Yearly Archives

2021

ରବି ଫସଲ ପାଇଁ ନୂଆଖାଇ ରେ ମିଳିଲା ମୁଖ୍ୟମନ୍ତ୍ରୀଙ୍କ କାଳିଆ ସହାୟତା, ୩୭ ଲକ୍ଷ ଚାଷୀ ପରିବାରର ବ୍ୟାଙ୍କ ଆକାଉଣ୍ଟକୁ…

ଭୁବନେଶ୍ବର ୧୧/୦୯/୨୦୨୧ କଳିଙ୍ଗ ଜ୍ୟୋତି : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୩୭,୧୨,୯୧୪ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ପରିବାରଙ୍କୁ ରବି ଫସଲ ପାଇଁ କାଳିଆ ଯୋଜନାରେ ୭୪୨.୫୮ କୋଟି ଟଙ୍କା ସହାୟତା ପ୍ରଦାନ କରିଛନ୍ତି । ସମସ୍ତଙ୍କ ବ୍ୟାଙ୍କ ଆକାଉଣ୍ଟରେ ୨୦୦୦ ଟଙ୍କା ଲେଖାଏ

କ୍ରସରର ଭାରି ଯାନ ହେତୁ ୧୫ ଦିନରେ ଏନଏସି ରାସ୍ତା ପାଲଟିଲା ମରଣ ଯନ୍ତା

ସବୁ ଜାଣି ନିଦା ବିଷ୍ଣୁ ସାଜିଛି ପ୍ରଶାସନ କୋରୁକୋଣ୍ଡା ୧୧/୦୯/୨୦୨୧ କଳିଙ୍ଗ ଜ୍ୟୋତି: କ୍ରସର ର ଭାରି ଟ୍ରକ ଏବଂ ଟିପର ଗୁଡିକ ଯାତାୟାତ କରିବା ଫଳରେ ୧୫ ଦିନରେ ରାସ୍ତା ଦବି ହେଲା ଖାଲଖମା। ସବୁ ଜାଣି କିନ୍ତୁ ପ୍ରଶାସନ ନୀରବ। ତେବେ ମାଲକାନଗିରି ଜିଲ୍ଲା ବାଲିମେଳା ଏନଏସି କୁ ଲାଗି

ଶ୍ରୀମନ୍ଦିର ଦର୍ଶନକୁ ନେଇ ଆଜି ଜାରି ହେବ ନୂଆ ଏସଓପି

ପୁରୀ ୦୮/୦୯/୨୦୨୧ କଳିଙ୍ଗ ଜ୍ୟୋତି : ଆଜି ଶ୍ରୀମନ୍ଦିର ଦର୍ଶନକୁ ନେଇ ଆସିବ ନୂଆ ଏସ୍ଓପି  । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଆଜି ସମୀକ୍ଷା ବୈଠକ ବସିବ  । ନୂଆ ନିୟମ ସହ ଦର୍ଶନ ବ୍ୟବସ୍ଥାକୁ ଅଧିକ କୋହଳ କରାଯାଇପାରେ ବୋଲି ଆଶା କରାଯାଉଛି । ସପ୍ତାହାନ୍ତ ସଟଡାଉନ୍ ଯୋଗୁ

ପରିବର୍ତ୍ତନ ପାଇଁ ସମଷ୍ଟିଗତ ଶିକ୍ଷା ବ୍ୟବସ୍ଥାର ଆବଶ୍ୟକତା ରହିଛି – ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ ୦୮/୦୯/୨୦୨୧ କଳିଙ୍ଗ ଜ୍ୟୋତି : ଦେଶରେ ପରିବର୍ତ୍ତନ ପାଇଁ ଏକ ସମଷ୍ଟିଗତ ଶିକ୍ଷା ବ୍ୟବସ୍ଥାର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ମାଇ ଗଭ୍‍ ଇଣ୍ଡିଆ ଫୋରମରେ ଟ୍ୱିଟ୍‍ କରି ଶ୍ରୀ ମୋଦୀ କହିଛନ୍ତି, ଗତ ୭ ବର୍ଷ ହେଲା ଶିକ୍ଷା କ୍ଷେତ୍ରରେ ବ୍ୟାପକ

ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମ ଯୋଜନାରେ ଓଡ଼ିଶା ଦ୍ୱିତୀୟ: ନବ ଦାସ

ଭୁବନେଶ୍ୱର ୦୨/୦୯/୨୦୨୧ କଳିଙ୍ଗ ଜ୍ୟୋତି : ଜାତୀୟ ଟିବି ନିରାକରଣ କାର୍ଯ୍ୟକ୍ରମ ସମ୍ପର୍କିତ ଏକ ବୈଠକ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭର୍ଚୁଆଲ ମୋଡ଼ରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅବସରରେ ଉପସ୍ଥିତ ରହି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମନଶୁଖ

ସ୍ବର୍ଗଦ୍ବାରରେ ଉପଲବ୍ଧ ସେବା ସଂପର୍କିତ ସୂଚନା ନିମନ୍ତେ ଟେଲିଫୋନ ନମ୍ବର ଜାରି କଲା ଜିଲ୍ଲା ପ୍ରଶାସନ

ପୁରୀ ୦୨/୦୯/୨୦୨୧ କଳିଙ୍ଗ ଜ୍ୟୋତି : ସ୍ବର୍ଗଦ୍ବାରରେ ଶବ ସତ୍କାର ଓ ସେଠାରେ ଉପଲବ୍ଧ ସେବା ସଂପର୍କିତ ସୂଚନା ନିମନ୍ତେ ଜିଲ୍ଲା ପ୍ରଶାସନ ପକ୍ଷରୁ ଟେଲିଫୋନ ନମ୍ବର ଜାରି କରାଯାଇଛି । ଉକ୍ତ ନମ୍ବର ହେଲା -୦୬୭୫୨ ୨୯୧୨୯୧ । ସ୍ବର୍ଗଦ୍ବାରରେ ଉନ୍ନତି ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଜାରି

ନବରଙ୍ଗପୁର ଜିଲାରେ୧୩୩ ଗ୍ରାମ ବାଲ୍ୟବିବାହ ମୁକ୍ତ, ଘୋଷଣା କଲେ ଜିଲାପାଳ

ନବରଙ୍ଗପୁର ୦୨/୦୯/୨୦୨୧ କଳିଙ୍ଗ ଜ୍ୟୋତି : ଆଦିବାସୀ ଅଧ୍ୟୁଷିତ ନବରଙ୍ଗପୁର ଜିଲାରେ ସାକ୍ଷରତା ଓ ସଚେତନତା ଅଭାବରୁ ବାଲ୍ୟ ବିବାହ ଭଳି କଳଙ୍କିତ ପ୍ରଥା ଆଜି ମଧ୍ୟ କାଏମ ରହିଛି। ପରମ୍ପରା ନାମରେ କିଶୋରୀ ବାଳିକାମାନଙ୍କୁ ବିବାହ ବନ୍ଧନରେ ବାନ୍ଧିଦେଇ ଅକାଳରେ ମରଣ ମୁହଁକୁ ଠେଲି ଦେଉଛନ୍ତି

ବିଧାନସଭା ଅଧିବେଶନ ପୂର୍ବରୁ ବାଚସ୍ପତି ଓ ବିଧାୟକଙ୍କ କରୋନା ପରୀକ୍ଷା

ଭୁବନେଶ୍ୱର ୨୯/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଆସନ୍ତା ୧ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଥିବା ବେଳେ ତା’ପୂର୍ବରୁ ଆଜି ବାଚସ୍ପତି, ସମସ୍ତ ବିଧାୟକ ଓ ବିଧାନସଭା କର୍ମଚାରୀଙ୍କର କରୋନା ପରୀକ୍ଷା କରାଯାଇଛି। ବିଧାନସଭା ପରିସରରେ ହୋଇଥିବା ସ୍ୱତନ୍ତ୍ର ଶିବିରରେ ବାଚସ୍ପତି

କନ୍ଧମାଳରେ ସ୍ମାର୍ଟ ସ୍କୁଲ ପରିଦର୍ଶନ କଲେ ମୁଖ୍ୟ ଶାସନ ସଚିବ

ଘୁ.ଉଦୟଗିରି ୨୯/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଦୁଇଦିନିଆ କନ୍ଧମାଳ ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ହଳଦୀ ପ୍ରୋସେସିଙ୍ଗ ୟୁନିଟ ବୁଲି ଦେଖିଲା ପରେ ନୂତନ ଭାବରେ ନିର୍ମାଣ ହୋଇଥିବା ଓପିଟିସିଏଲ ୧୩୨/୩୩ କେଭି ବିଦ୍ୟୁତ ଗ୍ରୀଡ଼ ଷ୍ଟେସନ ପରିଦର୍ଶନ କରିଛନ୍ତି। ଏହା ପରେ ମୁଖ୍ୟ ଶାସନ ସଚିବ

ଭିଟାମିନ ଡି ଅଭାବ ଚିହ୍ନଟ କରିବ ହାତ ତିଆରି ପେପର ସେନ୍‍ସର

ହାଇଦରାବାଦ/ବଦ୍ଦେଶ୍ୱରମ ୨୮/୦୮/୨୦୨୧ କଳିଙ୍ଗ ଜ୍ଯୋତି : ଭାରତରେ ବିକଶିତ ହୋଇଛି ହାତ ତିଆରି ପେପର ସେନ୍‍ସର। ଦେଶରେ ସ୍ନାତକ ଏବଂ ଉଚ୍ଚଶିକ୍ଷା ପାଇଁ ଅନ୍ୟତମ ଅଗ୍ରଣୀ ବିଶ୍ୱବିଦ୍ୟାଳୟ ଭାବେ ପରିଚିତ କେଏଲ ଡିମ୍‍ଡ-ଟୁ-ବି ୟୁନିଭରସିଟି, ଏହି ଅନନ୍ୟ ହାତ ତିଆରି ପେପର ସେନ୍‍ସର ବିକଶିତ
error: Content is protected !!
Open chat