Yearly Archives

2020

ରାଜ୍ୟରେ ଆଗାମୀ ୧୫ ଦିନ ପର୍ଯ୍ୟନ୍ତ ବୃଦ୍ଧି ପାଇବ କରୋନା ସଂକ୍ରମଣ : ବରିଷ୍ଠ ଚିକିତ୍ସକ ଅଶୋକ ମହାପାତ୍ର

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ରାଜ୍ୟରେ ଦିନକୁ ଦିନ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଲୋକମାନେ ବି ପ୍ରତିଦିନ ଏହି ସଂକ୍ରମଣ ହାରକୁ ଦେଖି ଭୟ କରିବାରେ ଲାଗିଲେଣି। ତେବେ ନିକଟରେ ହେଉଥିବା ସର୍ଭେ ହେତୁ ଏହି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା କୁହାଯାଉଥିବା

ସବ୍ୟସାଚୀ ହେଲେ ୟୁନିସେଫ୍ କରୋନା ଲଢ଼େଇର ଆଇଡଲ୍

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: କରୋନା ମହାମାରୀ ବେଳେ ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ପାଇଁ ଦେବଦୂତ ସାଜିଛନ୍ତି ଓଡ଼ିଆ ହିରୋ ସବ୍ୟସାଚୀ ମିଶ୍ର। ଲକଡାଉନରେ ବାହାର ରାଜ୍ୟରେ ଫଶି ରହିଥିବା ଶ୍ରମିକଙ୍କୁ ସବ୍ୟସାଚୀ କେବଳ ସୁବିଧାରେ ଓଡ଼ିଶାକୁ ଫେରାଇ ଆଣିନାହାନ୍ତି ବରଂ ସେମାନଙ୍କ

ଦୈନିକ 10 ଲକ୍ଷ କରୋନା ଟେଷ୍ଟ ହେବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୋଲକାତା ଓ ମୁମ୍ବାଇରେ ଭାରତୀୟ ଚିକିତ୍ସା ଅନୁସନ୍ଧାନ ପରିଷଦ(ICMR)ର 3ଟି ନୂଆ ଲ୍ୟାବ ଉଦଘାଟନ କରିଛନ୍ତି। ଭିଡିଓ କନଫରେନ୍ସ ଜରିଆରେ ସେ ଏହି ଲ୍ୟାବଗୁଡିକର ଉଦଘାଟନ କରିଛନ୍ତି। ଆଗକୁ ଦେଶରେ ଦୈନିକ 10 ଲକ୍ଷ

ରାଜସ୍ଥାନ : ବିଧାନସଭା ଅଧିବେଶନ ଡାକିବାକୁ ରାଜ୍ୟପାଳ କଲରାଜ ମିଶ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଲେ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ଜୟପୁର ୨୮/୦୭: ରାଜସ୍ଥାନରେ ଚାଲିଥିବା ରାଜନୈତିକ ହଟଚମଟ ମଧ୍ୟରେ ରାଜ୍ୟପାଳ କାଲରାଜ ମିଶ୍ର ବିଧାନସଭା ଅଧିବେଶନ ଡାକିବାକୁ ରାଜି ହୋଇଛନ୍ତି। ସୂଚନାଅନୁସାରେ, ରାଜ୍ୟପାଳ କଲରାଜ ମିଶ୍ର ସୋମବାର ଅପରାହ୍ନରେ ରାଜ୍ୟ କ୍ୟାବିନେଟର ଦାବିକୁ ଗ୍ରହଣ

ରାଜ୍ୟରେ ଆଜି ୧୨୧୫ ନୂଆ ଆକ୍ରାନ୍ତ ଚିହ୍ନଟ : ମୋଟ ଆକ୍ରାନ୍ତ ୨୮୧୦୭ କୁ ବୃଦ୍ଧି ପାଇଛି

କଳିଙ୍ଗ ଜ୍ୟୋତି ବ୍ୟୁରୋ ଭୁବନେଶ୍ୱର ୨୮/୦୭ : ରାଜ୍ୟରେ ମାଡିଚାଲିଛି କରୋନା ମହାମାରୀ । ଏହାରି ମଧ୍ୟରେ ରାଜ୍ୟରେ ଆଜି ପୁଣି ୧୨୧୫ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ

ରାଉରକେଲାରେ ଗୋରୁ ବୋଝେଇ ପିକଅପ ଜବତ: ୧୧ ଗୋରୁ ଉଦ୍ଧାର, ଜଣେ ଗିରଫ, ଚାଳକ ସମେତ ଅନ୍ୟ ଚାରିଜଣ ଫେରାର

କଳିଙ୍ଗ ଜ୍ୟୋତି ବ୍ୟୁରୋ ରାଉରକେଲା ୨୮/୦୭: ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ସହରରେ ଏକ ଗୋରୁ ବୋଝେଇ ପିକଅପ ଜବତ କରାଯାଇଥିବା ବେଳେ ଏହି ମାମଲାରେ ଜଣେ ଗିରଫ ହୋଇଥିବାର ସୂଚନା ମିଳିଛି।ପ୍ରାପ୍ତ ସୂଚନା ଅନୁଯାୟୀ, ସୁନ୍ଦରଗଡ଼ ଜିଲ୍ଲାର କୁତ୍ରା ନିକଟସ୍ଥ ଖତଖୁରବାହାଲରୁ ବିଶ୍ରାକୁ ଏକ ଗୋରୁ

ବିଜେପି ସାଂସଦ ଅନୀଲ ବାଲୁନୀଙ୍କୁ ଚା’ ପିଇବାକୁ ନିମନ୍ତ୍ରଣ କଲେ ପ୍ରିୟଙ୍କା ଗାନ୍ଧୀ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭:କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଜଣେ ବିଜେପି ସାଂସଦ ଅନୀଲ ବଲୁନୀଙ୍କୁ ଚା’ ପିଇବାକୁ ନିମନ୍ତ୍ରଣ କରିବା ରାଜନୀତିକୁ ସରଗରମ କରିଛି । ତେବେ ରାଜନୈତିକ ଔଚିତ୍ୟତା ଦୃଷ୍ଟିରୁ ଏଥିରେ କିଛି ଅସଙ୍ଗତି ନାହିଁ ବୋଲି ବଲୁନୀ

ଦେଶରେ ୨୪ ଘଣ୍ଟାରେ ୪୭ ହଜାର ୭୦୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୬୫୪ ଆକ୍ରାନ୍ତଙ୍କର ମୃତ୍ୟୁ

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ ୨୮/୦୭: କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ମିଳିଥିବା ସୂଚନା ଅନୁସାରେ ଗତ ୨୪ ଘଣ୍ଟାରେ ୪୭ ହଜାର ୭୦୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ୬୫୪ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାର ସୂଚନା ରହିଛି ।୪ ଲକ୍ଷ ୯୬ ହଜାର ୯୮୮ ଟି

ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ପୂର୍ବରୁ ନିଅଁର ୨୦୦ ଫୁଟ ତଳେ ପୋତାଯିବ “ଟାଇମ୍‌ କ୍ୟାପସୁଲ” ।

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ /ଅଯୋଧ୍ୟା ୨୮/୦୭: ରାମ ଜନ୍ମଭୂମି ତିର୍ଥକ୍ଷେତ୍ର ଟ୍ରଷ୍ଟର ସଦସ୍ୟ ରମେଶ୍ୱର ରବିବାର ଦିନ କହିଛନ୍ତି ଯେ ରାମ ମନ୍ଦିର ତିଆରି କରିବା ପାଇଁ କୋର୍ଟରେ ଲଢ଼ିବାକୁ ପଡିଲା ଲମ୍ବା ଯୁଦ୍ଧ ଆଉ ବର୍ତ୍ତମାନ ନିର୍ମାଣ ହେବାକୁ ଥିବା ମନ୍ଦିରରେ ଏକ ‘ଟାଇମ୍

ଓମାର ଅବଦୁଲ୍ଲା କେନ୍ଦ୍ର ଶାସିତ ଅଞ୍ଚଳ ଜମ୍ମୁ-କଶ୍ମୀରରେ ନିର୍ବାଚନ ଲଢ଼ିବେନି

କଳିଙ୍ଗ ଜ୍ୟୋତି ବ୍ୟୁରୋ ନୂଆଦିଲ୍ଲୀ/ ଶ୍ରୀନଗର ୨୮/୦୭ : ଜମ୍ମୁ-କାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ପରେ ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ପ୍ରଥମ ଥର ଗଣମାଧ୍ୟମରେ ମୁହଁ ଖୋଲିଛନ୍ତି। ସେ ଏକ ପ୍ରମୁଖ ଇଂରାଜୀ ଗଣମାଧ୍ୟମରେ ଏକ ସ୍ତମ୍ବ ଲେଖିଥିବା ବେଳେ ଜମ୍ମୁ-କାଶ୍ମୀରକୁ ପୂର୍ଣ୍ଣ
error: Content is protected !!
Open chat