Daily Archives

May 9, 2021

ହିମନ୍ତ ବିଶ୍ଵଶର୍ମା ହେବେ ଆସାମ ମୁଖ୍ୟମନ୍ତ୍ରୀ, କାଲି ଶପଥଗ୍ରହଣ

ଆସାମ ସ୍ବାସ୍ଥ୍ୟମନ୍ତ୍ରୀ ହିମନ୍ତ ବିଶ୍ଵ ସର୍ମା ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ହେବେ। ଆସନ୍ତା କାଲି ସେ ଶପଥଗ୍ରହଣ କରିବେ। ଏ ନେଇ ରବିବାର ଗୁଆହାଟିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ଚୂଡ଼ାନ୍ତ ହୋଇଛି। ତାଙ୍କୁ ବିଜେପି ବିଧାୟକ ଦଳ ନେତା ଭାବେ ମଧ୍ୟ ନିର୍ବାଚିତ…

କରୋନା ସହ ଲଢେଇ ପାଇଁ ଓଡ଼ିଶାର ଗ୍ରାମପଞ୍ଚାୟତମାନଙ୍କୁ କେନ୍ଦ୍ର ଦେଲା ୩୩୩ କୋଟି ଟଙ୍କାର ଆର୍ଥିକ ସହାୟତା

ନୂଆଦିଲ୍ଲୀ: କରୋନା ମହାମାରୀକୁ ଦୃଷ୍ଟିରେ ରଖି ୨୫ଟି ରାଜ୍ୟର ପଞ୍ଚାୟତକୁ କେନ୍ଦ୍ର ସରକାର ୮୯୨୩.୮ କୋଟି ଟଙ୍କା ଅନୁଦାନ ପ୍ରଦାନ କରିଛନ୍ତି। ଅର୍ଥ ମନ୍ତ୍ରଣାଳୟର ଶନିବାର ଦିନ ୨୫ଟି ରାଜ୍ୟକୁ ୮,୯୨୩ କୋଟି ୮୦ ଲକ୍ଷ ଟଙ୍କା ଗ୍ରାମାଞ୍ଚଳର ସ୍ଥାନୀୟ ସଂସ୍ଥା (ଆରଏଲବି) କୁ ଅନୁଦାନ ପ୍ରଦାନ…

ରାଉରକେଲାରେ କୋଭିଡ ସ୍ଥିତି ସମୀକ୍ଷା କଲେ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ

ରାଉରକେଲା: ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧକ୍ଷ ଅସିତ ତ୍ରିପାଠୀ ଓ ସ୍ୱତନ୍ତ୍ର ସ୍ୱାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ଆଜି ରାଉରକେଲା ଗସ୍ତ କରି କୋଭିଡ ସ୍ଥିତି ସମୀକ୍ଷା କରିଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରେ ଉପଲବ୍ଧ କୋଭିଡ ଚିକିତ୍ସା ବ୍ୟବସ୍ଥା, ଆଇ ସି ୟୁ ବେଡ ଆଦି ବିଷୟରେ ପଚାରି ବୁଝିଥିଲେ।…

ସହରାଂଚଳର ବୁଲା ପଶୁଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ସହାୟତା

ଭୁବନେଶ୍ୱର: କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରା ରାଜ୍ୟରେ ଗତ ୫ ତାରିଖ ଠାରୁ ଲକଡାଉନ୍ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈ ଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ବର :  ରାଜ୍ୟସଭା ସାଂସଦ ତଥା ପ୍ରସିଦ୍ଧ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ ପରଲୋକ ଘଟିଛି। କରୋନା ସଂକ୍ରମିତ ହୋଇ ସେ ଭୁବନେଶ୍ବର ଏମ୍ସରେ  ଚିକିତ୍ସିତ ହେଉଥିଲେ। ରବିବାର ଅପରାହ୍ଣରେ ୭୮ ବୟସରେ ତାଙ୍କର ଦେହାନ୍ତ ହୋଇଯାଇଛି। ଭୁବନେଶ୍ବର ଏମ୍ସ ନିର୍ଦେଶିକା ବି.ଗିତାଞ୍ଜଳୀ…
error: Content is protected !!
Open chat