Monthly Archives

December 2020

୨୦୨୧ ମେ’ ୪ରୁ ସିବିଏସଇ ବୋର୍ଡ ପରୀକ୍ଷା, ଘୋଷଣା କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

କରୋନା ମହାମାରୀ ଦୃଷ୍ଟିରୁ ଆସନ୍ତା ବର୍ଷ ସିବିଏସଇ ବୋର୍ଡ ପରୀକ୍ଷା କେବେ ହେବ ସେ ନେଇ ଅନିଶ୍ଚିତତା ଲାଗି ରହିଥିବା ବେଳେ ଆଜି କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ବୋର୍ଡ ପରୀକ୍ଷା ତାରିଖ ଘୋଷଣା କରିଛନ୍ତି। ଘୋଷଣା ମୁତାବକ ଆସନ୍ତାବର୍ଷ ମେ’ ୪ରୁ ଦଶମ ଓ ଦ୍ୱାଦଶ ବୋର୍ଡ…

ଓଡ଼ିଶାରେ ଆଜି ରାତି ୧୦ରୁ ନାଇଟ୍ କର୍ଫ୍ୟୁ, ଟ୍ବିନ ସିଟିରେ ୧୪୪ ଧାରା

ଦ୍ବୈତନଗରୀ ରାତି ୯ଟା ସୁଦ୍ଧା ସବୁ କାମସାରି ଘରକୁ ଫେରିବାକୁ ସିପିଙ୍କ ପରାମର୍ଶ ଭୁବନେଶ୍ବର: ବ୍ରିଟେନର ନୂଆ ଷ୍ଟ୍ରେନ ଏବେ ସମଗ୍ର ଭାରତ ପାଇଁ ମୁଣ୍ଡ ବ୍ୟଥାର କରାଣ ପାଲଟିଛି। ଏହାକୁ ଦୃଷ୍ଟିରେ ରଖି ଡ଼ିସେମ୍ବର ୩୧ ମଧ୍ୟରାତ୍ରିରେ ପୁରୁଣା ବର୍ଷକୁ ବିଦାୟ ଦେବା ଓ ନୂଆ ବର୍ଷକୁ ସ୍ବାଗତ…

ନୂଆବର୍ଷ ପାଇଁ ଦିଲ୍ଲୀ ଓ ମୁମ୍ବଇରେ ନାଇଟ୍ କର୍ଫ୍ୟୁ

ନୂଆଦିଲ୍ଲୀ: ଡ଼ିସେମ୍ବର ୩୧ ମଧ୍ୟରାତ୍ରିରେ ପୁରୁଣା ବର୍ଷକୁ ବିଦାୟ ଦେବା ଓ ନୂଆ ବର୍ଷକୁ ସ୍ବାଗତ ନିମନ୍ତେ ଆୟୋଜନ କରାଯାଉଥିବା ‘‘ଜିରୋ ନାଇଟ୍’’ ଓ ନୂଆବର୍ଷ ପାଳନ ପାଇଁ ଦିଲ୍ଲୀ ସରକାର କଟକଣା ଜାରି କରିଛନ୍ତି। ଆଜି ଓ ଆସନ୍ତାକାଲି ଆର୍ଥାତ ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖ ପାଇଁ…

ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର: ଲୋକପ୍ରିୟ ସଙ୍ଗୀତ ନିର୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ ହୋଇଛି। ରାତି ୧୨ଟା ୩୦ରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଶାନ୍ତନୁଙ୍କ ପରଲୋକ ନେଇ ପୁଅ କୌଶିକ ମହାପାତ୍ର ସୂଚନା…

ବୋଥ୍ରାଙ୍କୁ ମିଳିଲା ପଦୋନ୍ନତି : ଏଡିଜି ପାହ୍ୟାକୁ ପ୍ରମୋସନ୍ ଦେଲେ ରାଜ୍ୟ ସରକାର

ଭୁବନେଶ୍ବର : ପଦୋନ୍ନତି ପାଇଲେ ଆଇଜି ଅରୁଣ ବୋଥ୍ରା । ଏଡିଜି ପାହ୍ୟାକୁ ଆଇପିଏସ୍ ଅରୁଣ ବୋଥ୍ରାଙ୍କୁ ପ୍ରମୋସନ୍ ଦେଇଛନ୍ତି ରାଜ୍ୟ ସରକାର । ଅରୁଣ ବୋଥ୍ରାଙ୍କ ସହ ରାଜ୍ୟ ସରକାର ୧୯୯୬ ବ୍ୟାଚ୍‌ର ଆଉ ଦୁଇ ଜଣ ଆଇପିଏସଙ୍କୁ ମଧ୍ୟ ଏଡିଜି ପାହ୍ୟାକୁ ପଦୋନ୍ନତି ଦେଇଛନ୍ତି। ଆଇଜି ପାହ୍ୟାରେ ଥିବା…

ଭାରତରେ ପହଞ୍ଚିଲା କରୋନାର ନୂଆ ଷ୍ଟ୍ରେନ; ୬ ବ୍ରିଟେନ ଫେରନ୍ତା ସଂକ୍ରମିତ

ନୂଆଦିଲ୍ଲୀ: ଶେଷରେ ଭାରତରେ ପହଞ୍ଚିଛି ବ୍ରିଟେନରେ ଆତଙ୍କ ଖେଳାଇଥିବା କରୋନାର ନୂଆ ଷ୍ଟ୍ରେନ। ଏହା ଜଣାପଡ଼ିବା ପରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଚିନ୍ତାରେ ପଡ଼ିଛି। ୬ ବ୍ରିଟେନ ଫେରନ୍ତାଙ୍କ ନିକଟରେ ଏହି ନୂଆ ଷ୍ଟ୍ରେନ ଠାବ ହେବା ପରେ ସମସ୍ତ ଆକ୍ରାନ୍ତଙ୍କୁ ଆଇସୋଲେଟ କରି ରଖାଯାଇଥିବା…

କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି : ସରକାରୀ ସ୍କୁଲରେ ପାଠ ପଢିଲେ ଡାକ୍ତରୀ ଓ ଇଂଜିନୟରିଂ ପାଇଁ ସଂରକ୍ଷଣ

ଭୁବନେଶ୍ବର : ଚଳିତ ବର୍ଷର ଶେଷ ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ କରାଯାଇଛି। ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚ ଶିକ୍ଷା ପାଇଁ ସଂରକ୍ଷଣ…

ରାଜଧାନୀରେ ପାଳନ ହେବନି ଜିରୋ ନାଇଟ : ଘରେ ରହି ନୂଆ ବର୍ଷ ପାଳନ କରିବାକୁ ବିଏମସିର ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ବିଭିନ୍ନ ହୋଟେଲ, କ୍ଲବ, କନଭେନସନ୍ ହଲ୍ ଓ କଲ୍ୟାଣ ମଣ୍ଡପ ଆଦିରେ ଜିରୋ ନାଇଟ୍ ସେଲିବ୍ରେସନକୁ ବାରଣ କରାଯାଇଛି। ଜନସମାଗମ ଉପରେ ବିଏମସି (ଭୁବନେଶ୍ୱର ମହାନଗର ନିଗମ) ପକ୍ଷରୁ ରୋକ ଲଗାଯାଇଛି। ଏନେଇ ବିଏମସି କମିସନର ନିର୍ଦ୍ଦେଶନାମା…

ଦେଶରେ ପ୍ରଥମ: ଦିଲ୍ଲୀରେ ଗଡ଼ିଲା ଚାଳକ ବିହୀନ ଟ୍ରେନ, ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦେଶରେ ପ୍ରଥମ କରି ରାଜଧାନୀ ନୂଆଦିଲ୍ଲୀରେ ଗଡ଼ିଛି ଚାଳକ ବିହୀନ ଟ୍ରେନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପୂର୍ବାହ୍ନରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ସବୁଜ ପତାକା ଦେଖାଇ ଏହି ସେବାର ଶୁଭାରମ୍ଭ କରିଛନ୍ତି। ଏହି ଟ୍ରେନ ଦିଲ୍ଲୀ ମେଟ୍ରୋର ମାଜେଣ୍ଟା ଲାଇନ (ଜନକପୁରୀ…

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ସୌରଭ ଗାଙ୍ଗୁଲି, ରାଜନୈତିକ ମହଲରେ ଚର୍ଚ୍ଚା

କୋଲକାତା,୨୭/ ୧୨: ଆଗକୁ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଏଥିପାଇଁ ସଜବାଜ ସମସ୍ତ ରାଜନୈତିକ ଦଳ। ଏସବୁ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ସଭାପତି ତଥା ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ରାଜନୀତିରେ ଏଣ୍ଟ୍ରି କରିବା ନେଇ ଚର୍ଚ୍ଚା ଜୋର…
error: Content is protected !!
Open chat