Daily Archives

May 4, 2021

ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକ…

ଲକଡାଉନରେ ଘରୁ ଯାଇ ଏତଲା ଆଣିବ ପୁଲିସ, ଆରମ୍ଭ ହେଲା ‘ଇ-ଆସିଷ୍ଟାନ୍ସ’

ରାଜ୍ୟରେ କରୋନା ମହାମାରୀ ସଂକ୍ରମଣ ବୃଦ୍ଧି ରୋକିବା ଉଦ୍ଦେଶ୍ୟରେ ଆସନ୍ତାକାଲି ଠାରୁ ଲକଡାଉନ ଲାଗୁ ହେବାକୁ ଥିବା ବେଳେ ଲୋକମାନେ କିଭଳି ଘରୁ ବାହାରକୁ ନ ଆସିବେ, ସେ ନେଇ କମିସନରେଟ ପୁଲିସ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛି। ଲକଡାଉନ କାଳରେ ଯେଭଳି କୌଣସି ବ୍ୟକ୍ତି ଥାନାକୁ କୌଣସି…

ପଶ୍ଚିମବଙ୍ଗରେ ହିଂସା ନେଇ ପ୍ରଧାନମନ୍ତ୍ରୀଙ୍କ ଉଦବେଗ

ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନକର କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟରେ ନିର୍ବାଚନ ପରବର୍ତ୍ତୀ ହିଂସା ନେଇ ଉଦବେଗ ପ୍ରକାଶ କରିଛନ୍ତି। ଗତ ରବିବାର ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଭୋଟ ଗଣତି ଫଳାଫଳ ପ୍ରକାଶ ପାଇବା ପରେ ସୃଷ୍ଟି ହୋଇଥିବା ରାଜନୈତିକ ହିଂସା ଯୋଗୁ…

କଙ୍ଗନାଙ୍କ ଟ୍ୱିଟର ଆକାଉଣ୍ଟ ସ୍ଥାୟୀ ଭାବେ ଅଚଳ, ସଚଳ କରିବାକୁ ତେଜୁଛି ଦାବି

ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପରେ ସୃଷ୍ଟି ହୋଇଥିବା ରାଜନୈତିକ ହିଂସା ସହ ଜଡିତ ବିବାଦୀୟ ଟୁଇଟ୍ ପରେ ବହୁଳ ଲୋକପ୍ରିୟ ସାମାଜିକ ଗଣମାଧ୍ୟମ ଟ୍ୱିଟର କଙ୍ଗନା ରାନାୱତଙ୍କ ଆକାଉଣ୍ଟକୁ ସ୍ଥାୟୀଭାବେ ସ୍ଥଗିତ ରଖିଛି। ଟ୍ୱିଟର ଏ ସମ୍ପର୍କରେ ସଫେଇ ଦେଇ କହିଛି, କଙ୍ଗନାଙ୍କ ମନ୍ତବ୍ୟ…

ଆସନ୍ତାକାଲି ଠାରୁ ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ଗ୍ରୀଷ୍ମଛୁଟି ଘୋଷଣା

ଭୁବନେଶ୍ୱର : ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ପାଇଁ ସରକାର ଗ୍ରୀଷ୍ମଛୁଟି ଘୋଷଣା କରିଛନ୍ତି। ଆସନ୍ତାକାଲି ଠାରୁ ମେ ୩୧ ଯାଏଁ ଗ୍ରୀଷ୍ମଛୁଟି ଘୋଷଣା କରାଯାଇଛି। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ ପାଇଁ ଏହି ନିର୍ଦ୍ଦେଶ ନାମା ଜାରି କରାଯାଇଛି।ଏହାସହ…

ଆଇପିଏଲ-୨୦୨୧ ସ୍ଥଗିତ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଉଥିବାରୁ ଚଳିତବର୍ଷର ଆଇପିଏଲ ଟୁର୍ନାମେଣ୍ଟକୁ ସ୍ଥଗିତ ରଖାଯାଇଛି। ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିଥିବା ଟିମଗୁଡ଼ିକର ଅନେକ ଖେଳାଳି ଏବଂ ସଦସ୍ୟ କରୋନାରେ ସଂକ୍ରମିତ ହେବା ପରେ ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ…
error: Content is protected !!
Open chat