ସ୍ବାସ୍ଥ୍ୟ ମନ୍ତ୍ରାଳୟର ସତର୍କବାଣୀ – ଦେଶରେ କରୋନା ସ୍ଥିତି ସାଂଘାତିକ ଆଡ଼କୁ ଯାଉଛି
ନୂଆଦିଲ୍ଲୀ : ଦେଶରେ କରୋନା ସ୍ଥିତି ଦିନକୁ ଦିନ ସାଙ୍ଘାତିକ ଆଡ଼କୁ ଗତି କରୁଛି । ଖୋଦ କେନ୍ଦ୍ର ସରକାର ଏହା ସ୍ବୀକାର କରିଛନ୍ତି । ନିତି ଆୟୋଗର ସଦସ୍ୟ ତଥା ସରକାରଙ୍କ କୋଭିଡ ଟାସ୍କଫୋର୍ସ ମୁଖ୍ୟ ଡ.ଭି.କେ. ପଲ କହିଛନ୍ତି ଯେ ଦେଶର କେତେକ ଜିଲ୍ଲାରେ ଆମେ ଅତି ଗୁରୁତର ସ୍ଥିତିର ସାମନା!-->…