Monthly Archives

December 2020

ଲୋକଙ୍କୁ ଦେଇଥିବା ପ୍ରତିଶ୍ରୁତି ପୂରଣ କରିନାହିଁ ବିଜେଡି, ଓଡ଼ିଶାରେ ସୁଶାସନ ନୁହେଁ କୁଶାସନ ଚାଲିଛି: ଡି.…

ଭୁବନେଶ୍ବର : ଓଡ଼ିଶା ବିଜେପି ପ୍ରଭାରୀ ଦାୟିତ୍ୱ ଗ୍ରହଣ ପରେ ପ୍ରଥମ ଥର ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ରାଜ୍ୟ ସରକାର ଓ ବିଜେଡି ଉପରେ ବର୍ଷିଛନ୍ତି । ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ଡି. ପୁରନ୍ଦେଶ୍ୱରୀ ଆଜି ଗସ୍ତର ଶେଷ ଦିନରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ

ବ୍ରିଟେନ, କାଡ଼ାନା ପରେ ଫାଇଜରକୁ ଜରୁରିକାଳୀନ ବ୍ୟବହାର ଅନୁମତି ଦେଲା ଆମେରିକା

ଫାଇଜର ବାୟୋଏନଟେକ୍‌ ଦ୍ବାରା ପ୍ରସ୍ତୁତ କରୋନା ଟିକା ଫାଇଜରକୁ ଆମେରିକା ଜରୁରିକାଳୀନ ଅନୁମତି ପ୍ରଦାନ କରିଛି। ଆମେରିକାର ଖାଦ୍ୟ ଏବଂ ଔଷଧ ପ୍ରଶାସନ ଟିକାର ପ୍ରୟୋଗ ପାଇଁ ମଞ୍ଜୁରୀ ଦେଇଛି। ଏହି ଟିକାକୁ ଜରୁରିକାଳୀନ ଅନୁମତି ଦେବାରେ ଆମେରିକା ବିଶ୍ଵର ୩ୟ ଦେଶ। ପ୍ରଥମେ ବ୍ରିଟେନ ଏବଂ ପରେ

ବିଶ୍ୱ ସ୍ୱାସ୍ଥ୍ୟ ସେବାରେ ନୂଆ ମାଇଲଖୁଣ୍ଟ, ହାତ ମିଳାଇଲେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଓ ରେଡକ୍ରସ୍

- ସ୍ଵାକ୍ଷର ହେଲା 'ରେଡ୍ ଚ୍ୟାନେଲ ଚୁକ୍ତିନାମା' ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏବଂ ଆନ୍ତର୍ଜାତୀୟ ଫେଡେରେସନ୍ ଅଫ୍ ରେଡକ୍ରସ୍ ଓ ରେଡ୍ କ୍ରିସେଣ୍ଟ୍ ସୋସାଇଟିଜ ମାନବିକ ସଙ୍କଟ ସମୟରେ ଜରୁରୀକାଳୀନ ଚିକିତ୍ସା ଏବଂ ସ୍ୱାସ୍ଥ୍ୟ ସେବା ଯୋଗାଣକୁ ମଜବୁତ କରିବା ପାଇଁ ବୁଝାମଣା ପତ୍ର ସ୍ଵାକ୍ଷର

ପ୍ରଦୀପଙ୍କ ମାମଲାର ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ ଦେଲେ ଲୋକାୟୁକ୍ତ

ଭୁବନେଶ୍ୱର : ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ରୁଜୁ ହୋଇଥିବା ଦୁର୍ନୀତି ମାମଲାକୁ ଲୋକାୟୁକ୍ତ ଆଜି ଭିଜିଲାନ୍ସକୁ ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି| ଦୁର୍ନୀତି ମାମଲାର ତଦନ୍ତ ଲାଗି ଭିଜିଲାନ୍ସ ନିର୍ଦ୍ଦେଶକଙ୍କୁ ଲୋକାୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି | ଗତ ୭

ରାଜସ୍ଥାନରେ ପୁଣି ଗେହଲଟଙ୍କୁ ଘାରିଲାଣି ସରକାର ଭାଙ୍ଗିବା ଭୟ, ସମର୍ଥନରୁ ଓହରିଲେ ୨ BTP ବିଧାୟକ

ରାଜସ୍ଥାନ: ପଞ୍ଚାୟତ ନିର୍ବଚନରେ ରାଜ୍ୟରେ ବିଜେପି ଠାରୁ ବହୁ ପଛରେ ପଡିଯାଇଛି କଂଗ୍ରେସ ଦଳ । ରାଜ୍ୟରେ କଂଗ୍ରେସ ସରକାର ରହିଥିଲେ ମଧ୍ୟ ବିରୋଧି ବିଜେପି ପଞ୍ଚାୟତ ନିର୍ବାଚନରେ ନିଜକୁ ଶକ୍ତିଶାଳି ପ୍ରମାଣିତ କରିଛି । ଫଳାଫଳ ପାଇଁ କ୍ଷମତାଶିନ ଅଶୋକ ଗେହଲଟ ସରକାରଙ୍କ ଆଗରେ ଏବେ ଏକ ସଙ୍କଟ

ସରକାରଙ୍କୁ ଆନ୍ନା ହଜାରେଙ୍କ ଚେତାବନୀ, ଚାଷୀଙ୍କ ଦାବି ପୂରଣ ନହେଲେ ହେବ ଜନ ଆନ୍ଦୋଳନ

ସମାଜସେବୀ ଆନ୍ନା ହାଜାରେ ଆନ୍ଦୋଳନକାରୀ କୃଷକଙ୍କୁ ସମର୍ଥନ କରିଛନ୍ତି।ସେ କହିଛନ୍ତି ଯେ ଯଦି ଚାଷୀଙ୍କ ଦାବି ପୂରଣ ନହୁଏ ତେବେ ସେ ଚାଷୀଙ୍କ ସମର୍ଥନରେ କେନ୍ଦ୍ର ସରକାରଙ୍କ ବିରୋଧରେ ଜନ ଆନ୍ଦୋଳନ ଆରମ୍ଭ କରିବେ। ୮୩ ବର୍ଷିୟ ଆନ୍ନା ହାଜାରେ କହିଛନ୍ତି, ‘ଲୋକପାଲ ଆନ୍ଦୋଳନ ତତ୍କାଳୀନ

କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ଆନ୍ଦୋଳନରତ ଚାଷୀଙ୍କ ବିରୋଧରେ ସରକାରଙ୍କ ପକ୍ଷରୁ ରୁଜ୍ଜୁ ହେଲା ମାମଲା

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦିଲ୍ଲୀ ଏବଂ ହରିୟାଣା ମଧ୍ୟରେ ଥିବା ସିଙ୍ଗୁ ସୀମାରେ ଟ୍ରାଫିକ ସିଗନାଲରେ ବସିଥିବା ଆନ୍ଦୋଳନରତ କୃଷକ ଗୋଷ୍ଠୀଙ୍କ ବିରୋଧରେ ଦିଲ୍ଲୀ ପୁଲିସ ଆଜି ଏକ ମାମଲା ଦାୟର କରିଛି। କୋଭିଡ୍‌-୧୯ ପ୍ରୋଟୋକଲର ଉଲ୍ଲଂଘନ ପାଇଁ ଏହି ମାମଲା ଦାୟର କରାଯାଇଛି ବୋଲି

ମମତାଙ୍କୁ ରାଜ୍ୟପାଳଙ୍କ ଚେତାବନୀ; ‘ନିଆଁ ସହ ଖେଳନାହିଁ’

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ବୃଦ୍ଧି ପାଇଥିବା ରାଜନୈତିକ ଛକାପଞ୍ଛା ଏବଂ ଆଇନ ବ୍ୟବସ୍ଥା ଉପରେ ପ୍ରଶ୍ନ ଉଠିବାକୁ ନେଇ ରାଜ୍ୟପାଳ ଜଗଦୀପ ଧନଖଡ଼ ଶୁକ୍ରବାର ସାମ୍ବାଦିକ ସମ୍ମିଳନୀ କରିଛନ୍ତି। ରାଜ୍ୟପାଳ ରାଜ୍ୟର ଆଇନ ବ୍ୟବସ୍ଥା ଉପରେ ଚିନ୍ତାବ୍ୟକ୍ତ

ଜୋ ବାଇଡେନ୍ ଓ କମଲା ହ୍ୟାରିସ ‘ଟାଇମ ପର୍ସନ ଅଫ ଦ ଇୟର’

ନ୍ୟୁୟର୍କ: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ-ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହ୍ୟାରିସଙ୍କୁ ଟାଇମ୍‌ ପର୍ସନ ଅଫ ଦ ଇୟର ଭାବେ ଚୟନ କରାଯାଇଛି। ଲୋକପ୍ରିୟ ପତ୍ରିକା ଟାଇମ୍‌ ପକ୍ଷରୁ ଉଭୟଙ୍କୁ ୨୦୨୦ ବର୍ଷ ପାଇଁ ‘ପର୍ସନ ଅଫ୍‌ ଦ ଇୟର’ ସମ୍ମାନରେ ସମ୍ମାନିତ କରାଯାଇଛି। ଉଭୟ

୨୦୨୧ରେ ବାତିଲ ହେବନି ନିଟ୍‌ ପରୀକ୍ଷା: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ

ନୂଆଦିଲ୍ଲୀ,୧୧/୧୨: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଗୁରୁବାର ଏକ ୱେବିନାରରେ ଘୋଷଣା କରିଛନ୍ତି ଯେ ଆସନ୍ତା ବର୍ଷ ସିବିଏସଇ ୧୦ମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ବାତିଲ କରାଯିବ ନାହିଁ । ତେଣୁ ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ପାଇଁ ନିଜର ପ୍ରସ୍ତୁତି କରନ୍ତୁ। ସେହିପରି
error: Content is protected !!
Open chat