Yearly Archives

2020

ରାମ ମନ୍ଦିର ନିର୍ମାଣ ପାଇଁ ଅଗଷ୍ଟ ୫ ରେ ଭୂମିପୂଜା କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ : ସବୁ ରାଜ୍ୟର…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୩/୦୭ : ପୂର୍ବରୁ କରୋନା ମହାମାରୀ ଯୋଗୁଁ ଅଯୋଧ୍ୟାରେ ରାମ ମନ୍ଦିର ଭୂମିପୂଜା ପାଇଁ ଦୁଇଟି ନୂଆ ତାରିଖ ଆପାତଃ ସ୍ଥିର ହୋଇଥିଲା । ଅଗଷ୍ଟ ୩ କିମ୍ବା ୫ ତାରିଖରେ ଭୂମିପୂଜା ଅନୁଷ୍ଠିତ ହେବ ବୋଲି ପୂର୍ବରୁ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟ

ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁର ନିରପେକ୍ଷ ତଥା ତ୍ୱରାନ୍ୱିତ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ…

ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୩/୦୭ : ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁର ନିରପେକ୍ଷ ତଦନ୍ତ କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ | କେନ୍ଦ୍ର ମନ୍ତ୍ରୀ ତଥା ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ

‘କରୋନା କବଚ’ ସ୍ୱାସ୍ଥ୍ୟ ବୀମା ପଲିସିକୁ ଆଇଆର୍‍ଡିଏଆଇର ଅନୁମୋଦନ

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୩/୦୭ :  ଦେଶରେ କୋଭିଡ୍‍-୧୯ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବା ପରିପ୍ରେକ୍ଷୀରେ ଭାରତୀୟ ବୀମା ନିୟନ୍ତ୍ରଣ ଓ ବିକାଶ ପ୍ରାଧୀକରଣ(ଆଇଆର୍‍ଡିଏଆଇ) ୩୦ଟି ସାଧାରଣ ଓ ସ୍ୱାସ୍ଥ୍ୟବୀମା କମ୍ପାନିକୁ ସ୍ୱଳ୍ପମିଆଦୀ ‘କରୋନା କବଚ’ ସ୍ୱାସ୍ଥ୍ୟବୀମା

ପାକ୍ ସେନା ଓ ଆଇଏସ୍‌ଆଇ ସହ ବଲିଉଡ୍ ଲିଙ୍କ୍ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ତଥା ପୂର୍ବତନ ସାଂସଦ ବୈଜୟନ୍ତ…

ନୂଆଦିଲ୍ଲୀ / ଭୁବନେଶ୍ୱର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୩/୦୭ : ଜମ୍ମୁ-କଶ୍ମୀରରେ ହିଂସାକୁ ଉସକାଉଥିବା ପାକିସ୍ତାନୀ ପ୍ରବାସୀ ଭାରତୀୟଙ୍କ ସହ ବଲିଉଡର କିଛି ବ୍ୟକ୍ତିଙ୍କର ସଂପର୍କ ରହିଛି। ଏଭଳି ଲୋକମାନେ ସେହି ପାକିସ୍ତାନୀ ଓ ପ୍ରବାସୀ ଭାରତୀୟଙ୍କ ସହିତ ସମସ୍ତ ପ୍ରକାର ସମ୍ପର୍କ ଛିନ୍ନ

୨୦୨୩ ସୁଦ୍ଧା ଉତ୍ତର-ପୂର୍ବାଞ୍ଚଳର ସମସ୍ତ ରାଜ୍ୟର ରାଜଧାନୀକୁ ରେଳ ସଂଯୋଗ – ଅଧ୍ୟକ୍ଷ, ରେଳବାଇ ବୋର୍ଡ

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୨୨/୦୭ : ୨୦୨୩ ସୁଦ୍ଧା ନର୍ଥ ଇଷ୍ଟ ରାଜ୍ୟଗୁଡିକର ସବୁ ରାଜଧାନୀକୁ ରେଳପଥରେ ସଂଯୋଗ କରାଯିବ। ଏଥିପାଇଁ ଭାରତୀୟ ରେଳବାଇ ପକ୍ଷରୁ ଯୋଜନା ଆରମ୍ଭ ହୋଇଯାଇଛି। ଆଜି ରେଳବାଇ ବୋର୍ଡର ଅଧ୍ୟକ୍ଷ ବିନୋଦ କୁମାର ଏକ ଭର୍ଚୁଆଲ ସାମ୍ବାଦିକ ସମ୍ମିଳନୀରେ ଏହି

ପୂର୍ବ ଭାରତକୁ ଇସ୍ପାତ୍‌ର ପେଣ୍ଠସ୍ଥଳି କରିବା ପାଇଁ ରୋଡ ମ୍ୟାପ୍ ପ୍ରସ୍ତୁତ – ଧର୍ମେନ୍ଦ୍ର ପ୍ରଧାନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭: ପୂର୍ବ ଭାରତକୁ ଇସ୍ପାତ୍‌ର ପେଣ୍ଠସ୍ଥଳି କରିବା ପାଇଁ ଭବିଷ୍ୟତର ରୋଡମ୍ୟାପ୍ ଉପରେ ଦେଶର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା (ସିଇଏ) କୃଷ୍ଣମୂର୍ତି ସୁବ୍ରମଣିଅନଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି

ଆଇବିଏମ ସିଇଓଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସ ଜରିଆରେ ଆଇବିଏମ ସିଇଓ ଅରବିନ୍ଦ କ୍ରିଷ୍ଣାଙ୍କ ସହିତ ଆଲୋଚନା କରିଛନ୍ତି । ଚଳିତ ବର୍ଷ ପ୍ରାରମ୍ଭରେ ଆଇବିଏମର ବୈଶ୍ୱିକ ମୁଖ୍ୟ ପଦବୀରେ ନିଯୁକ୍ତି ନିମନ୍ତେ ଅରବିନ୍ଦ କ୍ରିଷ୍ଣାଙ୍କୁ

ରାଜସ୍ଥାନ ରାଜନୀତି : ସଚିନ ପାଇଲଟଙ୍କୁ ଅଯୋଗ୍ୟ ଘୋଷଣା ପାଇଁ ବାଚସ୍ପତି ସୁପ୍ରିମକୋର୍ଟ ଯିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୨/୦୭ : ରାଜସ୍ଥାନରେ ସୃଷ୍ଟି ହୋଇଥିବା କ୍ଷମତା ଯୁଦ୍ଧ ଏବେ ଚମର ସୀମାରେ ପହଞ୍ଚି ଯାଇଛି। ସରକାର ଓ କଂଗ୍ରେସ ବିରୋଧରେ ବିଦ୍ରୋହ ଘୋଷଣା କରିଥିବା ସଚିନ ପାଇଲଟଙ୍କୁ ଅଯୋଗ୍ୟ ଘୋଷଣା କରିବାକୁ ବିଧାନସଭା ବାଚସ୍ପତି ସିପି ଯୋଶୀ ଏକ ପ୍ରକାରର ପଣ

ଗାଁର ନାଁ ‘ରଙ୍ଗବତୀ’ – ରଙ୍ଗବତୀ ଗୀତର ଗୀତିକାର ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ ‘ବିଲୁଙ୍ଗ’ର ନାମ…

ସମ୍ବଲପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୨୨/୦୭ : ଗାଁର ନାଁ ‘ରଙ୍ଗବତୀ’ - ଏହା କୌଣସି ସଂଳାପ ନୁହେଁ ବରଂ ଏକ ଗାଁର ନାମ, ରଙ୍ଗବତୀ ଗୀତର ଗୀତିକାର ମିତ୍ରଭାନୁ ଗୌନ୍ତିଆଙ୍କ ଗାଁ 'ବିଲୁଙ୍ଗ' କୁ ‘ରଙ୍ଗବତୀ’ ଗାଁ ନାଁରେ ନାମିତ କରାଯାଇଛି। 'ବିଲୁଙ୍ଗ' ନାଁରେ ନାମିତ ଗାଁ ବିଶ୍ଵପ୍ରସିଦ୍ଧ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଟିକା ପ୍ରସ୍ତତି ନେଇ ସେରମ୍ ଇନଷ୍ଟିଚ୍ୟୁଟ ସିଇଓଙ୍କ ସହ କଥା ହେଲେ :…

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୨/୦୭:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶା ପାଇଁ କରୋନା ଟିକା ମାଗିଛନ୍ତି। ସେରମ୍‌ ଇନଷ୍ଟିଚ୍ୟୁଟର ସିଇଓ ଆଦର ପୁନୱାଲାଙ୍କ ସହ ଭିଡିଓ କନଫରେନ୍ସିଂରେ ଆଲୋଚନା କରିବା ବେଳେ ନବୀନ ତାଙ୍କର ସହଯୋଗ ଲୋଡ଼ିଛନ୍ତି। ଟିକା ପରୀକ୍ଷଣ ସଫଳ ହେଲେ ଓଡ଼ିଶାକୁ
error: Content is protected !!
Open chat