ମୁକେଶ ଅମ୍ବାନୀଙ୍କ ଘର ବାହାରେ ବିସ୍ଫୋରକ ରଖିବା ଘଟଣା: ଜୈଶ-ଉଲ୍-ହିନ୍ଦ ଆତଙ୍କବାଦୀ ସଂଗଠନ ନିଜକୁ ଦାୟୀ କଲା,ଏବେ…
ମୁମ୍ବାଇ,୨୮।୨: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇରେ ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ଘର ଆଣ୍ଟିଲିଆ ବାହାରୁ ବିସ୍ଫୋରକ ମିଳିବା ମାମଲାରେ ରବିବାର ବଡ ଖବର ସାମନାକୁ ଆସିଛି। ଗଣମାଧ୍ୟମର ରିପୋର୍ଟ ଅନୁସାରେ ଆତଙ୍କବାଦୀ ସଂଗଠନ ଜୈଶ-ଉଲ-ହିନ୍ଦ୍ ଏହି ଘଟଣା ପାଇଁ ନିଜକୁ ଦାୟୀ କରିଛି।!-->…