Daily Archives

December 11, 2020

ପ୍ରଦୀପଙ୍କ ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ରୁଜୁ ହୋଇଥିବା ଦୁର୍ନୀତି ମାମଲାକୁ ଲୋକାୟୁକ୍ତ ଆଜି ଭିଜିଲାନ୍ସକୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି| ଦୁର୍ନୀତି ମାମଲାର ତଦନ୍ତ ଲାଗି ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି | ଗତ ୭…

ରାଜସ୍ଥାନରେ ପୁଣି ଗେହଲଟଙ୍କୁ ଘାରିଲାଣି ସରକାର ଭାଙ୍ଗିବା ଭୟ, ସମର୍ଥନରୁ ଓହରିଲେ ୨ BTP ବିଧାୟକ

ରାଜସ୍ଥାନ: ପଞ୍ଚାୟତ ନିର୍ବଚନରେ ରାଜ୍ୟରେ ବିଜେପି ଠାରୁ ବହୁ ପଛରେ ପଡିଯାଇଛି କଂଗ୍ରେସ ଦଳ । ରାଜ୍ୟରେ କଂଗ୍ରେସ ସରକାର ରହିଥିଲେ ମଧ୍ୟ ବିରୋଧି ବିଜେପି ପଞ୍ଚାୟତ ନିର୍ବାଚନରେ ନିଜକୁ ଶକ୍ତିଶାଳି ପ୍ରମାଣିତ କରିଛି । ଫଳାଫଳ ପାଇଁ କ୍ଷମତାଶିନ ଅଶୋକ ଗେହଲଟ ସରକାରଙ୍କ ଆଗରେ ଏବେ ଏକ ସଙ୍କଟ…

ସରକାରଙ୍କୁ ଆନ୍ନା ହଜାରେଙ୍କ ଚେତାବନୀ, ଚାଷୀଙ୍କ ଦାବି ପୂରଣ ନହେଲେ ହେବ ଜନ ଆନ୍ଦୋଳନ

ସମାଜସେବୀ ଆନ୍ନା ହାଜାରେ ଆନ୍ଦୋଳନକାରୀ କୃଷକଙ୍କୁ ସମର୍ଥନ କରିଛନ୍ତି।ସେ କହିଛନ୍ତି ଯେ ଯଦି ଚାଷୀଙ୍କ ଦାବି ପୂରଣ ନହୁଏ ତେବେ ସେ ଚାଷୀଙ୍କ ସମର୍ଥନରେ କେନ୍ଦ୍ର ସରକାରଙ୍କ ବିରୋଧରେ ଜନ ଆନ୍ଦୋଳନ ଆରମ୍ଭ କରିବେ। ୮୩ ବର୍ଷିୟ ଆନ୍ନା ହାଜାରେ କହିଛନ୍ତି, ‘ଲୋକପାଲ ଆନ୍ଦୋଳନ ତତ୍କାଳୀନ…

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଆନ୍ଦୋଳନରତ ଚାଷୀଙ୍କ ବିରୋଧରେ ସରକାରଙ୍କ ପକ୍ଷରୁ ରୁଜ୍ଜୁ ହେଲା ମାମଲା

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦିଲ୍ଲୀ ଏବଂ ହରିୟାଣା ମଧ୍ୟରେ ଥିବା ସିଙ୍ଗୁ ସୀମାରେ ଟ୍ରାଫିକ ସିଗନାଲରେ ବସିଥିବା ଆନ୍ଦୋଳନରତ କୃଷକ ଗୋଷ୍ଠୀଙ୍କ ବିରୋଧରେ ଦିଲ୍ଲୀ ପୁଲିସ ଆଜି ଏକ ମାମଲା ଦାୟର କରିଛି। କୋଭିଡ୍‌-୧୯ ପ୍ରୋଟୋକଲର ଉଲ୍ଲଂଘନ ପାଇଁ ଏହି ମାମଲା ଦାୟର କରାଯାଇଛି ବୋଲି…

ମମତାଙ୍କୁ ରାଜ୍ୟପାଳଙ୍କ ଚେତାବନୀ; ‘ନିଆଁ ସହ ଖେଳନାହିଁ’

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ବୃଦ୍ଧି ପାଇଥିବା ରାଜନୈତିକ ଛକାପଞ୍ଛା ଏବଂ ଆଇନ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିବାକୁ ନେଇ ରାଜ୍ୟପାଳ ଜଗଦୀପ ଧନଖଡ଼ ଶୁକ୍ରବାର ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ରାଜ୍ୟପାଳ ରାଜ୍ୟର ଆଇନ ବ୍ୟବସ୍ଥା ଉପରେ ଚିନ୍ତାବ୍ୟକ୍ତ…

ଜୋ ବାଇଡେନ୍ ଓ କମଲା ହ୍ୟାରିସ ‘ଟାଇମ ପର୍ସନ ଅଫ ଦ ଇୟର’

ନ୍ୟୁୟର୍କ: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ-ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଟାଇମ୍‌ ପର୍ସନ ଅଫ ଦ ଇୟର ଭାବେ ଚୟନ କରାଯାଇଛି। ଲୋକପ୍ରିୟ ପତ୍ରିକା ଟାଇମ୍‌ ପକ୍ଷରୁ ଉଭୟଙ୍କୁ ୨୦୨୦ ବର୍ଷ ପାଇଁ ‘ପର୍ସନ ଅଫ୍‌ ଦ ଇୟର’ ସମ୍ମାନରେ ସମ୍ମାନିତ କରାଯାଇଛି। ଉଭୟ…

୨୦୨୧ରେ ବାତିଲ ହେବନି ନିଟ୍‌ ପରୀକ୍ଷା: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ

ନୂଆଦିଲ୍ଲୀ,୧୧/୧୨: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଗୁରୁବାର ଏକ ୱେବିନାରରେ ଘୋଷଣା କରିଛନ୍ତି ଯେ ଆସନ୍ତା ବର୍ଷ ସିବିଏସଇ ୧୦ମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯିବ ନାହିଁ । ତେଣୁ ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ପାଇଁ ନିଜର ପ୍ରସ୍ତୁତି କରନ୍ତୁ। ସେହିପରି…

ପଶ୍ଚିମବଙ୍ଗ ମୁଖ୍ୟ ସଚିବ, ଡିଜିପିଙ୍କୁ ଦିଲ୍ଲୀ ସମନ୍‌

କୋଲକାତା: ପଶ୍ଚିମବଙ୍ଗରେ ବିଜେପି ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଆକ୍ରମଣ ଘଟଣା ପରେ ପୁଣି ଥରେ କେନ୍ଦ୍ର-ରାଜ୍ୟ ମୁହାଁମୁହିଁ ହୋଇଛନ୍ତି। ନଡ୍ଡାଙ୍କ ଉପରେ ଆକ୍ରମଣକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରିପୋର୍ଟ ତଲବ କରାଯାଇଥିଲା। ଶୁକ୍ରବାର ରାଜ୍ୟପାଳ ଜଗଦୀପ ଧନଖଡ଼ ଗୃହ…

ରାଉରକେଲା: ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ଅନ୍ତର୍ଜାତୀୟ ହକି ସଂଘ ସଭାପତି

ରାଉରକେଲା: ହକି ଷ୍ଟାଡିୟମର ସ୍ଥିତି ଅନୁଧ୍ୟାନ କଲେ ଅନ୍ତର୍ଜାତୀୟ ହକି ସଂଘ ସଭାପତି l ସଭାପତି ନରେନ୍ଦ୍ର ବାତ୍ରାଙ୍କ ନେତୃତ୍ୱରେ ଏକ ଟିମ୍ ସକାଳ ପ୍ରାୟ ୯ଟାରେ ଷ୍ଟାଡିୟମରେ ପହଞ୍ଚିଥିଲେ l ସେମାନଙ୍କ ସହ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଳ ପବନ କଲ୍ୟାଣ, ଆରଏମସି କମିସନର ଦିବ୍ୟଜ୍ୟୋତି ପରିଡା…

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ, ଦଳକୁ ଶକ୍ତିଶାଳୀ କରିବା ମନ୍ତ୍ର ଦେବେ ପୁରନ୍ଦେଶ୍ୱରୀ

ଭୁବନେଶ୍ବର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ପ୍ରଭାରୀ ଡି ପୁରନ୍ଦେଶ୍ୱରୀଙ୍କ ଅଧ୍ୟକ୍ଷତାରେ ୪ଟି ପର୍ଯ୍ୟାୟରେ ଏହି ବୈଠକ ହେବ। ସମସ୍ତ ଜିଲ୍ଲା ସଭାପତି, ପ୍ରଭାରୀ, ପଦାଧିକାରୀ, ବିଧାୟକ, ସାଂସଦ, ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କ ସହ ବୈଠକ ହେଉଛି।…
error: Content is protected !!
Open chat