କାଳିଆ ଦର୍ଶନ ପାଇଁ ନିୟମ କୋହଳ; ୨୧ରୁ ଦରକାର ପଡ଼ିବନି କୋଭିଡ ରିପୋର୍ଟ
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ରହିଥିବା ନିୟମକୁ କୋହଳ କରାଯାଇଛି। ଏହି ନିୟମ ଆସନ୍ତା ୨୧ ତାରିଖରୁ ଲାଗୁ ହେବ। ରବିବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏ ନେଇ ନିଷ୍ପତ୍ତି ହୋଇଛି।
ସୋମବାର ସମୀକ୍ଷା ବୈଠକରେ ମହାପ୍ରଭୁଙ୍କ!-->!-->!-->…