Monthly Archives

May 2021

୧୮-୪୪ବର୍ଷ ବୟସ୍କଙ୍କ କୋଭିଡ ଟିକାକରଣ ପାଇଁ ଅନ-ସାଇଟ ପଞ୍ଜିକରଣକୁ ଅନୁମତି ଦେଲା କେନ୍ଦ୍ର

ନୂଆଦିଲ୍ଲୀ: ୧୮-୪୪ ବର୍ଷ ବୟସ ବର୍ଗର ଲୋକମାନେ, ଯେଉଁମାନଙ୍କ ପାଖରେ ଇଣ୍ଟରନେଟ୍ କିମ୍ବା ସ୍ମାର୍ଟ ଫୋନର ସୁବିଧା ନାହିଁ ଏବେ ସେମାନେ ମଧ୍ୟ ନେଇ ପାରିବେ କରୋନା ଟିକା ।ଇଣ୍ଟରନେଟ୍ କିମ୍ବା ସ୍ମାର୍ଟ ଫୋନର ସୁବିଧା ନଥିବା ବ୍ୟକ୍ତି ଏବେ ସରକାରୀ କୋଭିଡ ଟିକାକରଣ କେନ୍ଦ୍ରକୁ ଯାଇ କୋଉଇନ

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତିଭୀଷଣ ବାତ୍ୟାର ରୂପ ନେବ ୟାସ୍, ୨୬ ତାରିଖ ମଧ୍ୟାହ୍ନରେ ଛୁଇଁବ ସ୍ଥଳଭାଗ

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ବାତ୍ୟା ୟାସ୍‌ ବର୍ତ୍ତମାନ ସମୁଦ୍ର ମଧ୍ୟରେ ସାମୁଦ୍ରିକ ଝଡ଼ ବା ବାତ୍ୟାରେ ପରିଣତ ହୋଇଛି । ଆଗାମୀ ୨୪ ଘଂଟାରେ ଏହା ଅତିଭୀଷଣ ବାତ୍ୟାର ରୂପ ନେବ । କ୍ରମଶଃ ଓଡ଼ିଶା ଉପକୂଳ, ବାତ୍ୟାର କେନ୍ଦ୍ରସ୍ଥଳ ମଧ୍ୟରେ ଥିବା ବ୍ୟବଧାନ କମିବାରେ

ଅବସର ପରେ ରାଜ୍ୟପାଳ ଜଗଦୀପ ଧନଖଡ଼ଙ୍କୁ ତୃଣମୂଳ କଂଗ୍ରେସ ଜେଲ୍‌ ପଠାଇବ: କଲ୍ୟାଣ ବାନାର୍ଜୀ

କୋଲକାତା : ଆଜି ପଶ୍ଚିମବଙ୍ଗର ରାଜ୍ୟପାଳଙ୍କୁ ତୀବ୍ର ସମାଲୋଚନା କରି ‘ତୃଣମୂଳ କଂଗ୍ରେସ’ ସାଂସଦ କଲ୍ୟାଣ ବାନାର୍ଜୀ କହିଛନ୍ତି ଯେ, ଧନଖଡ଼ଙ୍କ କାର୍ଯ୍ୟକାଳ ପୂରିଗଲେ ଜନତାଙ୍କଦ୍ବାରା ଦାଏର ହୋଇଥିବା ଅଭିଯୋଗର ବିଚାର ହେବ ଓ ତାଙ୍କୁ ‘ପ୍ରେସିଡେନ୍‌ସି ଜେଲ୍‌’କୁ ପଠାଯିବ। ସମ୍ପ୍ରତି

ନରହତ୍ୟା ମାମଲାରେ ଦିଲ୍ଲୀରୁ ଗିରଫ ହେଲେ କୁସ୍ତି ଖେଳାଳି ସୁଶୀଲ୍‌ କୁମାର

ନୂଆଦିଲ୍ଲୀ : ଛତ୍ରଶାଳ ଷ୍ଟାଡିୟମ୍‌ ବିବାଦ ଯୋଗୁଁ ସାଗର ରାଣା ନାମକ ଜଣେ କୁସ୍ତି ଖେଳାଳିଙ୍କର ମୃତ୍ୟୁ ଘଟଣାରେ ଅଲିମ୍ପିକ୍‌ କୁସ୍ତି ଖେଳାଳି ସୁଶୀଲ୍‌ କୁମାରଙ୍କୁ ଆଜି ସକାଳେ ଦିଲ୍ଲୀରେ ଗିରଫ କରାଯାଇଛି। ସାଗର ରାଣା ହତ୍ୟାକାଣ୍ଡ ସମୟରୁ ସର୍ବଦା ସୁଶୀଲ୍‌ଙ୍କ ସାଥିରେ ରହୁଥିବା ଅଜୟ

ପିଏମ୍‍ କେୟାର୍ସ ପାଣ୍ଠିରୁ ଓଡ଼ିଶାର ୮ଟି ଜିଲ୍ଲାରେ ପ୍ରତିଷ୍ଠା ହେବ ମେଡ଼ିକାଲ ଅମ୍ଳଜାନ ପ୍ଲାଂଟ୍‍ : ଧର୍ମେନ୍ଦ୍ର…

-ସମୟୋପଯୋଗୀ ପଦକ୍ଷେପ ପାଇଁ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କୁ ଧନ୍ୟବାଦ-ବାଲେଶ୍ୱର, ଭଦ୍ରକ, ବଲାଙ୍ଗିର, ଦେବଗଡ଼, ଝାରସୁଗୁଡ଼ା, କୋରାପୁଟ, ନୟାଗଡ଼ ଏବଂ ସୋନପୁର ଜିଲ୍ଲାରେ ଡ଼ିଆରଡ଼ିଓ ଦ୍ୱାରା ପିଏସଏ ଅକ୍ସିଜେନ୍‍ ପ୍ଲାଂଟ୍‍ ପ୍ରତିଷ୍ଠା ହେବ-ଢ଼େଙ୍କାନାଳ, ଗଜପତି,

ଅବପାତର ରୂପ ନେଲା ଲଘୁଚାପ ; ପାରାଦ୍ୱୀପ ଓ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବ : ଆଇଏମଡି

ନୂଆଦିଲ୍ଲୀ : ପୂର୍ବ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସୋମବାର ଅବପାତର ରୂପ ନେଇଛି। ଆସନ୍ତାକାଲି ସୁଦ୍ଧା ଏହା ବାତ୍ୟାର ରୂପ ନେବ ଏବଂ ପରେ ଭୟଙ୍କର ବାତ୍ୟାର ରୂପ ନେଇ ଆସନ୍ତା ୨୬ ତାରିଖ ସନ୍ଧ୍ୟାରେ ସ୍ଥଳଭାଗ ଛୁଇଁବ। ଏହା ପାରାଦ୍ୱୀପ ଓ ସାଗର ଦ୍ୱୀପ ମଧ୍ୟରେ

ଭାରତ ତିଆରି ନାଜାଲ ଟିକା ମହତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିବ: ହୁ ମୁଖ୍ୟ ବୈଜ୍ଞାନିକ

ଜେନେଭା : ଭାରତରେ ତିଆରି ହେଉଥିବା ନାଜାଲ ଟିକା ପିଲାଙ୍କ ପାଇଁ ଚିକିତ୍ସା କ୍ଷେତ୍ରରେ ଏକ ମହତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିବ। ତେବେ ଏହି ଟିକା ଚଳିତ ବର୍ଷ ଉପଲବ୍ଧ ହୋଇନପାରେ ବୋଲି କହିଛନ୍ତି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ସୋମ୍ୟା ସ୍ୱାମୀନାଥନ୍‍। ଦେଶକୁ କୋଭିଡର ତୃତୀୟ

ଅତି ଭୀଷଣ ବାତ୍ୟାର ରୂପ ନେବ ୟାସ : ଆଇଏମଡି

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ୟାସ’ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ମୁହାଁ ହେବ। ଶନିବାର ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଏହା କ୍ରମେ ଘନୀଭୂତ ହୋଇ ୨୪ ତାରିଖରେ

ମୋବାଇଲରୁ ମିଳିବ କୋଭିଡ ପରୀକ୍ଷା ରିପୋର୍ଟ, ପରୀକ୍ଷା କେନ୍ଦ୍ର ଯିଵା ଦରକାର ନାହିଁ

ରାଜ୍ୟ କୋଭିଡ ଡ୍ୟାସବୋର୍ଡରେ 'Covid-19 Test Report' ସୁବିଧାର ଶୁଭାରମ୍ଭ ଭୁବନେଶ୍ୱର : ଲୋକମାନଙ୍କୁ ସୁବିଧାରେ କୋଭିଡ ପରୀକ୍ଷା ରିପୋର୍ଟ ପ୍ରଦାନ କରିବା ପାଇଁ ଓଡ଼ିଶା ସରକାର କୋଭିଡ ଟେଷ୍ଟ ରିପୋର୍ଟ ୱେବସାଇଟ୍ ଲୋକାର୍ପିତ କରିଛନ୍ତି। କୋଭିଡ-୧୯ ପରୀକ୍ଷା ; ଯଥା ଆରଟି

ପଦମପୁର ସବ୍‍ ଜେଲ୍‍ରୁ ୮୩ କଏଦୀ କରୋନା ପଜିଟିଭ୍‍ ଚିହ୍ନଟ

ବରଗଡ଼ : ପଦମପୁର ସବ୍‍ ଜେଲ୍‍ରୁ ୮୩ ଜଣ କଏଦୀ କରୋନା ପଜିଟିଭ୍‍ ଚିହ୍ନଟ ହୋଇଛନ୍ତି। ମୋଟ୍‍ ୧୨୫ ଜଣଙ୍କ ସ୍ୱାବ୍‍ ଟେଷ୍ଟ କରାଯାଇଥିଲା। ସେଥି ମଧ୍ୟରୁ ୮୩ ଜଣଙ୍କ ରିପୋର୍ଟ ପଜିଟିଭ୍‍ ଆସିଥିଲା। ଚିହ୍ନଟ ପଜିଟିଭ୍‍ ମାନଙ୍କୁ ସଙ୍ଗରୋଧରେ ରଖାଯାଇଥିବା ଏସଡିଏମଓ ସୂଚନା ଦେଇଛନ୍ତି।
error: Content is protected !!
Open chat