Yearly Archives

2020

ଭାରତ ପରେ ଆମେରିକାରେ ଶୁଭିଲା ବୟକଟ୍ ଚାଇନା ନାରା,ଐତିହାସିକ ଟାଇମ ସ୍କୋୟାରରେ ଜୋରଦାର ପ୍ରଦର୍ଶନ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନ୍ୟୁୟର୍କ ୦୫/୦୭: ଚୀନର ଆକ୍ରମଣାତ୍ମକ ଓ ବିସ୍ତାରବାଦୀ ନୀତିରେ ବିରକ୍ତି ଏବଂ ଅସନ୍ତୋଷ ପ୍ରକାଶ କରି ଏବେ ସମଗ୍ର ଦୁନିଆର ଲୋକ ସଡକକୁ ଓହ୍ଲାଇଛନ୍ତି। ନ୍ୟୁୟର୍କ ଟାଇମ୍ସ ସ୍କୋୟାରରେ ଭାରତୀୟ ଆମେରିକୀ, ତିବ୍ବତି ଓ ତାଇଓ୍ଵାନୀ ନାଗରିକ ଚୀନ ବିରୋଧରେ

ଆସିଗଲା ଦେଶର ପ୍ରଥମ ଦେଶୀ ଆପ୍ ‘Elyments’, ଆଜି ଉପ-ରାଷ୍ଟ୍ରପତି ଲଞ୍ଚ, କରିବେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୫/୦୭ : ଭାରତରେ ବଡ ସଂଖ୍ୟାରେ ଲୋକ ସାମାଜିକ ଗଣମାଧ୍ୟମ ବ୍ୟବହାର କରୁଛନ୍ତି। ତଥ୍ୟ ଅନୁଯାୟୀ ଦେଶରେ ସାମାଜିକ ଗଣମାଧ୍ୟମ ବ୍ୟବହାରକାରୀଙ୍କ ସଂଖ୍ୟା ୫୦ କୋଟିରୁ ଅଧିକ ରହିଛି। ଏହା ସତ୍ଵେ ଦେଶରେ ସାମାଜିକ ଗଣମାଧ୍ୟମ ବଜାରରେ ବିଦେଶୀ କମ୍ପାନୀଙ୍କ

ଆପ୍ ତିଆରି ପାଇଁ ଯୁବକଙ୍କୁ ଚ୍ୟାଲେଞ୍ଜ ଦେଲେ ପ୍ରଧାନମନ୍ତ୍ରୀ ମୋଦୀ :ଚୀନକୁ ଲାଗିବ ଡବଲ ଝଟକା

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୫/୦୭: ଚୀନର ହୀନ ଉଦ୍ଦେଶ୍ୟକୁ ଜବାବ ଦେବା ପାଇଁ ଭାରତ ସରକାର କେବଳ ୫୯ ଚୀନୀ ଆପ୍ସକୁ ନିଷିଦ୍ଧ କରି ନାହାନ୍ତି ବରଂ ଏହି ମାମଲାରେ ଭାରତକୁ ଆତ୍ମ ନିର୍ଭର କରିବାକୁ ଯୋଜନା ମଧ୍ୟ କରାଯାଇଛି। ପ୍ରଧାନମନ୍ତ୍ରୀ ମୋଦୀ ଶନିବାର ଟ୍ଵିଟ୍‌ କରି

ଚୀନ ଭେଟି ଦେଲା ଆଉ ଏକ ନୂଆ ସ୍ୱାଇନ୍ ଫ୍ଲୁ ଭାଇରସ୍ ‘G-4’

ବେଜିଂ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୦୫।୦୭ : ଚୀନରେ ଆଉ ଏକ ନୂଆ ଭାଇରସ୍ ମୁଣ୍ଡ ଟେକିଥିବା ରିପୋର୍ଟ ପ୍ରକାଶ ପାଇଥିଲା । ଏହି ଭାଇରସକୁ ପ୍ରାଣଘାତୀ ବୋଲି କୁହାଯାଉଛି । ଏବେ ସାରା ବିଶ୍ବ କରୋନା ମହାମାରୀରୁ ରକ୍ଷା ପାଇପାରିନଥିବା ବେଳେ ଚୀନ୍‌ର ବୈଜ୍ଞାନିକମାନେ ଏକ ନୂଆ ପ୍ରକାରର

ଘୋଷଯାତ୍ରାରୁ ବାହୁଡ଼ି ରତ୍ନବେଦୀକୁ ଫେରିଲେ ତିନି ଠାକୁର- ଅଭିମାନୀନୀ ମାଆ ଲକ୍ଷ୍ମୀଙ୍କୁ ରସଗୋଲା ଦେଇ ମାନ ଭଞ୍ଜନ କଲେ…

ଲୀଳାମୟ ଠାକୁର ଆଷାଢ ଶୁକ୍ଳପକ୍ଷ ଚଦୁର୍ଦ୍ଦଶୀ ତିଥିରେ ଆଜି ନୀଳାଦ୍ରି ବିଜେ କରିଛନ୍ତି। ନବଦିନ ଘୋଷଯାତ୍ରାରୁ ବାହୁଡ଼ି ସିଂହଦ୍ୱାରରେ ଚାରିଦିନ ଧରି ରଥାରୁଢ ଥିବା ତିନି ଠାକୁର ଚତୁର୍ଦ୍ଦଶୀ ତିଥିରେ ରତ୍ନବେଦୀକୁ ଫେରିଛନ୍ତି। ବିଜେ କାହାଳୀ, ଘଣ୍ଟଘଣ୍ଟାର ତାଳେ ତାଳେ ଗୋଟି ପହଣ୍ଡିରେ

ଭାରତ ସରକାର ବ୍ୟାନ୍ କଲା ପରେ ଏବେ ଚୀନଠାରୁ ନିଜକୁ ଦୂରେଇବାକୁ ଚାହୁଁଛି ଟିକଟକ୍

ନୂଆଦିଲ୍ଲୀ: ଦେଶର ସୁରକ୍ଷା ପ୍ରତି ବିପଦ ଦର୍ଶାଇ ଟିକଟକ୍ ସମେତ ୫୯ଟି ଚାଇନା ଆପକୁ ବ୍ୟାନ କରିଦେଇଛନ୍ତି ଭାରତ ସରକାର । ଭାରତରେ ବ୍ୟାନ ହେବା ପରେ ବେଜିଂ ଠାରୁ ଦୂରେଇ ଯିବାକୁ ଚାହୁଁଛି ସୋସିଆଲ ମିଡିଆ ଟିକଟକ୍ । ହେଲେ ଭାରତରେ ଏହି ସର୍ଟ ଭିଡିଓ ଆପର ପ୍ରବଳ ଚାହିଦା ଥିବାରୁ ଏବଂ

ରାଜଧାନୀରେ ମାଡ଼ି ମାଡ଼ି ଚାଲିଛି କରୋନା: ଆଜି ପୁଣି ଚିହ୍ନଟ ହେଲେ ୪୫ ନୂଆ ଆକ୍ରାନ୍ତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୪/୦୭: ରାଜଧାନୀରେ ମାଡ଼ି ଚାଲିଛି କରୋନା। ଶନିବାର ଆଉ ୪୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୪ ହୋଇଛି। ସେଥିରୁ ୨୪୭ ଜଣ ସୁସ୍ଥ ହୋଇ ଫେରିଥିବା ବେଳେ ୧୬୦ ସକ୍ରିୟ କେସ୍‌

ସରକାର ଆଜି ଆଉ ଏକ ବଡ଼ ନିଷ୍ପତ୍ତି : ଏଥର ଓଡ଼ିଶାରେ ବୋଲବମ୍ ଯାତ୍ରା ବନ୍ଦ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୪/୦୭: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ଆଉ ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ଶ୍ରାବଣ ମାସ ସୋମବାର ଦିନ କାଉଡ଼ିଆମାନେ ବିଭିନ୍ନ ଶୈବପୀଠରେ କରୁଥିବା ଜଳଲାଗି ଉପରେ କଟକଣା ଜାରି ହୋଇଛି। ତେଣୁ ଏଥର ବୋଲବମ୍ ଯାତ୍ରା ବନ୍ଦ

କଟକରେ କରୋନା ହେଲାଣି ଅଣାୟତ୍ତ : ମହାନଗର ନିଗମ ଅଞ୍ଚଳରେ ଆଜିଠାରୁ ଜୁଲାଇ ୮ ପର୍ଯ୍ୟନ୍ତ ସଟଡାଉନ

କଟକ, (କଳିଙ୍ଗ ଜ୍ୟୋତି), ୦୪/୦୭ : କଟକ ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମଣ ବଢୁଥିବା ଦେଖି ଆଜିଠାରୁ ଆସନ୍ତା ଜୁଲାଇ ୮ତାରିଖ ପର୍ଯ୍ୟନ୍ତ କଟକ ସହରକୁ ସଟଡାଉନ କରାଯାଇଛି । ଏହି ସଟଡାଉନ ୮ତାରିଖ ମଧ୍ୟରାତ୍ରି ପର୍ଯ୍ୟନ୍ତ ଲାଗୁ ରହିବ । ଏ ନେଇ ଆଜି ଘୋଷଣା କରିଛି କଟକ ମହାନଗର
error: Content is protected !!
Open chat