Daily Archives

December 27, 2020

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ସୌରଭ ଗାଙ୍ଗୁଲି, ରାଜନୈତିକ ମହଲରେ ଚର୍ଚ୍ଚା

କୋଲକାତା,୨୭/ ୧୨: ଆଗକୁ ହେବାକୁ ଯାଉଛି ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଏଥିପାଇଁ ସଜବାଜ ସମସ୍ତ ରାଜନୈତିକ ଦଳ। ଏସବୁ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ସଭାପତି ତଥା ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ରାଜନୀତିରେ ଏଣ୍ଟ୍ରି କରିବା ନେଇ ଚର୍ଚ୍ଚା ଜୋର…

ଆଖଣ୍ଡଳମଣିଙ୍କ ଦର୍ଶନ ପାଇଁ ନିୟମ ଜାରି : ମାସ୍କ , ପରିଚୟପତ୍ର ବାଧ୍ୟତା ମୂଳକ

ଆରଡି : ମହାମାରୀ କରୋନା ପାଇଁ ଦୀର୍ଘ ୯ମାସରୁ ଉର୍ଦ୍ଧ ହେବ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବକ୍ଷେତ୍ର ଆରଡିଧାମର ବାବା ଆଖଣ୍ଡଳମଣିଙ୍କ ବନ୍ଦ ରହିଥିବାରୁ ଶ୍ରଦ୍ଧାଳୁଭକ୍ତମାନେ ମଣିବାବାଙ୍କ ଦର୍ଶନ ପାଇଁ ଚାତକ ପରି ଚାହିଁ ରହିଥିଲେ। ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ମନ୍ଦିର ଖୋଲିବା ନେଇ ଜିଲାପାଳ…

ୟୁରୋପରେ କରୋନାର ନୂଆ ରୂପ : ସ୍ପେନ୍‍ ଓ ଜାପାନରେ ୮ ଆକ୍ରାନ୍ତ ଚିହ୍ନଟ

ମାଦ୍ରିଦ୍‍ : ୟୁରୋପର କେତେକ ଦେଶରେ କରୋନାର ନୂଆ ରୂପ ଦେଖିବାକୁ ଦେଖିବାକୁ ମିଳିଛି। ସ୍ପେନ, ଜାପାନ, ଡେନ୍‍ମାର୍କ,ଜର୍ମାନୀ, ଇଟାଲୀ, ନେଦରଲ୍ୟାଣ୍ଡ ଏବଂ ଅଷ୍ଟ୍ରେଲିଆରେ ଏହି ନୂତନ ପ୍ରକାର କୋଭିଡ ସଂକ୍ରମଣ ଦେଖିବାକୁ ମିଳିଛି। ବ୍ରିଟେନରେ ଦେଖାଦେଇଥିବା କୋଭିଡର ନୂତନ ଜୀବାଣୁ ଦ୍ୱାରା…

ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋ ପାଇଲେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର: ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ମହିଳା ହକି ଖେଳାଳି ନମିତା ଟୋପ୍ପୋ ମର୍ଯ୍ୟାଦାଜନକ ଏକଲବ୍ୟ ପୁରସ୍କାର ମିଳିଛି। ଖେଳ ଜୀବନରେ ତିନିଟି ପ୍ରମୁଖ ଅନ୍ତର୍ଜାତୀୟ ପଦକ ବିଜୟିନୀ ନମିତାଙ୍କୁ ରବିବାର ୨୮ତମ ସଂସ୍କରଣ ବିଜେତା ଭାବେ ଏହି ପୁରସ୍କାର ଦିଆଯାଇଛି। କରୋନା ଭାଇରସ ମହାମାରୀ…

ରାଜ୍ୟରେ ଅପରାଧର ମାତ୍ରା କମିଛି ଓ ନିୟନ୍ତ୍ରଣରେ ରହିଛି : ଡିଜିପି ଅଭୟ

ବରିଷ୍ଠ ପୁଲିସ୍‍ ଅଧିକାରୀଙ୍କ ସମ୍ମିଳନୀ ଉଦ୍‍ଘାଟିତ କଟକ : ରାଜ୍ୟରେ ଅପରାଧର ମାତ୍ରା କମିଛି ଓ ନିୟନ୍ତ୍ରଣରେ ରହିଛି। ୨୦୨୦ରେ ଓଡ଼ିଶା ପୁଲିସ ଭଲଭାବେ କରୋନା ମୁକାବିଲା କରିଛି ବୋଲି ପୁଲିସ ମହାନିର୍ଦେଶକ ଶ୍ରୀ ଅଭୟ କହିଛନ୍ତି। ରବିବାର କଟକଠାରେ ରାଜ୍ୟର ବରିଷ୍ଠ ପୁଲିସ୍‍…
error: Content is protected !!
Open chat