Daily Archives

December 14, 2020

ନିୟମ ମାନିଲେ ରାଜ୍ୟରେ ୧୮ ହଜାର ମନ୍ଦିର ଖୋଲିବ: ଦେବୋତ୍ତର ବିଭାଗ

ଭୁବନେଶ୍ବର: ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ଦେବୋତ୍ତର ବିଭାଗ ଅଧୀନରେ ଥିବା ୧୮ ହଜାର ମନ୍ଦିର ଖୋଲିବା ନେଇ ମୋଡାଲିଟି ନିର୍ଦ୍ଧାରଣ କରି ରାଜ୍ୟ ସରକାରଙ୍କୁ ପ୍ରଦାନ କରିଛନ୍ତି ଦେବୋତ୍ତର କମିସନର। ଏକକାଳୀନ ଭକ୍ତ ପ୍ରବେଶ ବାରଣ ରହିଛି। ସାମାଜିକ ଦୂରତା, ମନ୍ଦିର ଦ୍ୱାରରେ…

ଅଦୃଶ୍ୟ ହୋଇ ଚୀନ୍ ସହ ଲଢିବେ ଭାରତୀୟ ସୈନିକ, ପିନ୍ଧିବେ ‘ଆର୍ଟିଫିସିଆଲ ସ୍କିନ୍’

ନୂଆଦିଲ୍ଲୀ,୧୪।୧୨: ବଲିଉଡ ଅଭିନେତା ଅନିଲ କୁମାର ଓ ଶ୍ରୀଦେବୀଙ୍କ ‘ମିଷ୍ଟର ଇଣ୍ଡିଆ’ ଫିଲ୍ମ ନିହାତି ଦେଖିଥିବେ। ଫିଲ୍ମରେ ଅନିଲ କପୁର କିଭଳି ଭାବରେ ଅଦୃଶ୍ୟ ହୋଇ ଶତ୍ରୁଙ୍କ ସହ ଲଢେଇ କରୁଥିଲେ। ଏବେ ଠିକ୍ ସେଭଳି ଚୀନ୍ ଅଦୃଶ୍ୟ ହୋଇ ଲଢେଇ କରିବେ ଭାରତୀୟ ସୈନିକ। ସୈନିକଙ୍କୁ…

ସୀମା ବିବାଦ: ୧୫ ଦିନର ଭୀଷଣ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ମହଜୁଦ ରଖିବାକୁ ସେନାକୁ ସରକାରଙ୍କ ଅନୁମତି

ନୂଆଦିଲ୍ଲୀ : ପୂର୍ବ ଲଦାଖର ବାସ୍ତବ ନିୟନ୍ତ୍ରଣ ରେଖା (ଏଲଏସି)ରେ ଚୀନ୍ ସହ ଉତ୍ତେଜନା ଲାଗି ରହିଥିବା ବେଳେ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। ୧୫ ଦିନର ଭୀଷଣ ଯୁଦ୍ଧ ପାଇଁ ଅସ୍ତ୍ରଶସ୍ତ୍ର ଏବଂ ଗୁଳିଗୋଳା ମହଜୁଦ ରଖିବାକୁ ସେନାକୁ ସରକାର ଅନୁମତି ଦେଇଛନ୍ତି। ପୂର୍ବରୁ ସେନା…

ଭୁବନେଶ୍ବର ନାବାଳିକା ଗଣଦୁର୍ଷ୍କମ ମାମଲାରେ ୪ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

କଟକ: ଭୁ‌ବନେଶ୍ବର ଇ‌ନ୍‌ଫୋସିଟି ନାବାଳିକା ଗଣଦୁର୍ଷ୍କମ ମାମଲାରେ ଓଟିଭିର ୪ ଜଣଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ। ଓଟିଭିର ଚାରି କର୍ମଚାରୀ ଓ ସିକ୍ୟୁରିଟିଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ। ଅଭିଯୁକ୍ତଙ୍କୁ କୋର୍ଟରେ ହାଜର କରାଯାଇପାରେ। ଗତକାଲି ରାତିରେ ପୁରୀ ଗୋପ ଅଞ୍ଚଳରୁ ଗିରଫ…

ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି, ଟୁଇଟ୍ କରି ସୂଚନା ଦେଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ରାଜ୍ୟରେ ଧର୍ମାନୁଷ୍ଠାନ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରାୟ ୯ ମାସ ପରେ ରାଜ୍ୟର ସମସ୍ତ ମନ୍ଦିରଗୁଡ଼ିକ ସର୍ବସାଧାରଣଙ୍କ ପାଇଁ ଖୋଲିବାକୁ ଯାଉଛି। ବିଭିନ୍ନ ଜିଲ୍ଲାର ଧର୍ମପୀଠଗୁଡ଼ିକ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି ମୁଖ୍ୟ ଶାସନ ସଚିବ ଅସିତ…
error: Content is protected !!
Open chat