Daily Archives

May 25, 2021

କୋଭିଡରେ ମୃତ୍ୟୁ ହେବାର ଭୟ ଅନ୍ତରୀଣ ଜାମିନର ଆଧାର ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ଜେଲରେ ସଂକ୍ରମଣକୁ ରୋକିବା ପାଇଁ ସୁପ୍ରିମକୋର୍ଟ ମେ’ ୭ରେ ରାଜ୍ୟମାନଙ୍କୁ ଜେଲରେ ଥିବା ବନ୍ଦୀମାନଙ୍କୁ ମୁକ୍ତ କରିବାକୁ କହିଥିଲେ । ଯେଉଁମାନଙ୍କୁ ପାରୋଲ କିମ୍ବା ମଧ୍ୟବର୍ତ୍ତୀକାଳୀନ ଜାମିନରେ ମୁକ୍ତ କରାଯାଇପାରିବ, ସେମାନଙ୍କୁ ମୁକ୍ତ କରିବାକୁ କହିଥିଲେ…

ବାତ୍ୟାର ଆଖି ଧାମରା ଓ ବାଲେଶ୍ବର ଭିତରେ ଅତିକ୍ରମ କରିବ

ଭୁବନେଶ୍ବର: ଧାମରା ପାଖରେ ବାତ୍ୟା ୟସ ସ୍ଥଳଭାଗ ଅତିକ୍ରମ କରିବ। ୨୬ ତାରିଖ ଭୋର ସୁଦ୍ଧା ଧାମରା ପାଖରେ କେନ୍ଦ୍ରୀଭୂତ ହେବ। ଧାମରାର ଉତ୍ତରକୁ ଓ ବାଲେଶ୍ବରର ଦକ୍ଷିଣକୁ ସ୍ଥଳଭାଗ ଅତିକ୍ରମ କରିବ। ବାତ୍ୟାର ଆଖି ଧାମରା ଓ ବାଲେଶ୍ବର ଭିତରେ ଅତିକ୍ରମ କରିବ। ବାତ୍ୟା ରିକର୍ଭ କରି ପଶ୍ଚିମବଙ୍ଗ…

ଆଜି ସଂଧ୍ୟା ସୁଦ୍ଧା ଅତି ଭୀଷଣ ବାତ୍ୟାରେ ପରିଣତ ହେବ ୟାସ୍

ଭୁବନେଶ୍ବର : ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ୟାସ୍ ଆହୁରି ଘନୀଭୂତ ହୋଇ ଏକ ଅତି ଭୀଷଣ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇଛି । ଏହା ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ସ୍ଥଳଭାଗ ଆଡ଼କୁ ଗତି କରୁଛି ଓ ଆଜି ସଂଧ୍ୟା ସୁଦ୍ଧା ଏହା ଏକ ଅତି ଭୀଷଣ ବାତ୍ୟାରେ ପରିଣତ ହେବ ବୋଲି ଭାରତୀୟ ପାଣିପାଗ…

ସନ୍ଧ୍ୟା ସୁଦ୍ଧା ସ୍ଥାନାନ୍ତର ପ୍ରକ୍ରିୟା ଶେଷ ହେବ: ଏସଆରସି

ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ୟାସ’ର ମୁକାବିଲା ନେଇ ରାଜ୍ୟ ସରକାର ପ୍ରସ୍ତୁତିକୁ ଜୋରଦାର କରିଛନ୍ତି। ଯେଉଁ ଅଞ୍ଚଳରେ ବାତ୍ୟାର ପ୍ରଭାବ ସର୍ବାଧିକ ରହିବ ସେହି ଅଞ୍ଚଳରୁ ଲୋକଙ୍କୁ ସୁରକ୍ଷିତ ସ୍ଥାନ ତଥା ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯାଉଛି। ସନ୍ଧ୍ୟା…
error: Content is protected !!
Open chat