Yearly Archives

2020

ମଣିପୁରରେ ସେନା ଉପରେ ଆକ୍ରମଣ: ୩ ଯବାନ ସହିଦ, ୬ ଗୁରୁତର

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭ :ମଣିପୁରରେ ସେନାର ଯବାନଙ୍କ ଉପରେ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ୩ ଯବାନ ସହିଦ ହୋଇଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି । ବୁଧବାର ରାତି ପ୍ରାୟ ୧.୧୫ରେ ରାଜଧାନୀ ଇମ୍ଫାଲଠାରୁ ୯୫ କିଲେମିଟର ଦୂରରେ ଥିବା ଚନ୍ଦୋଲ

ଓଲିଉଡ ଅଭିନେତା ପିଂଟୁ ନନ୍ଦଙ୍କ ବିରୁଦ୍ଧରେ କାଷ୍ଟିଙ୍ଗ କାଉଚ ଓ ଅସଦାଚରଣ ଅଭିଯୋଗରେ ଥାନାରେ ଏତଲା ଦେଲେ ଯୁବତୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: ଜଣେ ସଂଘର୍ଷପୂର୍ଣ୍ଣ ଅଭିନେତ୍ରୀ ଓଲିଉଡ ଜଗତର ଜଣାଶୁଣା ଅଭିନେତା ତଥା ନିର୍ଦ୍ଦେଶକ ପିଣ୍ଟୁ ନନ୍ଦ ଏବଂ ତାଙ୍କ ସହଯୋଗୀଙ୍କ ବିରୁଦ୍ଧରେ କାଷ୍ଟିଂ କାଉଚର ଅଭିଯୋଗ କରିଛନ୍ତି । ମହିଳାଙ୍କ କହିବା କଥା ହେଲା ସିନେମାରେ ସୁଯୋଗ ଦେବାକୁ କହି

ପୂର୍ବତଟ ରେଳପଥର ସମସ୍ତ ଟ୍ରେନରେ ଲାଗିଲା ବାୟୋଟଏଲେଟ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର୩୧/୦୭:ଯାତ୍ରୀମାନଙ୍କୁ ସ୍ୱଚ୍ଛ ଓ ପରିବେଶ ଅନୁକୁଳ ଯାତ୍ରା ସୁବିଧା ଯୋଗାଇଦେବା ଓ ସ୍ୱଚ୍ଛ ରେଳ, ସ୍ୱଚ୍ଛ ଭାରତ ଅଭିଯାନରେ ଦେଇଥିବା ପ୍ରତିଶ୍ରୁତିକୁ ପୁରଣ କରିବା ଉଦ୍ୟମ ଜାରି ରଖିବା ଉଦ୍ଦେଶ୍ୟରେ ପୂର୍ବତଟ ରେଳପଥ ଏହାର ଟ୍ରେନଗୁଡ଼ିକରେ  ଶତପ୍ରତିଶତ

ରାମ ମନ୍ଦିର ନିର୍ମାଣରେ କେବଳ ଭାରତର ରାମ ଭକ୍ତଙ୍କ ଦାନ ଟଙ୍କା ଲାଗିବ : ଲାଗିବ ନାହିଁ ବିଦେଶୀ ମୁଦ୍ରା

ଅଯୋଧ୍ୟା, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : ଅଗଷ୍ଟ ୫ ତାରିଖରେ ବହୁ ପ୍ରତିକ୍ଷିତ ଅଯୋଧ୍ୟା ରାମ ମନ୍ଦିର ଭୂମିପୂଜନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ହେବ | ଏଥିପାଇଁ ଦେଶର କୋଣ ଅନୁକୋଣରୁ ଭକ୍ତ ଦାନ କରୁଛନ୍ତି | କିନ୍ତୁ ବିଦେଶୀ ଭକ୍ତ ମନ୍ଦିର ନିର୍ମାଣ ପାଇଁ ଦାନ

ଦେଶରେ କେବଳ ଟିକା ଆସିବା ପରେ ଗୋଷ୍ଠୀ ପ୍ରତିରୋଧକ ଶକ୍ତି ଆସିପାରିବ : ସ୍ୱାସ୍ଥ୍ୟ ମନ୍ତ୍ରାଳୟ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୩୧/୦୭:ସମଗ୍ର ବିଶ୍ୱରେ ଏବେ ୩ଟି କରୋନା ଟିକା ୩ୟ ପର୍ଯ୍ୟାୟ କ୍ଲିନିକାଲ ପରୀକ୍ଷଣ ସ୍ତରରେ ପହଞ୍ଚିଛି । ସେଗୁଡ଼ିକ ଆମେରିକା, ବ୍ରିଟେନ ଓ ଚୀନରେ ବିକଶିତ କରାଯାଉଛି । ଭାରତରେ ୨ଟି କରୋନା ଟିକାର ପରୀକ୍ଷଣ ଚାଲିଛି ଓ ସେଗୁଡ଼ିକ ଏବେ ୧ମ ଓ ୨ୟ ପର୍ଯ୍ୟାୟ

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ଭୁବନେଶ୍ୱରସ୍ଥିତ ମୁଖ୍ୟାଳୟ ଠାରେ ସାଇବର ସେଲ ଉଦଘାଟିତ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: ଡିଜିଟାଲ ତଥ୍ୟ ପ୍ରମାଣ ସଂଗ୍ରହ ଓ ସାଇବର ଅନୁସନ୍ଧାନ ପ୍ରଣାଳୀ ର ପ୍ରୟୋଗ ନିମନ୍ତେ ପୂର୍ବ ତଟ ରେଳପଥର ରେଳ ସୁରକ୍ଷା ବଳ ସାଇବର ସେଲକୁ, ଅତିରିକ୍ତ ମହାପ୍ରବନ୍ଧକ ଶ୍ରୀ ସୁଧୀର କୁମାର, ପ୍ରମୁଖ ମୁଖ୍ୟ ନିରାପତ୍ତା କମିଶନର ଶ୍ରୀ ରାଜାରାମ,

ଆତ୍ମହତ୍ୟା ନୁହେଁ, ସୁଶାନ୍ତଙ୍କୁ ହତ୍ୟା କରାଯାଇଛି : ୨୬ଟି ସୁରାକ୍‌ ଦେଲେ ସୁବ୍ରମଣ୍ୟମ ସ୍ୱାମୀ

ନୂଆଦିଲ୍ଲୀ: ସୁଶାନ୍ତ ସିଂହ ରାଜପୁତ୍‌ ମୃତ୍ୟୁ ଘଟଣା ଦିନକୁ ଦିନ ରୋଚକ ମୋଡ ନେଉଛି। ମୁମ୍ବାଇ ପୋଲିସ ଏହାକୁ ଆତ୍ମହତ୍ୟା ବୋଲି କହୁଥିବାବେଳେ ସୁଶାନ୍ତଙ୍କ ଫ୍ୟାନ୍ସ ତଥା ପରିବାର ଲୋକେ ଏହାକୁ ସହଜରେ ଗ୍ରହଣ କରୁନାହାନ୍ତି। ସୁଶାନ୍ତଙ୍କ ମୃତ୍ୟୁର ସିବିଆଇ (Central Bureau of

କଣ ଏହି ଟାଇମ୍‌ କ୍ୟାପ୍‌ସୁଲ୍‌ ?

ନୂଆଦିଲ୍ଲୀ, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : ଅଯୋଧ୍ୟାରେ ନିର୍ମାଣ ହେବାକୁ ଥିବା ରାମ ମନ୍ଦିର ଭିତ୍ତିଭୂମିର ୨୦୦ ଫୁଟ ତଳେ ‘ଟାଇମ୍‌ କ୍ୟାପ୍‌ସୁଲ’ ରଖାଯିବ। ଏହା ହେଉଛି ଏକପ୍ରକାର ଐତିହାସିକ ଦସ୍ତାବିଜ୍‌, ଯେଉଁଥିରେ ରାମ ମନ୍ଦିରର ଇତିହାସଠାରୁ ଆରମ୍ଭ କରି ବିବାଦ, ଆଇନଗତ ଲଢ଼େଇ

କରୋନା ମୁକାବିଲା ଲାଗି ଟେଷ୍ଟିଂ ବଢ଼ିଥିବାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି : ଶାଳିନୀ ପଣ୍ଡିତ

ଭୁବନେଶ୍ୱର, (କଳିଙ୍ଗ ଜ୍ୟୋତି ବ୍ୟୁରୋ), ୩୧/୦୭ : କରୋନା ମୁକାବିଲା ଲାଗି ରାଜ୍ୟ ସରକାର ଟେଷ୍ଟିଂକୁ ଗୁରୁତ୍ୱ ଦେଉଛନ୍ତି । ଟେଷ୍ଟିଂ ବଢ଼ି ଥିବାରୁ ଅଧିକ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ଏହା କହିଛନ୍ତି । ସ୍ଥାନୀୟ ଗୀତଗୋବିନ୍ଦ

କରୋନାରେ ମୃତ ଦୁଇ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ମଞ୍ଜୁର କଲେ ନବୀନ ପଟ୍ଟନାୟକ

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୩୧/୦୭: : କରୋନାରେ ମୃତ୍ୟୁ ଘଟିଥିବା ଦୁଇ ଜଣ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏ ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବରୁ କରୋନାରେ ସାମ୍ବାଦିକଙ୍କ ମୃତ୍ୟୁ ହେଲେ ଏହି ପରିମାଣର ସହାୟତା ଦେବାକୁ ମୁଖ୍ୟମନ୍ତ୍ରୀ
error: Content is protected !!
Open chat