Daily Archives

May 16, 2021

ସୋମବାର ସନ୍ଧ୍ୟାରେ ଗୁଜୁରାଟ ଉପକୂଳ ଛୁଇଁବ ସାମୁଦ୍ରିକ ବାତ୍ୟା ତୌତେ: ଭାରତୀୟ ପାଣିପାଗ ବିଭାଗ

ନୂଆଦିଲ୍ଲୀ: ସମୟ ବଢିବା ସହ ଭୟଙ୍କର ହେବାରେ ଲାଗିଛି ସାମୁଦ୍ରିକ ବାତ୍ୟା ତୌତେ । ଭାରତ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ ଅତି ଭୟଙ୍କର ସାମୁଦ୍ରିକ ବାତ୍ୟା ତୌତେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ତୀବ୍ର ହୋଇ ଗୁଜୁରାଟ ଉପକୂଳରେ ପହଞ୍ଚିବ। ମଙ୍ଗଳବାର ପୂର୍ବାହ୍ନ ସୁଦ୍ଧା ଏହା ଭବନଗର…

ହରିଆଣାରେ ମେ’ ୨୪, ଜମ୍ମୁ-କଶ୍ମୀରରେ ମେ’ ୨୪ ଏବଂ ପଞ୍ଜାବରେ ମେ’ ୩୧ପର୍ଯ୍ୟନ୍ତ ବଢ଼ିଲା ଲକଡାଉନ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ନିୟନ୍ତ୍ର କରିବ ପାଇଁ ଦିଲ୍ଲୀ ପରେ ଏବେ ହରିଆଣା, ପଞ୍ଜାବ ଏବଂ ଜମ୍ମୁ-କଶ୍ମୀରରେ ଲକଡାଉନ ଅବଧିକୁ ବାଢିଦିଆଯାଇଛି । ହରିଆଣାରେ ମେ’ ୨୪, ଜମ୍ମୁ-କଶ୍ମୀରରେ ମେ’ ୨୪ ଏବଂ ପଞ୍ଜାବରେ ମେ’ ୩୧ପର୍ଯ୍ୟନ୍ତ ଲକଡାଉନ କରାଯାଇଛି । ଏହି ସମୟ ମଧ୍ୟରେ ଜରୁରୀ ସେବାକୁ…

ଟିକାକରଣ ପରେ ସୁରକ୍ଷିତ ହାର ୯୭.୩୮%, କେବଳ ୦.୦୬% ଡାକ୍ତରଖାନାରେ ଭର୍ତ୍ତି ହେବାର ରହିଛି ସମ୍ଭାବନା: ଅଧ୍ୟୟନ

କୋଭିଡ ଟିକାକରଣ ପରେ କେବଳ ୦.୦୬% ଲୋକ ଡାକ୍ତରଖାନାରେ ଭର୍ତ୍ତି ହେବା ସମ୍ଭାବନା ରହିଛି। ସେହିପରି ଟିକା ନେଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ୯୭.୩୮% ଏହି ଭୂତାଣୁରୁ ରକ୍ଷା ପାଇପାରିବେ। ଇନ୍ଦ୍ରପ୍ରସ୍ଥ ଆପୋଲୋ ହସ୍ପିଟାଲ ଦ୍ୱାରା କରାଯାଇଥିବା ଏକ ଅଧ୍ୟୟନରୁ ଏହା ଜଣାପଡିଛି। ସୂଚନା…
error: Content is protected !!
Open chat