ଦ୍ୱିତୀୟ ଟି-୨୦: ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିସ୍ଫୋରକ ବ୍ୟାଟିଂ କଲା କମାଲ , ୨-୦ରେ ଶୃଙ୍ଖଳା ଜିତିଲା ଭାରତ
ସିଡନି: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ରେ ହାର୍ଦ୍ଦିକ ପାଣ୍ଡ୍ୟା ବିସ୍ଫୋରକ ବ୍ୟାଟିଂ କରିଛନ୍ତି। ସିଡନି କ୍ରିକେଟ ଗ୍ରାଉଣ୍ଡରେ ଅଷ୍ଟ୍ରେଲିଆ ପକ୍ଷରୁ ମିଳିଥିବା ୧୯୫ ରନ୍ର ବିଜୟ ଲକ୍ଷ୍ୟକୁ ଭାରତ ୪ଟି ଉଇକେଟ୍ ହରାଇ ୧୯.୪ ଓଭରରେ ପୂରା କରିଛି। ଏହି!-->…