Daily Archives

December 12, 2020

ନଡ୍ଡାଙ୍କ ଉପରେ ଆକ୍ରମଣ ମାମଲା : ପଶ୍ଚିମବଙ୍ଗର ୩ ଆଇପିଏସ୍ ଅଧିକାରୀଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଡକାଇଲା ଗୃହ…

ନୂଆଦିଲ୍ଲୀ : କେନ୍ଦ୍ର ସରକାର ଓ ପଶ୍ଚିମବଙ୍ଗ ସରକାରଙ୍କ ମଧ୍ୟରେ ଚାଲିଥିବା ବିବାଦ ଆହୁରି ଜଟିଳ ସ୍ତରକୁ ଚାଲିଯାଇଛି । ରାଜ୍ୟର ମୁଖ୍ୟ ଶାସନ ସଚିବ ଓ ଡିଜିପିଙ୍କୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ସମନ କରିଥିଲେ ମଧ୍ୟ ସେମାନେ ଦିଲ୍ଲୀ ଯିବାକୁ ମନା କରିବା ପରେ କେନ୍ଦ୍ର ନିଜର ପରବର୍ତ୍ତୀ

ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର ! ୬୫ ବର୍ଷରୁ ଅଧିକ ବୟସ୍କ ଏବଂ ପିଲାଙ୍କୁ ନଆସିବାକୁ କରାଯିବ ଅନୁରୋଧ

ଜାନୁଆରି ୧ ଓ ୨ ତାରିଖ ଦୁଇ ଦିନ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ପୁରୀ ୧୨।୧୨ : ଖୋଲିବ ଶ୍ରୀମନ୍ଦିର । ଶ୍ରୀ ମନ୍ଦିର ଖୋଲିବା ନେଇ ରାଜ୍ୟ ସରକାରଙ୍କୁ ସୁପାରିସ୍‌ କରାଯିବ। ୨ ଦିନ ଭିତରେ ରାଜ୍ୟ ସରକାରଙ୍କୁ ସୁପାରିସ କରାଯିବ। ସରକାରଙ୍କଠାରୁ ଅନୁମତି ମିଳିବା ପରେ ଶ୍ରୀମନ୍ଦିର ଖୋଲାଯିବ।

କୃଷକ ଆନ୍ଦୋଳନରେ ସାମିଲ ହେବାକୁ ଆସୁଛି ୧୫୦୦ ଟ୍ରାକ୍ଟର, ସାଙ୍ଗରେ ଅଛନ୍ତି ୩୦ ହଜାର କୃଷକ

ନୂଆଦିଲ୍ଲୀ,୧୨।୧୨: କେନ୍ଦ୍ର ସରକାରଙ୍କ ତିନୋଟି କୃଷି ଆଇନ ବିରୋଧରେ ଆନ୍ଦୋଳନକାରୀ କୃଷକ ଏବେ ସଂଗ୍ରାମ ଜାରି ରଖିଛନ୍ତି। ଆଗକୁ ମଧ୍ୟ ଏହାକୁ ଆହୁରି ବଡ ଧରଣ କରିବାର ଯୋଜନାରେ ଅଛନ୍ତି। ଭାରତୀୟ କୃଷକ ୟୁନିୟନର ଅଧ୍ୟକ୍ଷ ବଲବୀର. ଏସ୍. ରାଜେଓ୍ବାଲ କହିଛନ୍ତି, ଆମେ ୧୨ ଡିସେମ୍ବରରୁ

ପୁଣି ଚର୍ଚ୍ଚାରେ ନୟାଗଡ଼: ଗାଁ ଦାଣ୍ଡରୁ ଆଉ ଜଣେ ଶିଶୁ କନ୍ୟା ନିଖୋଜ

ନୟାଗଡ : ନୟାଗଡର ବହୁ ବହୁ ଚର୍ଚ୍ଚିତ ଶିଶୁକନ୍ୟା ପରୀର ମୃତ୍ୟୁ ରହସ୍ୟ ଏପର୍ଯ୍ୟନ୍ତ ରହସ୍ୟ ଘେରରେ ଥିବା ବେଳେ ପୁଣି ନୟାଗଡରେ ଘଟିଛି ଏହାର ପୁନରାବୃତ୍ତି। ପରୀକୁ କିଏ ହତ୍ୟା କଲା ଏବଂ କାହିଁକି ହତ୍ୟା କଲା ତାହାର ତଦନ୍ତ ଚାଲିଥିବା ବେଳେ ନୟାଗଡରୁ ଆଉ ଏକ ଶିଶୁ କନ୍ୟା ନିଖୋଜ ଘଟଣା

ସାଧାରଣତନ୍ତ୍ର ଦିବସରେ ଉତ୍ତର ପ୍ରଦେଶ ପ୍ରଜ୍ଞାପନ ମେଢ଼ରେ ପ୍ରଦର୍ଶନ ହେବ ଅଯୋଧ୍ୟାର ରାମ ମନ୍ଦିର

ଲକ୍ଷ୍ନୌ: ନୂଆଦିଲ୍ଲୀର ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ଉତ୍ତର ପ୍ରଦେଶର ପ୍ରଜ୍ଞାପନ ମେଢ଼ରେ ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ସମେତ ସେଠାକାର ସଂସ୍କୃତି, ପ୍ରଥା ଏବଂ କଳାକୃତି ପ୍ରଦର୍ଶନ କରାଯିବ। ରାଜ୍ୟ ସରକାରଙ୍କ ବିବୃତି ଅନୁସାରେ, ୨୦୨୧ ପ୍ରଜ୍ଞାପନ ମେଢ଼ର ଶୀର୍ଷକ

କଂଗ୍ରେସର ଗୁମର ଖୋଲୁଛି ପ୍ରଣବଙ୍କ ପୁସ୍ତକ ‘ଦ ପ୍ରେସିଡେନ୍ସିଆଲ ଇୟର୍ସ’ ; ୨୦୧୪ ନିର୍ବାଚନରେ ପରାଜୟ ପାଇଁ ସୋନିଆ ଓ…

ନୂଆଦିଲ୍ଲୀ: ୨୦୧୪ ନିର୍ବାଚନରେ କଂଗ୍ରେସର ପରାଜୟ ପାଇଁ ସୋନିଆ ଗାନ୍ଧୀ ଏବଂ ମନମୋହନ ସିଂହ ଦାୟୀ। ଏପରି ଚାଞ୍ଚଲ୍ୟକର ତଥ୍ୟ ଲେଖିଯାଇଛନ୍ତି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ। ସେ ତାଙ୍କ ଅନୁଭୂତିର ପୁସ୍ତକ ‘ଦ ପ୍ରେସିଡେନ୍ସିଆଲ ଇୟର୍ସ’ର ଅନ୍ତିମ ସଂସ୍କରଣରେ ଏହା ଲେଖିଛନ୍ତି।

ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହିଁ ବିଜେଡି, ଓଡ଼ିଶାରେ ସୁଶାସନ ନୁହେଁ କୁଶାସନ ଚାଲିଛି: ଡି.…

ଭୁବନେଶ୍ବର : ଓଡ଼ିଶା ବିଜେପି ପ୍ରଭାରୀ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ରାଜ୍ୟ ସରକାର ଓ ବିଜେଡି ଉପରେ ବର୍ଷିଛନ୍ତି । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ଆଜି ଗସ୍ତର ଶେଷ ଦିନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ

ବ୍ରିଟେନ, କାଡ଼ାନା ପରେ ଫାଇଜରକୁ ଜରୁରିକାଳୀନ ବ୍ୟବହାର ଅନୁମତି ଦେଲା ଆମେରିକା

ଫାଇଜର ବାୟୋଏନଟେକ୍‌ ଦ୍ବାରା ପ୍ରସ୍ତୁତ କରୋନା ଟିକା ଫାଇଜରକୁ ଆମେରିକା ଜରୁରିକାଳୀନ ଅନୁମତି ପ୍ରଦାନ କରିଛି। ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ ଟିକାର ପ୍ରୟୋଗ ପାଇଁ ମଞ୍ଜୁରୀ ଦେଇଛି। ଏହି ଟିକାକୁ ଜରୁରିକାଳୀନ ଅନୁମତି ଦେବାରେ ଆମେରିକା ବିଶ୍ଵର ୩ୟ ଦେଶ। ପ୍ରଥମେ ବ୍ରିଟେନ ଏବଂ ପରେ

ବିଶ୍ୱ ସ୍ୱାସ୍ଥ୍ୟ ସେବାରେ ନୂଆ ମାଇଲଖୁଣ୍ଟ, ହାତ ମିଳାଇଲେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ରେଡକ୍ରସ୍

- ସ୍ଵାକ୍ଷର ହେଲା 'ରେଡ୍ ଚ୍ୟାନେଲ ଚୁକ୍ତିନାମା' ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏବଂ ଆନ୍ତର୍ଜାତୀୟ ଫେଡେରେସନ୍ ଅଫ୍ ରେଡକ୍ରସ୍ ଓ ରେଡ୍ କ୍ରିସେଣ୍ଟ୍ ସୋସାଇଟିଜ ମାନବିକ ସଙ୍କଟ ସମୟରେ ଜରୁରୀକାଳୀନ ଚିକିତ୍ସା ଏବଂ ସ୍ୱାସ୍ଥ୍ୟ ସେବା ଯୋଗାଣକୁ ମଜବୁତ କରିବା ପାଇଁ ବୁଝାମଣା ପତ୍ର ସ୍ଵାକ୍ଷର
error: Content is protected !!
Open chat