Daily Archives

December 28, 2021

ସମୟର ଗୁରୁତ୍ୱକୁ ଆକଳନ କରିନଥିଲେ ତତ୍କାଳୀନ ସରକାର – ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ପୂର୍ବ ସରକାରଗୁଡିକୁ ସମାଲୋଚନା କରି କହିଛନ୍ତି ଯେ ସେମାନେ ସମୟର ମୂଲ୍ୟ ଆକଳନ କରିପାରି ନଥିଲେ ତେଣୁ ଏବେର ସରକାର ସେହି ସମୟର ଆବଶ୍ୟକତାକୁ ଏବେ ପୂରଣ କରିବା ପାଇଁ ଚେଷ୍ଟା କରୁଛନ୍ତି। ଆଜି ପ୍ରଧାନମନ୍ତ୍ରୀ କାନପୁର ମେଟ୍ରୋ ରେଳ ପ୍ରକଳ୍ପ…

ଜାନୁୟାରୀ ୩ରୁ ଖୋଲିବ ପ୍ରଥମ ରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ବର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି :   ଜାନୁୟାରୀ ୩ରୁ ​ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।  ବିଦ୍ୟାଳୟ ଗୁଡ଼ିକରେ ପୂର୍ବାହ୍ନ  ୯ଘଟିକା ଠାରୁ ମଧ୍ୟାହ୍ନ ୧୨ଟା  ପର୍ଯ୍ୟନ୍ତ ପାଠପଢା ହେବ। ସାରା ରାଜ୍ୟରେ ପ୍ରଥମରୁ ପଞ୍ଚମ…

କୁମ୍ଭୀର ଗଣନା ଲାଗି ନୂଆବର୍ଷରୁ ବନ୍ଦ ରହିବ ଭିତରକନିକା, ୧୦ ଦିନ ଯାଏଁ ପର୍ଯ୍ୟଟକଙ୍କ ପ୍ରବେଶ ମନା

ରାଜନଗର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବିରଳ ବଉଳା କୁମ୍ଭୀରଙ୍କ ଅନ୍ତୁଡ଼ିଶାଳ ଭିତରକନିକାରେ କୁମ୍ଭୀର ଗଣନା କରାଯିବ । ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟଉଦ୍ୟାନ ବାହାରେ ଥିବା ନଦୀ ନାଳଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନ ଦେଶ…

ମାଟ୍ରିକ୍‌ ସମେଟିଭ୍‌-୧ ପରୀକ୍ଷା: ଆଜିଠୁ ଆଡମିଟ୍‌ କାର୍ଡ ପାଇବେ ପରୀକ୍ଷାର୍ଥୀ, ବୁଧବାର କେନ୍ଦ୍ରକୁ ପଠାଯିବ…

କଟକ ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ସମେଟିଭ୍‌-୧ ପରୀକ୍ଷା ଲାଗି ବୋର୍ଡ ପକ୍ଷରୁ ପ୍ରସ୍ତୁତି ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । ଏହି ପରୀକ୍ଷା ପାଇଁ ମଙ୍ଗଳବାରଠୁ ପରୀକ୍ଷାର୍ଥୀ ଆଡମିଟ୍‌ କାର୍ଡ ପାଇପାରିବେ । ଏଥିଲାଗି ବୋର୍ଡ…

ବଦଳିଲା ପାଗ, କମିଲା ଶୀତ; ୪ ଦିନ କୁହୁଡ଼ି ଓ ବର୍ଷା ସମ୍ଭାବନା

ଭୁବନେଶ୍ୱର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ବଙ୍ଗୋପସାଗରରୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ଉଷ୍ମ ଓ ଜଳୀୟବାଷ୍ପପୂର୍ଣ୍ଣ ସାମୁଦ୍ରିକ ପବନର ପ୍ରଭାବରେ ରାଜ୍ୟ‌ରେ ଶୀତ ପ୍ରକୋପ କମିଛି। ରାଜ୍ୟର ରାତି ତାପମାତ୍ରା ସ୍ବାଭାବିକଠାରୁ ଅଧିକ ରହୁଥିବା ବେଳେ ଅଧିକାଂଶ ସ୍ଥାନରେ ଘନ କୁହୁଡ଼ି…

ଓମିକ୍ରନକୁ ନେଇ ରାଜ୍ୟଙ୍କୁ କେନ୍ଦ୍ରର ପରାମର୍ଶ : ଗହଳି ଏଡ଼ାଅ, ସ୍ବାସ୍ଥ୍ୟ ଭିତ୍ତିଭୂମି ପ୍ରସ୍ତୁତ ରଖ

ମଣିପୁର, ଗୋଆକୁ ବ୍ୟାପିଲା ଓମିକ୍ରନ, ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬୪୪ ନୂଆଦିଲ୍ଲୀ ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଦେଶରେ କରୋନାର ଓମିକ୍ରନ ପ୍ରଜାତି ଭୂତାଣୁ ସଂକ୍ରମଣ ବୃଦ୍ଧିକୁ ନେଇ ସୋମବାର କେନ୍ଦ୍ର ସରକାର ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସରକାରକୁ କେତେକ ନିର୍ଦେଶନାମା…

ଆସନ୍ତା ବର୍ଷରୁ ୫ଜି ସେବା

ନୂଆଦିଲ୍ଲୀ ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ଆସନ୍ତା ବର୍ଷରୁ ଆରମ୍ଭ ହେବ ୫ଜି ସେବା। ଦିଲ୍ଲୀ, ମୁମ୍ବଇ, ଚେନ୍ନାଇ ଓ କଲକତାରେ ମିଳିବ ୫ଜି ସେବା। ସେହିପରି ହାଇଦ୍ରାବାଦ, ଅହମ୍ମଦାବାଦ, ଚଣ୍ଡଗଡ଼, ଜାମନଗର ଓ ବେଙ୍ଗଲୁରୁକୁ ବି ସେବା ମିଳିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା…

ଘାରିଲା ଓମିକ୍ରନ୍ ଚିନ୍ତା: ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଶିଶୁଙ୍କ ଚିକିତ୍ସାକୁ ଗୁରୁତ୍ୱ ଭୁବନେଶ୍ୱର ୨୮/୧୨/୨୦୨୧ କଳିଙ୍ଗ ଜ୍ୟୋତି : ସାରା ବିଶ୍ୱରେ ‘ଓମିକ୍ରନ’ ତା’ର ପ୍ରଭାବ ବିସ୍ତାର କରୁଥିବା ବେଳେ ଓଡିଶାରେ ମଧ୍ୟ ୮ଜଣ ଏଥିରେ ଚିହ୍ନଟ ହୋଇ ସାରିଲେଣି। ଆଗାମୀ ସପ୍ତାହ ଗୁଡିକରେ ଏହାର ପ୍ରଭାବ ଆହୁରି ବଢିପାରେ। ତେଣୁ ଆମକୁ ଅଧିକ ସତର୍କ…
error: Content is protected !!
Open chat