ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତି ଗୁରୁତର : ହସ୍ପିଟାଲରେ ଭର୍ତ୍ତି
କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୦/୦୭ : ବରିଷ୍ଠ ଓଡ଼ିଆ ଅଭିନେତା ବିଜୟ ମହାନ୍ତିଙ୍କ ସ୍ୱାସ୍ଥ୍ୟାବସ୍ଥା ପୁଣି ଗୁରୁତର। ଗୁରୁତର ହେବାରୁ ତାଙ୍କୁ ଘରୁ ଭୁବନେଶ୍ୱର କେୟାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ କିଛି ଦିନ ଧରି କେୟାର ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ।
ଆଗରୁ!-->!-->!-->!-->!-->…
