Daily Archives

July 22, 2021

ଚଳିତ ବର୍ଷ ହେବ ସ୍ବତନ୍ତ୍ର ଓଜେଇଇ, ଆସନ୍ତା କାଲିଠାରୁ ଅନଲାଇନ ଆବେଦନ ଆରମ୍ଭ

ଭୁବନେଶ୍ବର ୨୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବିଟେକ୍ ପ୍ରଥମ ବର୍ଷ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଚଳିତ ବର୍ଷ ସ୍ବତନ୍ତ୍ର ଓଜେଇଇ ଆୟୋଜନ କରାଯିବ । ଏଥିପାଇଁ ଆସନ୍ତା କାଲି ଅର୍ଥାତ ଜୁଲାଇ ୨୩ରୁ  ଅନଲାଇନ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ଓ ଆବେଦନ କରିବାର ଶେଷ ତାରିଖ ଅଗଷ୍ଟ ୧୦ । ଅଗଷ୍ଟ

ଅଫଲାଇନ ମାଟ୍ରିକ ପରୀକ୍ଷା-୨୦୨୧ : ୫୦୪ଟି କେନ୍ଦ୍ରରେ ପରୀକ୍ଷା ଦେବେ ୧୫,୧୫୧ ଛାତ୍ରଛାତ୍ରୀ

କଟକ ୨୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳରେ ଅସନ୍ତୁଷ୍ଟ ହୋଇ ଅଫ ଲାଇନରେ ପରୀକ୍ଷା ଦେବା ନିମନ୍ତେ ଫର୍ମ ପୂରଣ କରିଥିବା ଛାତ୍ରଛାତ୍ରୀଙ୍କ ପରୀକ୍ଷା ପାଇଁ ୫୦୪ଟି ପରୀକ୍ଷା କେନ୍ଦ୍ର କରାଯାଇଛି। ଅଫଲାଇନ ମାଟ୍ରିକ ପରୀକ୍ଷା-୨୦୨୧ ବା ମାଟ୍ରିକ ଇଚ୍ଛାଧୀନ

ସପ୍ତମ ପର୍ଯ୍ୟାୟରେ ଭାରତକୁ ଆସିଲା ୩ ଟି ରାଫେଲ ବିମାନ

ନୂଆଦିଲ୍ଲୀ ୨୨/୦୭/୨୦୨୧ କଳିଙ୍ଗ ଜ୍ଯୋତି : ବୁଧବାର ରାତି ୩ଟାରେ ଭାରତରେ ପହଞ୍ଚିଛି ୩ଟି ଯୁଦ୍ଧ ବିମାନ ରାଫେଲ । ଏହାକୁ ମିଶାଇ ଭାରତକୁ ୨୪ ଟି ରାଫେଲ ବିମାନ ମିଳିସାରିଛି । ଏବେ ଆସିଥିବା ୩ଟି ରାଫେଲ ବିମାନକୁ ପଶ୍ଚିମବଙ୍ଗର ହାସୀମାରା ଏୟାରବେସଠାରେ ନିୟୋଜିତ କରାଯିବ ବୋଲି ଜଣାପଡ଼ିଛି।
error: Content is protected !!
Open chat