ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ପାରିତ
ନୂଆଦିଲ୍ଳୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବ ପାରିତ ହୋଇଯାଇଛି। ଆମେରିକା ସଂସଦର ‘ହାଉସ୍ ଅଫ୍ ରିପ୍ରେଜେଣ୍ଟିଟିଭ୍’ ବା ଆମେରିକା ପ୍ରତିନିଧି ସଭାରେ ବହୁମତରେ ପାରିତ ହୋଇ ଯାଇଥିବା ସୂଚନା ରହିଛି। ଟ୍ରମ୍ପ୍ଙ୍କ ବିରୋଧରେ ଐତିହାସିକ!-->…