Daily Archives

January 14, 2021

ହ୍ୱାଟ୍ସଆପର ନୂଆ ପ୍ରାଇଭେସି ପଲିସି ଉପରେ ରୋକ ଲଗାଇବା ପାଇଁ ଦିଲ୍ଲୀ ହାଇକୋର୍ଟରେ ପିଆଇଏଲ ଦାଖଲ

ନୂଆଦିଲ୍ଲୀ: ହ୍ୱାଟ୍ସଆପର ନୂଆ ପ୍ରାଇଭେସି ପଲିସି ଚର୍ଚ୍ଚାରେ ରହିଛି । ବ୍ୟବହାରକାରୀଙ୍କ ବ୍ୟକ୍ତିଗତ ତଥ୍ୟ ଗୋପନୀୟ ରହିବ ନା ନାହିଁ ଏହାକୁ ନେଇ ଏବେ ବିତର୍କ ସୃଷ୍ଟି ହୋଇଛି । ୟୁଜର୍ସଙ୍କ ତଥ୍ୟ ସେୟାର ପାଇଁ ଅନୁମତି ଲୋଡିଛି ହ୍ୱାଟ୍ସଆପ । ଫେବୃୟାରୀ ୮ ତାରିଖ ସୁଦ୍ଧା ଡାଟା ସେୟାର ପାଇଁ

ଶନିବାର ଠାରୁ ଆରମ୍ଭ ହେବ ଟୀକାକରଣ : ତିନି କୋଟି ଲୋକଙ୍କୁ ଦିଆ​‌ଯିବ ଟିକା

ନୂଆଦିଲ୍ଲୀ : ସମଗ୍ର ଦେଶରେ ଜାନୁଆରୀ ୧୬, ଅର୍ଥାତ୍ ଶନିବାର ଠାରୁ ଟୀକାକରଣ ଆରମ୍ଭ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଟୀକାକରଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଟିକା ନେଉଥିବା କିଛି ଲୋକଙ୍କ ସହ କଥା ହେବେ। ସୂଚନାଅନୁସାରେ, ପ୍ରଥମ ଦିନରେ

ଗଣତନ୍ତ୍ର ଦିବସ ସମାରୋହରେ କୌଣସି ବିଦେଶୀ ରାଷ୍ଟ୍ରମୁଖ୍ୟ ଯୋଗ ଦେବେ ନାହିଁ

ନୂଆଦିଲ୍ଲୀ : ଏବର୍ଷର ଗଣତନ୍ତ୍ର ଦିବସ ପରେଡରେ କୌଣସି ବିଦେଶୀ ରାଷ୍ଟ୍ରମୁଖ୍ୟ ଯୋଗ ଦେବେ ନାହିଁ । ଏ ସମ୍ପର୍କରେ ଭାରତର ବୈଦେଶିକ ମନ୍ତ୍ରାଳୟ ପକ୍ଷରୁ ଆଜି ଘୋଷଣା କରାଯାଇଛି । ବୈଦେଶିକ ମନ୍ତ୍ରାଳୟର ମୁଖପାତ୍ର ଅନୁରାଗ ଶ୍ରୀବାସ୍ତବ କହିଛନ୍ତି ଯେ କରୋନା ମହାମାରୀ ଯୋଗୁଁ ଏବର୍ଷ କୌଣସି
error: Content is protected !!
Open chat