Yearly Archives

2020

ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଉପସ୍ଥାପନ କଲେ ବର୍ଷକର ରିପୋର୍ଟ କାର୍ଡ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୩/୦୭:ପ୍ରଶାସିକାରୁ ରାଜନେତା ପାଲଟିଥିବା ଭୁବନେଶ୍ୱରର ବିଜେପି ସାଂସଦ ଅପରାଜିତା ଷଡ଼ଙ୍ଗୀ ଆଜି ନିଜର ବାର୍ଷିକ ରିପୋର୍ଟ କାର୍ଡ ଉପସ୍ଥାପନ କରିଛନ୍ତି। ଗତ ବର୍ଷକ ମଧ୍ୟରେ ସାଂସଦ ଭାବେ ସେ କ’ଣ କରିଛନ୍ତି ତା’ର ହିସାବ ଦେବା ସହ ଆଗାମୀ ଦିନର

ଚୀନ କୁ ଜବାବ ଦେବାକୁ ଭାରତର ପ୍ରସ୍ତୁତି ଆରମ୍ଭ, ଲଦାଖ ରେ ମୃତୟନ ହେଲେ ସର୍ଜିକାଲ ଷ୍ଟ୍ରାଇକ୍ କରିଥିବା ସ୍ପେଶାଲ…

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୭: ଚୀନ ସହ ବିବାଦ ମଧ୍ୟରେ ଭାରତ ଲଦାଖରେ ସ୍ପେଶାଲ ଫୋର୍ସକୁ ମୁତୟନ କରିଛି । ଦେଶର ଭିନ୍ନ ଭିନ୍ନ ସ୍ଥାନରେ ଥିବା ପାରା ସ୍ପେଶାଲ ଫୋର୍ସଙ୍କୁ ଲଦାଖ ପଠାଯାଇଛି । ଏଠାରେ କମାଣ୍ଡୋମାନେ ଅଭ୍ୟାସ କରିଛନ୍ତି । ଏହି ସ୍ପେଶାଲ ଫୋର୍ସର

ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୦,୯୦୩ କରୋନା ଆକ୍ରାନ୍ତ, ୩୭୯ ମୃତ – ମୋଟ ଆକ୍ରାନ୍ତ ୬,୨୫,୫୪୪

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୭ : ଭାରତରେ କରୋନା ମୃତ୍ୟୁ ସଂଖ୍ୟା ୧୮ ହଜାର ଟପିଛି। ଗତ ୨୪ ଘଣ୍ଟାରେ ୩୭୯ ରୋଗୀ ପ୍ରାଣ ହରାଇଥିବାବେଳେ ୧୮ ହଜାର ୨୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଗୋଟିଏ ଦିନରେ ସର୍ବାଧିକ ୨୦ ହଜାର ୯୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ

ରାଉରକେଲା ଆଇଜିଏଚରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ରାଉରକେଲା ୦୩/୦୭ : ରାଉରକେଲା ଆଇଜିଏଚରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବୁଧବାର ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବା ପରେ ଏହି ୬୪ ବର୍ଷୀୟ ବ୍ୟକ୍ତି ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କର କରୋନା ଟେଷ୍ଟ

ବାହୁଡା ରେ ଆସିଲା ‘ବଳରାମ’ ଯୋଜନା । କାଳିଆ’ ପରେ ଭୂମିହୀନ ଚାଷୀଙ୍କ ପାଇଁ କୃଷି ଋଣ ଯୋଜନା

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୩/୦୭: ବାହୁଡା ରେ ଆସିଲା ‘ବଳରାମ’ ଯୋଜନା । କାଳିଆ’ ପରେ ଭୂମିହୀନ ଚାଷୀଙ୍କ ପାଇଁ କୃଷି ଋଣ ଯୋଜନା । ଏହି ଯୋଜନାରେ ରାଜ୍ୟର ପ୍ରାୟ ୭ ଲକ୍ଷ ଭୂମିହୀନ ଚାଷୀଙ୍କୁ କୃଷି ଋଣ ଯୋଗାଇ ଦିଆଯିବ । ପ୍ରାୟ ୧ ହଜାର ୪୦ କୋଟି ଟଙ୍କାର ଋଣ ଯୋଗାଣ ଲକ୍ଷ୍ୟ

ଭାରତରେ କିନ୍ନରଙ୍କୁ ଖୁବ୍ ‌ଶୀଘ୍ର ଅର୍ଦ୍ଧସାମରିକ ବାହିନୀରେ ସ୍ଥାନ ମିଳିବ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୦୩/୦୭: ଖୁବ୍‌ଶୀଘ୍ର ଭାରତରେ ଅର୍ଦ୍ଧସାମରିକ ବାହିନୀରେ ପୁରୁଷ ଓ ମହିଳା ସହିତ ତୃତୀୟଲିଙ୍ଗ କିନ୍ନରଙ୍କୁ ବି ସ୍ଥାନ ମିଳିବ। ଏଥିଲାଗି କେନ୍ଦ୍ର ଗୃହ ମନ୍ତ୍ରାଳୟ ପ୍ରକ୍ରିୟା ଆରମ୍ଭ କରିଛି । ଗୃହମନ୍ତ୍ରାଳୟ ଅତିରିକ୍ତ କମାଣ୍ଡାଣ୍ଟ

ଶ୍ରୀକ୍ଷେତ୍ରରେ ଆଜି ଶ୍ରୀଜିଉଙ୍କ ଅଧରପଣା ନୀତି

କଳିଙ୍ଗ ଜ୍ୟୋତି ବ୍ୟୁରୋ ପୁରୀ ୦୩/୦୭ : ଶ୍ରୀକ୍ଷେତ୍ରରେ ଆଜି ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ଅଧରପଣା ନୀତି। ତିନି ରଥ ଉପରେ ବିରାଜମାନ କରିଥିବା ବଳଭଦ୍ର, ସୁଭଦ୍ରା ଓ ଜଗନ୍ନାଥଙ୍କ ବିଗ୍ରହ ସାମ୍ନାରେ ଏହି ନୀତି ସମ୍ପନ୍ନ ହେବ। ମଧ୍ୟାହ୍ନ ଧୂପ ପରେ ଅଧରପଣା ନୀତି ଅନୁଷ୍ଠିତ ହେବ।

ହିନ୍ଦୀ ସିନେ ଜଗତର ଖ୍ୟାତନାମା ନୃତ୍ୟ ନିର୍ଦେଶକ ସରୋଜ୍ ଖାନଙ୍କର ପରଲୋକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ମୁମ୍ୱାଇ ୦୩/୦୭: ବଲିଉଡର ଖ୍ୟାତନାମା ନୃତ୍ୟ ନିର୍ଦେଶକ ସରୋଜ୍ ଖାନଙ୍କର ବିଳମ୍ବିତ ରାତି ୧ଟା ୫୨ ମିନିଟ୍ ସମୟରେ ପରଲୋକ ହୋଇଥିବା ଜଣାଯାଇଛି। ହୃଦଘାତ କାରଣରୁ ତାଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା।ଗତ ଜୁନ୍ ୨୦ ତାରିଖରେ

ସମ‌୍‍ ହସ୍ପିଟାଲରେ ହେବ କୋଭିଡ ଭ୍ୟାକ୍‌ସିନ‌୍‍ର ପରୀକ୍ଷଣ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୦୩/୦୭:ସମ୍ ହସ୍ପିଟାଲରେ ହେବ କୋଭିଡ୍-୧୯ ଭ୍ୟାକ୍‌ସିନ୍‌ର ପରୀକ୍ଷଣ। ମଣିଷ ଉପରେ ପରୀକ୍ଷଣ ଲାଗି ଇଣ୍ଡିଆନ୍‌ କାଉନସିଲ୍‌ ଫର୍‌ ମେଡିକାଲ ରିସର୍ଚ୍ଚ (ଆଇସିଏମଆର) ମନୋନୀତ ଦେଇଛି। ଦେଶର ୧୩ ହସ୍ପିଟାଲ ମଧ୍ୟରେ ଓଡ଼ିଶାର ଏକମାତ୍ର ଅନୁଷ୍ଠାନ ଭାବେ ସମ୍
error: Content is protected !!
Open chat