ଭାରତକୁ ଆସିନାହିଁ ବ୍ରିଟେନର ନୂଆ କରୋନା ଭାଇରସ – ଏଡସ୍ ଗବେଷଣା ପ୍ରତିଷ୍ଠାନ
ରାଷ୍ଟ୍ରୀୟ ଏଡସ୍ ଗବେଷଣା ପ୍ରତିଷ୍ଠାନ କହିଛି ଯେ ବ୍ରିଟେନରେ ମିଳିଥିବା ନୂତନ କରୋନା ଭୁତାଣୁ ଭାରତକୁ ଆସିନାହିଁ। ପ୍ରତିଷ୍ଠାନ ଦ୍ୱାରା କରାଯାଇଥିବା ଅନୁସନ୍ଧାନରେ ଏଭଳି ତଥ୍ୟ ମିଳିଥିବା କୁହାଯାଇଛି। ରାଷ୍ଟ୍ରୀୟ ଏଡସ୍ ଗବେଷଣା ପ୍ରତିଷ୍ଠାନ ହେଉଛି ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍!-->…