ନିୟମ ମାନିଲେ ରାଜ୍ୟରେ ୧୮ ହଜାର ମନ୍ଦିର ଖୋଲିବ: ଦେବୋତ୍ତର ବିଭାଗ
ଭୁବନେଶ୍ବର: ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ନେଇ ମୋଡାଲିଟି ନିର୍ଦ୍ଧାରଣ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିସନର। ଏକକାଳୀନ ଭକ୍ତ ପ୍ରବେଶ ବାରଣ ରହିଛି। ସାମାଜିକ ଦୂରତା, ମନ୍ଦିର ଦ୍ୱାରରେ!-->…