ପ୍ରଥମ ଥର ପାଇଁ ଓଡ଼ିଶାର ଜଣେ ବିଧାୟକ କରୋନା ଆକ୍ରାନ୍ତ : ନୀଳଗିରି ବିଧାୟକ କରୋନା ପଜିଟିଭ !
ନୀଳଗିରି / ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୦୬/୦୭ : ବାଲେଶ୍ୱର ଜିଲ୍ଲା ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସ୍ୱାବ୍ ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ପ୍ରଥମ ଥର ପାଇଁ ଓଡ଼ିଶାର ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ଖବର!-->…
