Daily Archives

March 19, 2021

ଆସନ୍ତାକାଲି ଆସିବେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ତା କଡାକଡି

ଆସନ୍ତାକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ରାଷ୍ଟ୍ରପତି ଶନିବାର ସଂଧ୍ୟା ୬ଟାରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଂଚିବା ପରେ ରାଜଭବନରେ ରାତ୍ରି ଯାପନ କରିବେ। ୨୧ ତାରିଖ (ରବିବାର)ରେ ରାଷ୍ଟ୍ରପତି ରାଉରକେଲା ଯାଇ ଏନଆଇଟିର ସମାବର୍ତ୍ତନ…

୧୧୨ ଡାଏଲ କରି ପାଆନ୍ତୁ ତିନିଟି ଜରୁରୀ ସେବା

ଭୁବନେଶ୍ବର: ଏଣିକି ପୁଲିସ, ଦମକଳ ଆମ୍ବୁଲାନ୍ସ ସେବା ପାଇଁ ଗୋଟିଏ ନମ୍ବର ୧୧୨ ଜାରି କରାଯାଇଛି । ସାରା ରାଜ୍ୟ ପାଇଁ ଏବେ କାମ କରିବା ଏହି ନମ୍ବର । ଏହାକୁ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପଣ କରିଛନ୍ତି ।ଏଣିକି ଲୋକମାନେ ଆବଶ୍ୟକ ପଡ଼ିଲେ ଗୋଟିଏ ନମ୍ବର…
error: Content is protected !!
Open chat