ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ନେଇ ଭାରତ ସରକାର ସମ୍ପୂର୍ଣ୍ଣ ସହଯୋଗ କରିବା ପାଇଁ ପ୍ରସ୍ତୁତ : ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର : ଓଡ଼ିଶାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍’କୁ ନେଇ ପ୍ରାକ୍ ପ୍ରସ୍ତୁତି ଏବଂ ତାହାର ମୁକାବିଲା ପାଇଁ ହୋଇଥିବା ପ୍ରସ୍ତୁତି ଉପରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ଭାରତୀୟ ପାଣିପାଗ (ଆଇଏମଡ଼ି) ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ଏନଡ଼ିଆରଏଫ ଡ଼ିଜି ସତ୍ୟ ନାରାୟଣ!-->…