Daily Archives

July 12, 2021

ସେପ୍ଟେମ୍ବର ୧୨ରେ ହେବ ଏନଇଇଟି (ୟୁଜି) ପରୀକ୍ଷା

ନୂଆଦିଲ୍ଲୀ ୧୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା ସେପ୍ଟେମ୍ବର ୧୨ରେ ହେବ ଏନଇଇଟି (ୟୁଜି) ପରୀକ୍ଷା । ସଂପୂର୍ଣ୍ଣ କୋଭିଡ୍ ଗାଇଡଲାଇନ ମାନି ଏହି ପରୀକ୍ଷା ହେବ ବୋଲି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି ।

କରୋନାର ୩ୟ ଲହର ନିଶ୍ଚିତ ଆସିବ, ସରକାର ଓ ଜନ ସାଧାରଣ ସତର୍କ ରୁହନ୍ତୁ : ଆଇଏମଏ

ନୂଆଦିଲ୍ଲୀ ୧୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : କରୋନାର ୩ୟ ଲହର ଆସିବାର ଯଥେଷ୍ଟ ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ ରାଜ୍ୟ ସରକାରମାନେ ସତର୍କତାର ସ୍ତରକୁ ଢିଲା କରିବା ଉଚିତ ନୁହେଁ ବୋଲି ଭାରତୀୟ ଡାକ୍ତରୀ ସଂଘ (ଆଇଏମଏ) ସତର୍କ କରାଇଦେଇଛି । ସଂଘ ପକ୍ଷରୁ କୁହାଯାଇଛି

ବିନା ଭକ୍ତରେ ଗଡ଼ିଚାଲିଛି ଶ୍ରୀଜିଉଙ୍କ ରଥ: ଭାବବିହ୍ବଳ ହେଲେ ପୁରୀବାସୀ

ପୁରୀ ୧୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଗତବର୍ଷ ଭଳି ଏଥର ମଧ୍ୟ ଭକ୍ତ ଓ ଭଗବାନଙ୍କ ଭିତରେ ଦୂରତା ସୃଷ୍ଟି କରିଛି କରୋନା ମହାମାରୀ। ଗତବର୍ଷ କରୋନାର ପ୍ରଥମ ଲହର କାରଣରୁ ବିନା ଭକ୍ତରେ ହୋଇଥିଲା ରଥଯାତ୍ରା। ଏଥର ପୁଣି ଦ୍ୱିତୀୟ ଲହରର ପ୍ରଭାବ କମିନଥିବାରୁ ବିନା ଭକ୍ତରେ ବିଶ୍ୱ ପ୍ରସିଦ୍ଧ
error: Content is protected !!
Open chat