ସିବିଏସ୍ଇ ଦଶମ ଓ ଦ୍ବାଦଶ ଶ୍ରେଣୀର ବାକିଥିବା ସମସ୍ତ ପରୀକ୍ଷା ବାତିଲ୍।
ନୂଆଦିଲ୍ଲୀ (କଳିଙ୍ଗ ଜ୍ୟୋତି ବ୍ୟୁରୋ) ୨୫/୦୬ : କରୋନା ଯୋଗୁଁ ଦେଶରେ ମାର୍ଚ୍ଚ ୨୫ ତାରିଖରୁ ଏପ୍ରିଲ୍ ୧୪ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଲକ୍ ଡାଉନ୍ କରାଯାଇଥିଲା । ଏହାପରେ ସିବିଏସଇ ଦଶମ ଓ ଦ୍ବାଦଶ ଶ୍ରେଣୀର କିଛି ପରୀକ୍ଷା ହୋଇପାରିନଥିଲା । ତେବେ ଦେଶରେ ଜୁନ୍ ୧ ତାରିଖରୁ ଦେଶରେ!-->…
