Yearly Archives

2020

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଚାଇନା ଆପ୍ ଟିକ୍‌ଟକ୍‌ ବିରୋଧରେ ଇନଷ୍ଟାଗ୍ରାମ୍-ଫେସ୍‌ବୁକ୍‌‌ରେ ଆଡ୍‌…

ଓ୍ବାଶିଂଟନ / ନୂଆଦିଲ୍ଲୀ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୧୮/୦୭ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶର୍ଟ ଭିଡ଼ିଓ ମେକିଂ ଆପ୍‌ ଟିକ୍‌ଟକ୍‌ ବିରୋଧରେ ଫେସ୍‌ବୁକ୍‌ ଏବଂ ଇନଷ୍ଟାଗ୍ରାମ୍‌ରେ ଆଡ୍‌ କ୍ୟାମ୍ପେନ୍‌ ଆରମ୍ଭ କରିଛନ୍ତି। ଏହି ଆପ୍‌ ଆମେରିକା ନାଗରିକଙ୍କ ଗୁପ୍ତ ତଥ୍ୟ ଚୋରି

ରାଜ୍ଯ ସରକାରୀ କର୍ମଚାରୀଙ୍କ ପାଇଁ କଟକଣା : ଲକଡାଉନ୍ ସମୟରେ ଛାଡି ପାରିବେନି ହେଡ୍-କ୍ୱାର୍ଟର୍

ଭୁବନେଶ୍ୱର, (କଳିଙ୍ଗଜ୍ୟୋତି ବ୍ୟୁରୋ), ୧୮/୦୭ : କରୋନା ସଂକ୍ରମଣ ରୋକିବାକୁ କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ଯାଜପୁର ଜିଲ୍ଲା ସହ ରାଉରକେଲା ସହରରେ ଲକଡାଉନ୍ ଲାଗୁ ହୋଇଛି। ଏହି ଲକ୍‌ଡାଉନ୍‌ରେ ଜରୁରୀ ସେବା ବାଦ୍‌ ଅନ୍ୟ ସରକାରୀ ଓ ଘରୋଇ କାର୍ଯ୍ୟାଳୟ ବନ୍ଦ ରହିବ । ରାଜ୍ୟର ୪ ଜିଲ୍ଲାରେ ଲାଗୁ

ଏଣିକି ହଟସ୍ପଟ ଜିଲାର ରୋଗୀଙ୍କୁ ଚିକିତ୍ସା ନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ : ଘରୋଇ ହସ୍ପିଟାଲ ଓ କ୍ଲିନିକକୁ…

ଭୁବନେଶ୍ବର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୮/୦୭ : ଘରୋଇ ହସ୍ପିଟାଲ ଓ କ୍ଲିନିକକୁ ରାଜ୍ୟ ସରକାରଙ୍କ ଚେତାବନୀ। ରାଜ୍ୟର କରୋନା ହଟସ୍ପଟ ଜିଲାରୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା ନକଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ମେଡିକାଲକୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା ନକରି ଫେରାଇ ଦେବା ହେଉଛି

ଟିକା ପ୍ରସ୍ତୁତ ନ ହେବା ଯାଏ କରୋନା କଟକଣା ମାନନ୍ତୁ – କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୧୮/୦୭ : କରୋନା ସ୍ଥିତି ନେଇ କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପରାମର୍ଶ ଦେଇଛନ୍ତି। ଏହି ସମୟରେ ଆମ ସମସ୍ତଙ୍କୁ ସଚେତନ ରହିବାକୁ ପଡ଼ିବ। କରୋନା ଟିକା ତିଆରି ନ ହେବା ପର୍ଯ୍ୟନ୍ତ ଆମକୁ କଟକଣା ମାନିବାକୁ ପଡ଼ିବ। ମାସ୍କ ପିନ୍ଧିବାକୁ

ଇସିଓଏସଓସିର ଉଚ୍ଚସ୍ତରୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦଘାଟନୀ ଅଭିଭାଷଣ

ନୂଆଦିଲ୍ଲୀ, (କଳିଙ୍ଗଜ୍ୟୋତି ବ୍ୟୁରୋ), ୧୮/୦୭ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁକ୍ରବାର, ୧୭ ଜୁଲାଇ, ୨୦୨୦ରେ ନ୍ୟୁୟର୍କସ୍ଥିତ ମିଳିତ ଜାତିସଂଘ ଠାରେ ଅନୁଷ୍ଠିତ ମିଳିତ ଜାତିସଂଘ ଅର୍ଥନୈତିକ ଏବଂ ସାମାଜିକ ପରିଷଦ (ଇସିଓଏସଓସି)ର ଏକ ଉଚ୍ଚସ୍ତରୀୟ ଭର୍ଚୁଆଲ ଅଧିବେଶନରେ ଉଦଘାଟନୀ

ଆତ୍ମନିର୍ଭର ଆପ ଇନୋଭେସନ ଚାଲେଞ୍ଜ ଆବେଦନ ଅବଧି ବୃଦ୍ଧି କଲେ ସରକାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୧୮/୦୭: ଆତ୍ମନିର୍ଭର ଆପ ଇନୋଭେସନ ଚାଲେଞ୍ଜ ପାଇଁ ଆବେଦନ ଉତ୍ସାହଜନକ ହେବାରୁ ସରକାର ଏହାର ଅବଧିକୁ ଜୁଲାଇ ୨୬ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ଏ ସମ୍ପର୍କରେ ଅଧିକ ଜାଣିବା ପାଇଁ ଯେକୌଣସି ବ୍ୟକ୍ତି https://innovate.mygov.in/app.challenge/ ରେ

ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ଏନ୍‌କାଉଣ୍ଟର: ୬ ଆତଙ୍କବାଦୀ ନିହତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଶ୍ରୀନଗର ୧୮/୦୭ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ଶନିବାର ପୁଣି ସଫଳତା ମିଳିଛି। ଦକ୍ଷିଣ କଶ୍ମୀରର ଶୋପିଆନ୍‌ ଜିଲାର ଆମ୍‌ଶିପୋରା ଅଞ୍ଚଳରେ ମିଳିତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୬ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏହି

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦୃଢୋକ୍ତି, ଭାରତ ହେବ ବିଶ୍ୱ ଉର୍ଜା ଉତ୍ପାଦନର ପେଣ୍ଠସ୍ଥଳି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଭୁବନେଶ୍ୱର ୧୮/୦୭ : ନୂଆଦିଲ୍ଲୀରୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଯୁଗ୍ମ-ଅଧ୍ୟକ୍ଷତାରେ ଆମେରିକାର ଉର୍ଜା ସଚିବ ଡାନ୍ ବ୍ରୌଲିଟିଙ୍କ ସହ ଭାରତ-ଆମେରିକା ଦ୍ୱିତୀୟ ମନ୍ତ୍ରୀସ୍ତରୀୟ ଋଣନୈତିକ ଉର୍ଜା

IIT ଆଡ଼ମିଶନ ୨୦୨୦ : କରୋନା ପାଇଁ କୋହଳ ହେବ ନିୟମ,କ୍ରାଇଟେରିଆରେ ପରିବର୍ତ୍ତନ

ନୂଆଦିଲ୍ଲୀ ୧୮।୦୭: ଚଳିତ ବର୍ଷ ସରକାର ଇଣ୍ଡିଆନ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି(IIT)ରେ ଆଡମିଶନ ପାଇଁ ମାନଦଣ୍ଡରେ କିଛିଟା ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି ସରକାର। ଏନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ଘୋଷଣା କରିଛନ୍ତି । ମାନବ ସମ୍ବଳ ବିକାଶ ମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଆଲ ନିଶଙ୍କ

ପ୍ରତିରକ୍ଷାଙ୍କ ମନ୍ତ୍ରୀ ଜାମ୍ମୁ-କାଶ୍ମୀର ଗସ୍ତ ସହ ଅମରନାଥ ଦର୍ଶନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଶ୍ରୀନଗର ୧୮/୦୭: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଶନିବାର ଜାମ୍ମୁ-କାଶ୍ମୀର ଗସ୍ତ କରିବା ସହିତ ବାବା ଅମରନାଥଙ୍କୁ ଦର୍ଶନ କରିଛନ୍ତି। ଏହି ଅବସରରେ ସେ ଘାଟିରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ରାଜନାଥଙ୍କ ସହିତ ଚିଫ୍‌ ଅଫ୍‌ ଡିଫେନ୍ସ
error: Content is protected !!
Open chat