ଆଜି ମଧ୍ୟ ରାତ୍ରିରୁ ୨୪ ଘଣ୍ଟିଆ ଉପଲବ୍ଧ ହେବ ଆରଟିଜିଏସ ସେବା
ମୁମ୍ବାଇ : ଆଜି ମଧ୍ୟରାତି (ରବିବାର-ସୋମବାର ରାତି ୧୨ଟା ୩୦ମିନିଟ) ଠାରୁ ଆରଟିଜିଏସ ସେବା ଦିନର ସବୁ ସମୟ ଓ ସପ୍ତାହର ସବୁଦିନ ଉପଲବ୍ଧ ହେବ ।ଗତ ସପ୍ତାହରେ ରିଜର୍ଭ ବ୍ୟାଙ୍କର ଦ୍ୱିମାସିକ ଋଣନୀତି ସମୀକ୍ଷା ଘୋଷଣା କରିବାବେଳେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଏ ସମ୍ପର୍କରେ!-->…