Yearly Archives

2020

ଦେଶରେ ଦିନକରେ ୩୧ ହଜାର ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୮୨ ମୃତ

ନୂଆଦିଲ୍ଳୀ : ଦେଶରେ ଦିନକରେ ୩୧ ହଜାର ୧୧୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪,୬୨,୮୧୦ରେ ପହଞ୍ଚିଛି। ସେହିଭଳି ଆଜି ୪୮୨ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪,୩୫,୬୦୩ ରହିଥିବାବେଳେ

ରାଜଗାଙ୍ଗପୁର: ଝଗରପୁର, DISIR ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ମୃତ

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୧୪/୧୦ : ରାଜଗାଙ୍ଗପୁର, ଝଗରପୁରସ୍ଥ DISIR ନିକଟରେ ଆଜି ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆଜି ସନ୍ଧ୍ୟା ପ୍ରାୟ ୭.୩୦ ଘଟିକା ସମୟରେ ଲିପଲୋଇ ପାନପଡାର ବାସିନ୍ଦା ବିଶ୍ଵଜିତ ତ୍ରିପାଠୀ ରାଉରକେଲାରୁ ଏକ

କୁପାରୀ: ଶାରୀଶୁଆ ପାହାଡ଼ ନିକଟସ୍ଥ କପିଳଝର ବନ୍ଧ-ନଟା ଜଳପ୍ରପାତରୁ ପଥର ଖସି ଛାତ୍ରର ମୃତ

ଖଇରା,(ଅନିଲ କୁମାର ପଣ୍ଡା/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: ଜଳପ୍ରପାତରୁ ପଥର ଖସି ଛାତ୍ରର ମୃତ୍ୟୁ ! ! ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଖଇରା ଥାନା କୁପାରୀ ଶାରୀଶୁଆ ପାହାଡ଼ରେ ଥିବା କପିଳଝର ବନ୍ଧ ନଟା ଜଳପ୍ରପାତରେ। ଘଟଣାରୁ ପ୍ରକାଶ ଖଇରା ବ୍ଲକ ଅଧିନ ଅନ୍ତରା ଗ୍ରାମର କିଶୋର ଶୁକ୍ଳଙ୍କ

ସାଲେପୁର ବ୍ଲକ ମିର୍ଜାପୁର ଅନ୍ତର୍ଗତ ଛୋଟିପଡାରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଦୁଇ ବଖରା ଘର ସଂପୂର୍ଣ୍ଣ ଜଳିଗଲା

ସାଲେପୁର,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: ସାଲେପୁର ବ୍ଲକ ମିର୍ଜାପୁର ପଂଚାୟତ ଅନ୍ତର୍ଗତ ଛୋଟିପଡା ଗ୍ରାମରେ ଗତ ଶନିବାର ଅପରାହ୍ନରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ସତ୍ୟାନନ୍ଦ ନାୟକଙ୍କ ଦୁଇ ବଖରା ଘର ସଂପୂର୍ଣ୍ଣ ଜଳିଯାଇଅଛି । ଖବର ପାଇ ସାଲେପୁର ଅଗ୍ନିସମ

ବଳଦେବଜୀଉ ସେବା ସମବାୟ ସମିତି, ନିଶ୍ଚିନ୍ତକୋଇଲିରେ ଦୁର୍ନୀତିକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ କଲେ ସ୍ଥାନୀୟ ଚାଷୀ

ନିଶ୍ଚିନ୍ତକୋଇଲି,(ପ୍ରଫୁଲ୍ଳ କୁମାର ମହାପାତ୍ର/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: କଟକ କେନ୍ଦ୍ରସମବାୟ ବ୍ୟାଙ୍କ ନିଶ୍ଚିନ୍ତକୋଇଲି ଶାଖା ଅଧିନସ୍ଥ ବଳଦେବଜୀଉ ସେବା ସମବାୟ ସମିତିରେ ଦୁର୍ନିତି ନେଇ ଚାଷୀମାନେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଥିବା ଜଣାଯାଇଛି । ଚାଷୀଙ୍କ ଅଭିଯୋଗ

କୁଆଁପାଳ: ଅଗ୍ନିଶମ କର୍ମଚାରୀଙ୍କ କାର୍ଯ୍ୟରତ ଅବସ୍ଥାରେ ପରଲୋକ

ମାହାଙ୍ଗା,(ଶ୍ରୀନିବାସ ନାୟକ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦: ମାହାଙ୍ଗା ବ୍ଲକ ଅନ୍ତର୍ଗତ କୁଆଁପାଳ ଅଗ୍ନିଶମ ବିଭାଗର କର୍ମଚାରୀ (ଏଫଏମ ୧୨୬୪) ସୁବୋଧ ମହାନ୍ତି(୫୭)ଙ୍କ ହୃଦଘାତରେ ପରଲୋକ ହୋଇଯାଇଛି । ସେ ଗତକାଲି ଅଫିସରେ କାର୍ଯ୍ୟରତ ଥିବାବେଳେ ଅପରାହ୍ନରେ ସେ ଛାତିରେ ଯନ୍ତ୍ରଣା ଅନୁଭବ

ପୁରୀ ବେଳାଭୂମିକୁ ମିଳିଲା ‘ବ୍ଲୁ ଫ୍ଲାଗ ବିଚ’‌ ମାନ୍ୟତା: ସନ୍ତୋଷ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ –…

ଭୁବନେଶ୍ୱର/ପୁରୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୨/୧୦ : ପୁରୀ ବେଳାଭୂମିକୁ ବ୍ଲୁ ଫ୍ଲାଗ୍‌ ବିଚ୍‌ ମାନ୍ୟତା ପ୍ରଦାନ କରିଛି ଅନ୍ତର୍ଜାତୀୟ ସଂସ୍ଥା । ଡେ଼ନମାର୍କର ଏକ ସଂସ୍ଥା ପକ୍ଷରୁ ଏହି ବ୍ଲୁ ଫ୍ଲାଗ୍‌ ବିଚ୍‌ ମାନ୍ୟତା ପ୍ରଦାନ କରାଯାଇଛି । ଦିଗବାରିଣୀ ଖୁଂଟି ଠାରୁ ମେ ଫେୟାର ହୋଟେଲ

ରାଜଗାଙ୍ଗପୁର ସହରରେ ବେଆଇନ ସସ୍ କାରଖାନାରେ ପୋଲିସର ଚଢ଼ାଉ: ଘଟଣାସ୍ଥଳରୁ ଅପମିଶ୍ରିତ ସସ୍ ଓ ସସ୍ ତିଆରି ସାମଗ୍ରୀ ଜବତ

ରାଜଗାଙ୍ଗପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ ଚିଫ ସୌମ୍ୟଜିତ ସ୍ୱାଇଁ),୧୧/୧୦ : ବଜାରରେ ବିକ୍ରି ହେଉଥିବା ଖାଦ୍ୟ ସାମଗ୍ରୀରେ ରହୁଛି ବିଷ ! ! ବିନା ଲଙ୍କା ଓ ଟମାଟୋ ଏବଂ ଏକ୍ସପାରି ଏସେନ୍ସରେ ପ୍ରସ୍ତୁତ ହେଉଛି ଟମାଟୋ ଓ ଚିଲି ସସ୍ । ରାଜଗାଙ୍ଗପୁର ସହରରେ ବେଆଇନ ଭାବେ ଚାଲିଛି ସସ୍ ତିଆରି

ନାବାଳିକା ଅପହରଣକାରୀ ଫେରାର ଅଭିଯୁକ୍ତକୁ ଗିରଫ କରିବା ସହ ଚାନ୍ଦବାଲି ଥାନା ଆଇ.ଆଇ.ସିଙ୍କ ନିଲମ୍ବନ ଦାବି କରି ବିଜେପି…

ଭଦ୍ରକ/ଚାନ୍ଦବାଲି,(ମଣି ପ୍ରସାଦ ପାଢୀ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୧୦: ଭଦ୍ରକ ଜିଲ୍ଲା ଚାନ୍ଦବାଲି ଥାନାରୁ ଜଣେ ନାବାଳିକା ଅପହରଣକାରୀ ଗିରଫ ଅଭିଯୁକ୍ତ ଫେରାର ହେବା ଘଟଣାକୁ ୭ ଦିନ ବିତି ଯାଇଥିଲେ ମଧ୍ୟ ଫେରାର ଅଭିଯୁକ୍ତକୁ ପୋଲିସ ଏ ପର୍ଯ୍ୟନ୍ତ ଧରିବାରେ ସକ୍ଷମ ହୋଇପାରିନାହିଁ।

ସମସ୍ୟାରେ ବରଦିଆ ଗ୍ରାମବାସୀ : ଗାଁକୁ ହୋଇପାରୁନି ରାସ୍ତା, ମିଳୁନି ପାନୀୟ ଜଳ ସୁବିଧା ! !

ମାହାଙ୍ଗା,(ଶ୍ରୀନିବାସ ନାୟକ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୧/୧୦: ମାହାଙ୍ଗା ବ୍ଲକ ଅନ୍ତର୍ଗତ ଚାହାପଡା ପଞ୍ଚାୟତ ବରଦିଆ ଗ୍ରାମର ଗ୍ରାମବାସୀମାନେ ରାସ୍ତା ଓ ପାନୀୟ ଜଳ ସମସ୍ୟା ନେଇ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ପ୍ରକାଶଯେ ଏହି ଗ୍ରାମରେ ୫୦୦ ରୁ ଉର୍ଦ୍ଧ ଲୋକ ବସବାସ କରୁଥିବା
error: Content is protected !!
Open chat