାଦିକ ସମ୍ମିଳନୀ: “ପ୍ରାକୃତିକ ଗ୍ୟାସ…

ନୂଆଦିଲ୍ଲୀ/ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୦୮/୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ବସିଥିବା କ୍ୟାବିନେଟ୍‌ ବୈଠକରେ ପ୍ରାକୃତିକ ଗ୍ୟାସ ମାର୍କେଟିଂ ସଂସ୍କାରକୁ ମଞ୍ଜୁରି ଦିଆଯାଇଥିବା ବେଳେ ଏହା ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତି କରିବା ଦିଗରେ ବଡ଼
error: Content is protected !!
Open chat