Yearly Archives

2020

ଆମରିକାରେ ସମସ୍ତ ନାଗରିକଙ୍କୁ ମାଗଣାରେ ମିଳିବ କୋଭିଡ-୧୯ ଟିକା : ଟ୍ରମ୍ପ ପ୍ରଶାସନ

ୱାଶିଂଟନ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ :  ଆମରିକାରେ କରୋନା ସଂକ୍ରମଣ ବୃଦ୍ଧି ପାଇବା ମଧ୍ୟରେ ଏକ ଆଶ୍ବସ୍ତିକର ଖବର ଆସିଛି। କୋଭିଡ-୧୯ ଟିକା ପାଇଁ ତାଙ୍କ ଯୋଜନା ପ୍ରକାଶ କରିବା ସହିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପ୍ରଶାସନ ଏହା ଉପରେ କାର୍ଯ୍ୟ ଆରମ୍ଭ କରିଛି। ଏହା

ଉର୍ମିଳା ମାତୋଣ୍ଡକର ଅଭିନୟ ପାଇଁ ନୁହେଁ, ‘ସପ୍ଟ ପର୍ଣ୍ଣ’ ପାଇଁ ଜଣାଶୁଣା: କଙ୍ଗନା ରାଣାୱତ୍

ମୁମ୍ବାଇ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବଲିଉଡରେ ‘ନେପୋଟିଜିମ୍’ ଏବଂ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ କଙ୍ଗନା ଗୋଟିଏ ପରେ ଗୋଟିଏ ବିବୃତ୍ତି ଦେବାରେ ଲାଗିଛନ୍ତି। ପ୍ରଥମେ ନେପୋଟିଜିମ୍ କୁ ନେଇ କଙ୍ଗନା ସ୍ବର ଉତ୍ତୋଳନ କରିଥିବା ବେଳେ ପରେ ଡ୍ରଗ୍ସକୁ ନେଇ କହିବା ଆରମ୍ଭ

ରାଜ୍ୟସଭାରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡଃ ହର୍ଷବର୍ଦ୍ଧନଙ୍କ ସୂଚନା: କୋଭିଡ୍-୧୯ ଟିକା ୨୦୨୧ ଆରମ୍ଭରୁ ଭାରତରେ…

ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ୨୦୨୧ ବର୍ଷ ଆରମ୍ଭ ବେଳକୁ ଭାରତରେ କୋଭିଡ୍‌-୧୯ ଟିକା ଉପଲବ୍ଧ କରାଯିବ ବୋଲି ଆଜି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡଃ ହର୍ଷବର୍ଦ୍ଧନ କହିଛନ୍ତି। ରାଜ୍ୟସଭାରେ ଡଃ ହର୍ଷବର୍ଦ୍ଧନ କହିଛନ୍ତି, ଅନ୍ୟ ଦେଶମାନଙ୍କ ପରି ଭାରତ ମଧ୍ୟ ଚେଷ୍ଟା କରୁଛି।

‘ଅଟଳ ଟନେଲ’: ବିଶ୍ୱର ସର୍ବବୃହତ ରାଜପଥ ସୁଡ଼ଙ୍ଗର ନିର୍ମାଣ ଶେଷ – ଚଳିତ ମାସରେ ଲୋକାର୍ପଣ କରିବେ…

ମନାଲି/ନୂଆଦିଲ୍ଲୀ,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ପୃଥିବୀର ଦୀର୍ଘତମ ରାଜପଥ ସୁଡ଼ଙ୍ଗ ‘ଅଟଳ ଟନେଲ୍‌’ ନିର୍ମାଣ କାର୍ଯ୍ୟ ଇତିମଧ୍ୟରେ ଶେଷ ହୋଇଛି। ମନାଲିକୁ ଲେହ ସହ ସଂଯୋଗ କରୁଥିବା ବିଶ୍ୱର ସର୍ବବୃହତ ରାଜପଥ ଟନେଲ ‘ଅଟଳ ଟନେଲ’ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି । ୧୦ ହଜାର ଫୁଟରୁ

ଚଳିତ ବର୍ଷ ବିନା ଭକ୍ତରେ ଅନୁଷ୍ଠିତ ହେବ କଳାହାଣ୍ଡିର ଇଷ୍ଟଦେବୀ ମାଁ’ ମାଣିକେଶ୍ୱରୀଙ୍କ ଛତର ଯାତ୍ରା

ଭବାନୀପାଟଣା,(ଯୁବରାଜ ଅଗ୍ରୱାଲ/କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯: ଚଳିତ ବର୍ଷ ଭବାନୀପାଟଣାରେ କଳାହାଣ୍ଡିର ଇଷ୍ଟଦେବୀ ମାଁ' ମାଣିକେଶ୍ୱରୀଙ୍କ ପବିତ୍ର ଛତର୍‍ ଯାତ୍ରା ବିନା ଭକ୍ତରେ ଅନୁଷ୍ଠିତ ହେବ। ଆସନ୍ତା ମାସ ୨୪ ତାରିଖରେ ଛତର୍‍ ଯାତ୍ରା ଅନୁଷ୍ଠିତ ହେବ। ଜିଲ୍ଲାପାଳଙ୍କ

ଆଜି ପବିତ୍ର ମହାଳୟା: ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀ ଆଜି ‘ଧବଳମୁଖୀ ବେଶ’ ବା…

ସମ୍ବଲପୁର,(କଳିଙ୍ଗ ଜ୍ୟୋତି ବ୍ୟୁରୋ),୧୭/୦୯ : ଆଜି ପବିତ୍ର ମହାଳୟା ଅବସରରେ ସମ୍ବଲପୁରର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ୱରୀ ଧବଳମୁଖୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ମା’ଙ୍କର ଏହି ବେଶ ଗଙ୍ଗା ବେଶ ବା ସରସ୍ୱତୀ ବେଶ ବୋଲି ମଧ୍ୟ କୁହାଯାଏ। ଗୁରୁବାର ମଧ୍ୟରାତ୍ରୀରୁ ହିଁ ମା’ଙ୍କୁ

ବରିଷ୍ଠ ବିଜେପି ନେତା ଆଶୋକ ସାହୁଙ୍କ ପରଲୋକ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବରିଷ୍ଠ ବିଜେପି ନେତା ତଥା ଅବସର ପ୍ରାପ୍ତ ଆଇପିଏସ ଅଫିସର ଆଶୋକ ସାହୁଙ୍କ ଆଜି ପରଲୋକ ହୋଇଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ ବର୍ଷ ବୟସ ହୋଇଥିଲା। ଅସୁସ୍ଥତା କାରଣରୁ

ଭାରତକୁ ୧୦କୋଟି କରୋନା ଟିକା ଡୋଜ ବିକିବ ରୁଷ୍‌

ମସ୍କୋ/ନୂଆଦିଲ୍ଲୀ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଭାରତକୁ ୧୦କୋଟି କରୋନା ଟିକା ‘ସ୍ପୁଟିନିକ-ଭି’ ବିକ୍ରି କରିବ ରୁଷ୍। ରୁଷର ସଭରେନ ୱେଲଥ୍‌ ଫଣ୍ଡ ଭାରତର ଔଷଧ ପ୍ରସ୍ତୁତକାରୀ କମ୍ପାନୀ ଡକ୍ଟର ରେଡ୍ଡିକୁ ଏହି ଟିକା ବିକ୍ରି କରିବାକୁ ସମ୍ମତି ପ୍ରକାଣ କରିଛି। ଏଥିପାଇଁ ରୁଷର

ସେପ୍ଟେମ୍ବର ୩୦ ରେ ବାବ୍ରୀ ମସ୍‌ଜିଦ୍ ଭଙ୍ଗା ମାମଲା ରାୟ

ନୂଆଦିଲ୍ଲୀ/ଲକ୍ଷ୍ନୌ କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ବାବ୍ରୀ ମସ୍‌ଜିଦ୍‌ ଭଙ୍ଗା ମାମଲାର ରାୟ ଶୁଣାଇବାକୁ ଏକ ସ୍ବତନ୍ତ୍ର ସିବିଆଇ କୋର୍ଟ ସେପ୍ଟେମ୍ବର ୩୦ ତାରିଖକୁ ଦିନ ଧାର୍ଯ୍ୟ କରିଛନ୍ତି। ଏହି ମାମଲାରେ ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡ଼ୱାଣୀ, ମୁରଲୀମନୋହର ଯୋଶୀ,

ମୃତ୍ୟୁ ଏମିତି ବି ଆସେ ? ଡ୍ୟୁଟି ସମୟରେ ଟଳି ପଡିଲେ ସଫେଇ କର୍ମଚାରୀ

ଭୁବନେଶ୍ୱର କଳିଙ୍ଗ ଜ୍ୟୋତି ବ୍ୟୁରୋ ୧୭-୦୯-୨୦ : ଏମିତି ବି ଆସେ ମୃତ୍ୟୁ । କରୋନା ପରିସ୍ଥିତିରେ ଲୋକେ ଘରୁ ବାହାରକୁ ବାହାରିବାକୁ ଡରୁଥିବାବେଳେ ସେ କରୋନା ଯୋଦ୍ଧା ଭାବେ କାର୍ଯ୍ୟ କରୁଥିଲେ । ୭୦ ବର୍ଷ ବୟସରେ ମଧ୍ୟ ବିଏମ୍‌ସିର ଜଣେ ସଫେଇ କର୍ମଚାରୀ ଭାବେ ନିରବଚ୍ଛିନ୍ନ ଭାବେ କାର୍ଯ୍ୟ
error: Content is protected !!
Open chat