ପରଲୋକରେ ଆଦର୍ଶ ଶିକ୍ଷୟିତ୍ରୀ ମଧୁସ୍ମିତା
ମାଲକାନଗିରି ୨୫/୦୭/୨୦୨୧ କଳିଙ୍ଗ ଜ୍ଯୋତି : ଆଦର୍ଶ ଶିକ୍ଷୟିତ୍ରୀ, ଛାତ୍ର ବତ୍ସଳା ଜନନୀ, ସମାଜ ସେବୀ, ସୁଗୃହିଣୀ ବରିଷ୍ଠ କବି, କରୁଣାକର ମଲିକଙ୍କ ଧର୍ମପତ୍ନୀ ମଧୁସ୍ମିତା ମଲିକଙ୍କ ଗତ ୧୫ ତାରିଖରେ ଅକାଳ ବିୟୋଗରେ ସମଗ୍ର ଶିକ୍ଷକ ସମାଜରେ ଏକ ଶୋକରେଳ ଛାୟା ଖେଳିଯାଇଛି। ସୁଦୂର!-->…
