କରୋନା ଠାରୁ ମଧ୍ୟ କ୍ଷତିକାରକ ଭାଇରସ୍ ତୃଣମୂଳ, ବିଜେପି ଏହାର ଭାକ୍ସିନ୍ : ଦିଲୀପ୍ ଘୋଷ
କୁଲ୍ପି – ପଶ୍ଚିମ ବଙ୍ଗ ବିଜେପି ପ୍ରମୁଖ ଦିଲୀପ ଘୋଷ ବିସ୍ଫୋରକ ବୟାନ ଦେଇଛନ୍ତି । ବୁଧବାର ଦିନ ଶାସନରେ ଥିବା ତୃଣମୂଳ କଂଗ୍ରେସ (ଟିଏମ୍ସି)କୁ କୋଭିଡ-୧୯ ଠାରୁ ମଧ୍ୟ ବିପଦପୂର୍ଣ୍ଣ ଭାଇରସ୍ ଭାବେ ଦର୍ଶାଇଛନ୍ତି । ଘୋଷ ବୁଧବାର ଦିନ ସେ କହିଛନ୍ତି, ଆସନ୍ତା ବର୍ଷ ହେବାକୁ ଥିବା!-->…