କିଶୋରଙ୍କୁ କେବଳ ଦିଆଯିବ କୋଭାକ୍ସିନ ଟିକା, ଜାନୁଆରୀ ପହିଲାରୁ ଆରମ୍ଭ ହେବ ଟିକାକରଣ ପାଇଁ ପଞ୍ଜୀକରଣ
ନୂଆଦିଲ୍ଲୀ ୨୭/୧୨/୨୦୨୧ କଳିଙ୍ଗ ଜ୍ୟୋତି : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କିଶୋର ଟିକାକରଣ ପାଇଁ ନିୟମାବଳୀ ଜାରି ହୋଇଛି। ଏହି ନିୟମାବଳୀରେ କିଶୋରଙ୍କୁ କେବଳ କୋଭାକ୍ସିନ ଟିକା ଦିଆଯିବ ବୋଲି ଦର୍ଶାଯାଇଛି। କିଶୋରଙ୍କ ପାଇଁ ଜାନୁଆରୀ ୩ରେ ଟିକାକରଣ ଆରମ୍ଭ ହେବ। କୋଭିଡ୍!-->…