Monthly Archives

January 2021

ପ୍ରତି ବିଷୟରେ ୮୦ ମାର୍କର ହେବ ମାଟ୍ରିକ୍‌ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର ୩।୧ : ଆସନ୍ତା ମେ’ ୩ରେ ମାଟ୍ରିକ ପରୀକ୍ଷା । ପ୍ରତି ବିଷୟରେ ୧୦୦ ମାର୍କ ବଦଳରେ ୮୦ ମାର୍କର ହେବ ପରୀକ୍ଷା । ପରୀକ୍ଷା ସରିବାର ୪୫ରୁ ୫୦ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ତେବେ ସ୍କୁଲ ଖୋଲିବା ପରେ ହଷ୍ଟେଲ ପିଲାଙ୍କ

କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କ ବଡ଼ ଘୋଷଣା : ସବୁ ଭାରତୀୟଙ୍କୁ ମାଗଣା କରୋନା ଟିକା

ନୂଆଦିଲ୍ଲୀ: କରୋନା ଭୂତାଣୁ ବିରୋଧରେ ଶେଷ ଲଢ଼େଇ ପାଇଁ ଭାରତ ନିଜକୁ ପ୍ରସ୍ତୁତ କରୁଛି। ଦେଶରେ ଜରୁରିକାଳୀନ ପରିସ୍ଥିତିରେ କରୋନା ଟିକାର ବ୍ୟବହାର ପାଇଁ ଭ୍ୟାକ୍ସିନକୁ ସରକାର ଅନୁମତି ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ବିଶ୍ଵର ସବୁଠୁ ବଡ଼ ଟିକାକରଣ ଅଭିଯାନ ଚଳାଇବା ଲାଗି କେନ୍ଦ୍ର ସରକାର

ଦେଶରେ ଆରମ୍ଭ ହେଲା ପ୍ରାକ୍‌-ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ: ଦେଶରେ କରୋନା ଟିକାକରଣ ଲାଗି ଟିକାକୁ ମଞ୍ଜୁରୀ ମିଳିସାରିଛି। ତେଣୁ ଖୁବଶୀଘ୍ର ଦେଶବ୍ୟାପୀ ଟିକାକରଣ ଆରମ୍ଭ ହେବ। ତେବେ ଏହା ପୂର୍ବରୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ତତ୍ତ୍ଵାବଧାନରେ ଦେଶବ୍ୟାପୀ ପ୍ରାକ୍‌-ଟିକାକରଣ ଅଭ୍ୟାସ ଶନିବାରଠାରୁ ଆରମ୍ଭ ହୋଇଛି। ଦେଶର ସମସ୍ତ

ନୂଆବର୍ଷରେ ଖୁସିର ଖବର: କରୋନା ଟିକା କୋଭିସିଲ୍ଡକୁ ମିଳିଲା ଜରୁରୀକାଳୀନ ବ୍ୟବହାର ଅନୁମତି

ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଦ୍ୱାରା ପ୍ରସ୍ତୁତ ଓ ଆସ୍ତ୍ରାଜେନେକା ଦ୍ୱାରା ବିକଶିତ ଟିକା ‘କୋଭିସିଲ୍ଡ’କୁ ଅନୁମତି ମିଳିଛି। କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂସ୍ଥାର ବିଶେଷଜ୍ଞ କମିଟି ଏହି ଟୀକାର ବ୍ୟବହାରକୁ ନେଇ ହୋଇଥିବା ଆବେଦନକୁ

ନୂତନ ବର୍ଷ ଆରମ୍ଭରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ କବିତା – ‘ଅଭି ତୋ ସୁରଜ ଉଗା ହେ…..’

ନୂଆଦିଲ୍ଲୀ : ବର୍ଷ ୨୦୨୦ ଶେଷ ହୋଇଛି ଏବଂ ନୂତନ ବର୍ଷ ୨୦୨୧ ଏକ ନୂଆ ସକାଳ ସହିତ ଆରମ୍ଭ ହୋଇଛି। ଏହି ନୂତନ ବର୍ଷ ପାଇଁ ଲୋକମାନେ ବହୁତ ଉତ୍ସାହିତ ଅଛନ୍ତି କାରଣ ଗତ ବର୍ଷ ଅତ୍ୟନ୍ତ ଦୁଃଖଦାୟକ ଏବଂ ଯନ୍ତ୍ରଣାଦାୟକ ଥିଲା । ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ

ସୋମବାର ଶପଥ ନେବେ ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ୍ ମୁରଲୀଧର

ନୂଆଦିଲ୍ଲୀ: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଡକ୍ଟର ଏସ୍ ମୁରଲୀଧରଙ୍କୁ ନିଯୁକ୍ତି ମିଳିଛି। ଜଷ୍ଟିସ୍ ମୁରଲୀଧରଙ୍କ ନିଯୁକ୍ତି ସଂକ୍ରାନ୍ତ ବିଜ୍ଞପ୍ତି ଆଜି (ଗୁରୁବାର) ପ୍ରକାଶ ପାଇଛି। ବିଶ୍ବସ୍ତ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଜଷ୍ଟିସ୍ ମୁରଲୀଧର ୩

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ବ ଗ୍ରହଣ କରିଲେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର

ଭୁବନେଶ୍ବର : ନୂଆ ମୁଖ୍ୟ ଶାସନ ସଚିବ ଭାବେ ବରିଷ୍ଠ ଆଇଏଏସ୍ ଅଧିକାରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି। ଅସିତ ତ୍ରିପାଠୀ ଅବସର ଗ୍ରହଣ କରିବା ପରେ ସେ ଏହି ପଦରେ ଅବସ୍ଥାପିତ ହୋଇଛନ୍ତି। ୧୯୮୬ ବ୍ୟାଚର ଆଇଏଏସ୍ ସୁରେଶ ମହାପାତ୍ର ୧୪ ମାସ ଅର୍ଥାତ ୨୦୨୨ ଫେବ୍ରୁଆରି

କରୋନା ଟୀକାକରଣ : ୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ସରକାରଙ୍କର ନିର୍ଦ୍ଦେଶ, ଆସନ୍ତାକାଲିଠାରୁ ଦେଶ ବ୍ୟାପି ଡ୍ରାଏ ରନ୍

ନୂଆଦିଲ୍ଲୀ : ଦେଶରେ କୋଭିଡ୍‍ ପ୍ରତିଷେଧକ ଟିକା ପ୍ରଦାନ ଲାଗି କେନ୍ଦ୍ର ସରକାର ୮୩କୋଟି ସରିଞ୍ଜ୍‍ କିଣିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଇତିମଧ୍ୟରେ ୩୫କୋଟି ସିରିଞ୍ଜ ପାଇଁ ଟେଣ୍ଡର ଆହ୍ୱାନ କରାଯାଇଛି। ପ୍ରାଥମିକତା ଦୃଷ୍ଟିରୁ
error: Content is protected !!
Open chat