ଲ୍ୟାଣ୍ଡଫଲ୍ ପୂର୍ବରୁ କମିଯ଼ାଇଥିଲା ‘ୟାସ’ର ଶକ୍ତି
ଭୁବନେଶ୍ବର : ବାତ୍ୟା ୟାସର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହୋଇସାରିଛି । ରେମୁଣା-ବାହାନଗା-ସଦର ମଧ୍ୟରେ ଲ୍ୟାଣ୍ଡଫଲ କରିଛି ବାତ୍ୟା ୟାସ୍ । ମାତ୍ର ଯେଉଁଭଳି ଭାବେ ଆକଳନ କରାଯାଉଥିଲା ବାତ୍ୟାର ପ୍ରଭାବ ତାଠୁ କମ ରହିଛି । ତେବେ ବାତ୍ୟା ଦୁର୍ବଳ କାହିଁକି ହେଲା ସେନେଇ କାରଣ କହିଛନ୍ତି!-->…