ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ପୁରୀରେ ସ୍ଥିତି ଅନୁଧ୍ୟାନ କଲେ ୫-ଟି ସଚିବ
ପୁରୀ: ପୁରୀର ବିଶ୍ବପ୍ରସିଦ୍ଧ ଶ୍ରୀମନ୍ଦିର ଖୋଲିବା ପୂର୍ବରୁ ଆଜି ପୁରୀ ଯାଇ ସ୍ଥିତି ଅନୁଧ୍ୟାନ କରୁଛନ୍ତି ୫- ଟି ସଚିବ ଭିକେ ପାଣ୍ଡିଆନ। ଆସନ୍ତା ୨୩ ତାରିଖରୁ ପୁରୀ ଜଗନ୍ନାଥ ମନ୍ଦିର ଖୋଲୁଥିବା ବେଳେ ଭକ୍ତଙ୍କ ଦର୍ଶନ ପାଇଁ କେଉଁ ସବୁ ବ୍ୟବସ୍ଥା କରାଯାଇଛି ସେନେଇ ଜିଲ୍ଲାପାଳ ଓ ଏସପିଙ୍କ!-->…