ୱାସିମ୍ ଜାଫର ହେଲେ ଓଡ଼ିଶା କ୍ରିକେଟ ଦଳର କୋଚ୍
ଭୁବନେଶ୍ୱର ୧୪/୦୭/୨୦୨୧ କଳିଙ୍ଗ ଜ୍ଯୋତି : ୱାସିମ୍ ଜାଫର ଓଡ଼ିଶା କ୍ରିକେଟ ଦଳର କୋଚ୍ ଭାବେ ନିଯୁକ୍ତ ହୋଇଛନ୍ତି । ଓଡ଼ିଶା କ୍ରିକେଟ ଆସୋସିଏସନ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ପୂର୍ବରୁ ୱାସିମ୍ ଜାଫର ଉତ୍ତରାଖଣ୍ଡର କୋଚ ଭାବେ ଦାୟିତ୍ୱ ତୁଲାଇଥିଲେ । ଉଭୟ ପ୍ରଥମ ଶ୍ରେଣୀ ଓ!-->…
