Daily Archives

December 23, 2020

ଭାରତକୁ ଆସିନାହିଁ ବ୍ରିଟେନର ନୂଆ କରୋନା ଭାଇରସ – ଏଡସ୍ ଗବେଷଣା ପ୍ରତିଷ୍ଠାନ

ରାଷ୍ଟ୍ରୀୟ ଏଡସ୍ ଗବେଷଣା ପ୍ରତିଷ୍ଠାନ କହିଛି ଯେ ବ୍ରିଟେନରେ ମିଳିଥିବା ନୂତନ କରୋନା ଭୁତାଣୁ ଭାରତକୁ ଆସିନାହିଁ। ପ୍ରତିଷ୍ଠାନ ଦ୍ୱାରା କରାଯାଇଥିବା ଅନୁସନ୍ଧାନରେ ଏଭଳି ତଥ୍ୟ ମିଳିଥିବା କୁହାଯାଇଛି। ରାଷ୍ଟ୍ରୀୟ ଏଡସ୍ ଗବେଷଣା ପ୍ରତିଷ୍ଠାନ ହେଉଛି ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍…

ବିଦେଶ ଫେରନ୍ତାଙ୍କ ପାଇଁ ଭୁବନେଶ୍ଵର ବିମାନ ବନ୍ଦରରେ ଲାଗୁ ହେଲା ନୂଆ ଏସ୍ଓପି

ଭୁବନେଶ୍ବର: ବ୍ରିଟେନରୁ ଆରମ୍ଭ ହୋଇଥିବା କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ (ବି.୧.୧.୭) ସଂକ୍ରମଣ ଏବେ ପୁଣି ଥରେ ସମସ୍ତଙ୍କୁ ଚିନ୍ତାରେ ପକାଇଛି। ଭାରତରେ ମଧ୍ୟ କରୋନା ଭୂତାଣୁର ନୂଆ ଷ୍ଟ୍ରେନ୍‌ ଦ୍ବାରା ଆକ୍ରାନ୍ତ ହୋଇଥିବା ରୋଗୀଙ୍କୁ ଚିହ୍ନଟ କରାଯିବା ପରେ ଏବେ ବିଦେଶ ଫେରନ୍ତାଙ୍କ ପାଇଁ…

ଜଗା ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି, ପୂର୍ବ ଘୋଷଣା ସହ ନୂଆ କଟକଣା ଯୋଡ଼ିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ: ଦୀର୍ଘ ୯ ମାସ ପରେ ଖୋଲିଛି ଶ୍ରୀମନ୍ଦିର । ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସଓପି ଜାରି କରାଯାଇଛି । ପୂର୍ବ ଘୋଷଣା ସହ ଆଉ କିଛି ଯୋଡିଛି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର ଭିତରେ ଦୀପ ଜାଳିବା ସଂପୂର୍ଣ୍ଣ ନିଷେଧ କରାଯାଇଛି । ଶ୍ରୀମନ୍ଦିର ଭିତରକୁ ଭୋଗ, ଫୁଲ, ଦୀପ ନେବା ମନା ।…

ଅରୁଣ ବୋଥ୍ରାଙ୍କ ପଲିଗ୍ରାଫ ଟେଷ୍ଟ ଦାବି; ହାଇକୋର୍ଟରେ ମିସ୍‌କେସ୍‌ ଦାୟର

କଟକ: ଯଦୁପୁର ନାବାଳିକା ବଳାତ୍କାର ମାମଲାରେ ହାଇକୋର୍ଟରେ ମିସ୍‌କେସ୍‌ ଦାୟର ହୋଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏହି ମିସ୍‌ କେସ୍‌ ଦାୟର କରାଯାଇଛି। ଏହି ମିସ୍‌ କେସ୍‌ରେ ମାମଲାର ସିବିଆଇ ତଦନ୍ତ ଦାବିକୁ ଦୋହରାଇଛି ବିକାଶ ପରିଷଦ। ଏହା ସହିତ ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା ଏବଂ…

‘ଅବଢ଼ା’କୁ ଅବମାନନା: ‘ଓଡ଼ିଆ ଅବଢ଼ା’ ରେଷ୍ଟୁରାଣ୍ଟ ନାମରେ ସିଂହଦ୍ବାର ଥାନାରେ ଏତଲା

ପୁରୀ: ସମ୍ବଲପୁରରେ ‘ଓଡ଼ିଆ ଅବଢ଼ା’ ନାମକ ଏକ ରେଷ୍ଟୁରାଣ୍ଟ ଲୋକଙ୍କୁ ‘ଅବଢ଼ା’ ନାମରେ ଖାଦ୍ୟ ପରସୁଛି। ହୋଟେଲର ଡାଇନିଂ ଟେବୁଲ ଉପରେ କଦଳୀ ପତ୍ର ପକାଇ ଲୋକଙ୍କୁ ଅବଢ଼ା ନାଁରେ ଭାତ, ଡାଲି, ବେସର ପରସାଯାଉଛି। ଏହାଦ୍ବାରା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମହାପ୍ରସାଦ ‘ଅବଢ଼ା’କୁ ଅବମାନନା…

ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉଦବୋଧନ

ଭୁବନେଶ୍ବର: ବିଜୁ ଛାତ୍ର ଜନତା ଦଳର କାର୍ଯ୍ୟକାରିଣୀ ବୈଠକରେ ଉଦବୋଧନ ଦେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ବହୁମୂଲ୍ୟ ପରାମର୍ଶ ଦେଇଛନ୍ତି। ପରିବାରରେ ବାପା-ମାଆଙ୍କ ପ୍ରତି ଦାୟିତ୍ୱକୁ ଭୁଲିବାନି, ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିବା ଓ ସମାଜର…

ନିଜ ପସନ୍ଦରେ ବିବାହ ଓ ଧର୍ମ ପରିବର୍ତ୍ତନ ପ୍ରସଙ୍ଗରେ ହସ୍ତକ୍ଷେପ କରାଯାଇପାରିବ ନାହିଁ: କଲକାତା ହାଇକୋର୍ଟ

କଲକାତା: ଯଦି କେହି ପ୍ରାପ୍ତ ବୟସ୍କା ଝିଅ କିମ୍ବା ପୁଅ ନିଜ ପସନ୍ଦରେ ବିବାହ ଏବଂ ଧର୍ମ ପରିବର୍ତ୍ତନ କରୁଛନ୍ତି, ତେବେ ଏଥିରେ ହସ୍ତକ୍ଷେପ କରାଯାଇ ପାରିବ ନାହିଁ। ଜଣେ ଝିଅର ବାପାଙ୍କ ପକ୍ଷରୁ ଦାୟର ହୋଇଥିବା ଏକ ମାମଲାର ଶୁଣାଣି ସମୟରେ କଲକାତା ହାଇକୋର୍ଟ ଏଭଳି ରାୟ ଦେଇଛନ୍ତି। ସୂଚନା…
error: Content is protected !!
Open chat